ରାଜ୍ୟ

ନିଲାମ ହେବ ଅର୍ଚ୍ଚନାଙ୍କ ଦୁଇ ଦାମୀ ଗାଡ଼ି

ଭୁବନେଶ୍ୱର,୧୩।୨(ସତ୍ୟଜିତ୍‌ ରାଉତ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଛନ୍ଦି ହୋଇଥିବା ଅର୍ଚ୍ଚନା ନାଗଙ୍କ ଦୁଇଟି ଦାମୀ ଗାଡ଼ି ନିଲାମ ହେବ। ଏନେଇ ପ୍ରବର୍ତ୍ତନ…

2 years ago

ଅଗ୍ନିପଥ ଯୋଜନା, ନିୟମିତ କ୍ୟାଡର ନିଯୁକ୍ତି ରାଲି ସାଧାରଣ ପ୍ରବେଶିକା ପରୀକ୍ଷା ପାଇଁ ଆରମ୍ଭ ହେଲା ଅନ୍‌ଲାଇନ୍‌ ରେଜିଷ୍ଟ୍ରେଶନ, ଏପ୍ରିଲ ୨୨ରେ ପରୀକ୍ଷା

କଟକ,୧୩ା୨ (କାର୍ତ୍ତିକ ସାହୁ): ଭାରତୀୟ ଅଗ୍ନିପଥ ଯୋଜନା ଓ ନିୟମିତ କ୍ୟାଡର ନିଯୁକ୍ତି ରାଲି ନିମନ୍ତେ ଅନଲାଇନ୍‌ ସାଧାରଣ ପ୍ରବେଶିକା ପରୀକ୍ଷା-୨୦୨୪ ଆସନ୍ତା ଏପ୍ରିଲ ୨୨ରେ ଅନୁଷ୍ଠିତ…

2 years ago

ନାବାଳିକାଙ୍କୁ ବଳାତ୍କାର କଲେ ପିସିଆର କର୍ମଚାରୀ

ପୁରୁଷୋତ୍ତମପୁର୧୩।୨ (ସିମାଞ୍ଚଳ ମିଶ୍ର) ପୋଲିସ ଉପରେ ଲାଗିଲା କଳଙ୍କ ଦାଗ। ରକ୍ଷକ ସାଜିଲା ଭକ୍ଷକ। ଯେଉଁ ପୋଲିସ ପିସିଆର ଲୋକଙ୍କୁ ସୁରକ୍ଷା ଦିଏ ସେହି ପିସିଆରର କର୍ମଚାରୀ…

2 years ago

ମୂରଲିଧରଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର କଲା କଂଗ୍ରେସ

ଭୁବନେଶ୍ୱର,୧୩।୨(ସୁନିତ୍‌ ମିଶ୍ର): କିଛିଦିନ ଧରି ପ୍ରଦେଶ କଂଗ୍ରେସ କମିଟି(ପିସିସି) ପକ୍ଷରୁ ଲଗାତାର ଭାବେ ଦଳରେ ବିଭିନ୍ନ କମିଟି ଗଠନଠାରୁ ଆରମ୍ଭ କରି ବିଶୃଙ୍ଖଳିତ ନେତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ…

2 years ago

ପରଲୋକରେ ଓଲିଉଡ୍‌ର ଭେଟେରାନ ଅଭିନେତା ଚକ୍ରଧର ଜେନା

ଭୁବନେଶ୍ୱର,୧୩।୨: ଓଲିଉଡର ଭେଟେରାନ ଅଭିନେତା ଚକ୍ରଧର ଜେନା ଆଉ ନାହାନ୍ତି। ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ…

2 years ago

ପୁଣି ହାତ ଖୋଲିଦେଲେ ନବୀନ, ୫ହଜାରରୁ ବଢି ହେଲା ୧୦ହଜାର

ଭୁବନେଶ୍ୱର,୧୩।୨(ଅସମାପିକା ସାହୁ): ମାତୃ ଓ ଶିଶୁ ଅପପୁଷ୍ଟି ହ୍ରାସ ପାଇଁ ଆରମ୍ଭ କରିଥିବା ‘ମମତା ଯୋଜନା’ରେ ସହାୟତା ରାଶି ୨ଗୁଣ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି…

2 years ago

ଘରୋଇ ଉପଭୋକ୍ତାଙ୍କ ପାଇଁ ଖୁସିଖବର: ବିଜୁଳି ଦର କମାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୩।୨: ଘରୋଇ ବିଦ୍ୟୁତ୍‌ ଉପଭୋକ୍ତାଙ୍କ ପାଇଁ ଖବର। ଓଡ଼ିଶା ଇଲେକ୍ଟ୍ରିସିଟି ରେଗୁଲେଟୋରୀ କମିଶନ(ଓଇଆର୍‌ସି) ପକ୍ଷରୁ ଘରୋଇ ଉପଭୋକ୍ତାଙ୍କ ପାଇଁ ପ୍ରତ୍ୟେକ ସ୍ଲାବରେ ୧୦ ପଇସା ହ୍ରାସ କରାଯାଇଛି।…

2 years ago

ଶ୍ୱଶୁରଙ୍କ ମୁହଁରେ ମୁଖାଗ୍ନି ଦେଲେ ବୋହୂ

ଗଜପତି,୧୩।୨ (ଗିରିଧାରୀ ପରିଛା): ସାଧାରଣତଃ ପୁଅଟିଏ ମା’ବାପାଙ୍କ ମୁହଁରେ ମୁଖାଗ୍ନି ଦେଇଥାଏ। ଆଜିକାଲି ସମୟରେ ଝିଅ ବି କେତେକ ସ୍ଥାନରେ ଏହି ଭୂମିକା ତୁଲାଉଥିବା ନଜରକୁ ଆସୁଛି।…

2 years ago

ଦଶମ ଛାତ୍ରୀ ବଳାତ୍କାର ମାମଲାର ଆସିଲା ରାୟ: ଅଭିଯୁକ୍ତଙ୍କୁ ୨୦ବର୍ଷ କାରାଦଣ୍ଡ

କେନ୍ଦୁଝର,୧୩।୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ ଟ୍ରାକ୍‌ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ କରିଛନ୍ତି। କୋର୍ଟ…

2 years ago

ପୋଲିସ ବିରୋଧରେ ଲାଗିଲା ପୋଷ୍ଟର, ଜୁଆ ଖେଳ ପଛରେ ପୋଲିସ କର୍ମଚାରୀଙ୍କ ହାତ

ଉମରକୋଟ ୧୩।୨: ନବରଙ୍ଗପୁରପୁ ଜିଲା ରାଇଘର ଥାନା ଅନ୍ତର୍ଗତ କୁକୁରକୁଆଁ ଗ୍ରାମ ନିକଟରେ ରାସ୍ତା ଉପରେ ଗଛକାଟି ଲଗାଯାଇଛି ପୋଷ୍ଟର । କିନ୍ତୁ ପୋଷ୍ଟରରେ କୌଣସି ସଂଗଠନର…

2 years ago