ଭୁବନେଶ୍ୱର, ୧୮।୨ (ବନ୍ଦନା ସେଠୀ)୨୦୨୪-୨୫ ଆର୍ଥତ୍କ ବର୍ଷ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଶନିବାର ପୂର୍ଣ୍ଣାଙ୍ଗ ବଜେଟ ପାରିତ ହୋଇଯାଇଛି। ୧ ହଜାର ୨୭କୋଟି…
ଭୁବନେଶ୍ୱର,୧୮।୨(ଶର୍ମିଷ୍ଠା ପାଣିଗ୍ରାହୀ)ପ୍ରସିଦ୍ଧ କୁମ୍ଭମେଳା ଅବସରରେ ଖଣ୍ଡଗିରି-ଉଦୟଗିରି ମହୋତ୍ସବ ଶନିବାର ଖଣ୍ଡଗିରି ପାନ୍ଥିକାଠାରେ ଆରମ୍ଭ ହୋଇଯାଇଛି। ଭୁବନେଶ୍ୱର ସାଂସ୍କୃତିକ ପରିଷଦ ଏବଂ ସ୍ବେଚ୍ଛାସେବୀ ଅନୁଷ୍ଠାନ କଲ୍ୟାଣ ପକ୍ଷରୁ ଆୟୋଜିତ…
ବେଗୁନିଆ,୧୮।୨(ହର ପ୍ରସନ୍ନ ପଣ୍ଡା)ଖୋର୍ଦ୍ଧା ଜିଲା ବେଗୁନିଆ ତହସିଲ ଅନ୍ତର୍ଗତ କୋଚିଆଖାଲ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପ୍ରଶାସନ ପକ୍ଷରୁ ସରକାରୀ ଜମିରୁ ଦୋକାନ ଗୃହ…
ବେଲପଡ଼ା,୧୮ା୨(ମନୋଜ କୁମାର ମିଶ୍ର)ବଲାଙ୍ଗୀର ଜିଲା ବେଲପଡ଼ା ବ୍ଲକ କାନୁଟ ଗ୍ରାମରେ ରନ୍ଧନ ଗ୍ୟାସ ସିଲିଣ୍ଡର ପାଇପ ଲିକ୍ ହୋଇ ନିଅଁା ଲାଗିଯିବାରେ ୪ଜଣଙ୍କ ମୃତ୍ୟୁ ସହ ଯୋଡିହୋଇଛି…
ଭୁବନେଶ୍ୱର, ୧୮ା୨(ଅସମାପିକା ସାହୁ)ବାୟୁମଣ୍ଡଳରେ ଅଙ୍ଗାରକାମ୍ଳର ସ୍ତର ବଢ଼ିବା ଦ୍ୱାରା ଜଳବାୟୁ ପରିବର୍ତ୍ତନ ଘଟୁଛି। ଏହାର ପରିଣାମ ସ୍ବରୂପ ତାପମାତ୍ରା ବୃଦ୍ଧି, ଉପକୂଳବର୍ତ୍ତୀ ଅଞ୍ଚଳରେ ବାରମ୍ବାର ସାମୁଦ୍ରିକ ଝଡ଼,…
ବ୍ରହ୍ମଗିରି,୧୮।୨(ସ୍ବାଧୀନ ଚମ୍ପତ୍ତିରାୟ)ଜଣେ ବ୍ୟକ୍ତିଙ୍କୁ ବାନ୍ଧି ତାଙ୍କ ସ୍ତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅରଖକୁଦା ମେରାଇନ ଥାନା ଅଞ୍ଚଳରେ ଶୁକ୍ରବାର ରାତିରେ ଘଟିଛି ଏହି…
ଗଞ୍ଜାମ,୧୮।୨: ଗଞ୍ଜାମ ଜିଲା କୋଟିନଡ଼ା ଥାନା ଅଧୀନ କଲେଜ ଛକ ନିକଟରେ ରବିବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ସ୍କୁଟିକୁ ମୁହାଁମୁହିଁ ଧକ୍କା ଦେବାରୁ…
ବଇଣ୍ଡା,୧୮।୨(ପରିକ୍ଷିତ ସାହୁ)ଅନୁଗୋଳ ଜିଲା ୫୫ ନମ୍ବର ଜାତୀୟ ରାଜପଥର ହଣ୍ଡପା, ଜରପଡା, କିଶୋରନଗର ଥାନା ଇଲାକାରେ କିଛିଦିନ ହେବ ଚୋରି ବଢିବାରେ ଲାଗିଛି। ବିଶେଷ କରି ମେଡିସିନ…
ରସୁଲପୁର,୧୮ା୨(ରଞ୍ଜିତ ରାଉତ):ରସୁଲପୁର ବ୍ଲକ ଅନ୍ତର୍ଗତ ବଡ଼କଇଞ୍ଚତ୍ ପଞ୍ଚାୟତ ଗରୁଆଳ ଗ୍ରାମର ଚାଷୀ ରବୀନ୍ଦ୍ର ପରିଡ଼ା ଫୁଲକୋବି ଫସଲର ଅଭାବୀ ବିକ୍ରିର ଶିକାର ହୋଇଛନ୍ତି। ଫଳରେ ସେ ୨…
ବଡ଼ବିଲ,୧୭ା୨(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହିସ୍ଥିତ ଟଣ୍ଟୋ ଗ୍ରାମରେ ମାଗେ ପର୍ବ ପାଳନ ପାଇଁ ହୋଇଥିବା ମଞ୍ଚ ନିକଟରେ ଲାଗିଥିବା ସାଉଣ୍ଡ ସିଷ୍ଟମକୁ…