ଭୁବନେଶ୍ୱର,୭।୪: ବିଜେଡିରେ ଯୋଗ ଦେଲେ ଲେଖାଶ୍ରୀ ସାମନ୍ତସିଂହାର। କିଛି ସମୟ ପୂର୍ବରୁ ଭାଜପା ଛାଡ଼ିଥିଲେ ଲେଖାଶ୍ରୀ। ସୋସିଆଲ ମିଡିଆରେ ଇସ୍ତଫା ସୂଚନା ଦେଇଥିଲେ। ଶଙ୍ଖ ଭବନରେ ଅନୁଷ୍ଠିତ…
ଭବାନୀପାଟଣା,୭।୪ (ଉତ୍ତମ କୁମାର ଦାଶ): ଜିଲା ମୁଖ୍ୟ କାରାଗାରରୁ ଫେରାର୍ ହୋଇଛନ୍ତି ୨ କଏଦୀ। କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ କାରାଗାରରୁ ଦୁଇ ବିଚାରାଧୀନ…
ରୂପସା,୭।୪ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଛଦା ଗାଁ ନିକଟରେ ଗୁଳି ଫୁଟାଇ ଜନୈକ ଗହଣା ଦୋକାନୀଙ୍କଠାରୁ ଦୁର୍ବୃତ୍ତମାନେ ଗହଣା ଲୁଟ୍ କରି…
ଭୁବନେଶ୍ୱର,୭।୪: ୫ ସଂସଦୀୟ କ୍ଷେତ୍ର ପାଇଁ ସଂଯୋଜକ ନିଯୁକ୍ତ କଲା ବିଜୁ ଜନତା ଦଳ । ବ୍ରହ୍ମପୁର ସଂସଦୀୟ କ୍ଷେତ୍ର ପାଇଁ ଚନ୍ଦ୍ରଶେଖର ସାହୁଙ୍କୁ ଦାୟିତ୍ୱ ମିଳିଛି।…
ଭୁବନେଶ୍ୱର,୭।୪: ଆଜି ଓ ଆସନ୍ତାକାଲି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବରୁ ଆକଳନ କରିଛି। ତେଣୁ ପାଣିପାଗ ବିଭାଗ…
ଭୁବନେଶ୍ୱର,୭।୪: ଭାଜପାକୁ ବଡ଼ ଝଟ୍କା। ଦଳ ଛାଡ଼ିଛନ୍ତି ଟାଣୁଆ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର । ଭାଜପା ଛାଡ଼ିଛନ୍ତି ଲେଖାଶ୍ରୀ । ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି।…
ଭବାନୀପାଟଣା,୭।୪(ଉତ୍ତମ କୁମାର ଦାଶ): ରାଜନୀତିରେ ପରିବାରବାଦ, ବଂଶବାଦକୁ ନେଇ ଉଭୟ ଶାସକ ଓ ବିରୋଧୀ ମଧ୍ୟରେ ବିଭିନ୍ନ ସମୟରେ ଆରୋପ ପ୍ରତ୍ୟାରୋପ ଲାଗିରହିଛି। ଏପରିସ୍ଥଳେ କଳାହାଣ୍ଡି ରାଜନୀତିରେ…
ଭୁବନେଶ୍ୱର,୭ା୪(ଅନିଲ ଦାସ): କଟକ ଜିଲା ଅନ୍ତର୍ଗତ ଚୌଦ୍ୱାର- କଟକ ନିର୍ବାଚନମଣ୍ଡଳୀର ଲୋକପ୍ରିୟ ପ୍ରଫେସର ଡାକ୍ତର ଦେବାନନ୍ଦ ମହାପାତ୍ର ଶନିବାର ଶଙ୍ଖଭବନଠାରେ ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ରଙ୍କ…
ସୋନପୁର,୭।୪(ମୃତ୍ୟୁଞ୍ଜୟ ଶତପଥୀ)ଚଳିତ ନିର୍ବାଚନରେ ସୁବର୍ଣ୍ଣପୁର ଜିଲାର ସୋନପୁର ଓ ବୀରମହାରାଜପୁର ବିଧାନସଭା ଆସନରେ ପୁଣି ପରସ୍ପରକୁ ସାମ୍ନା କରିବାକୁ ଯାଉଛନ୍ତି ଶାସକ ଓ ବିପକ୍ଷ ଦଳର ପ୍ରାର୍ଥୀ।…