ରାଜ୍ୟ

ରାଜ୍ୟ ମୁଖ୍ୟ ସୂଚନା କମିଶନର ହେଲେ ଜଳଦ ତ୍ରିପାଠୀ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ତାମିଲନାଡ଼ୁ ପୂର୍ବତନ ପୋଲିସ ଡିଜି ତଥା ୧୯୮୫ ବ୍ୟାଚ୍‌ର ଅବସରପ୍ରାପ୍ତ ଆଇପିଏଲ୍‌ ଜଳଦ କୁମାର ତ୍ରିପାଠୀଙ୍କୁ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର ଭାବେ ନିଯୁକ୍ତି…

3 years ago

ଉପର ମୁଣ୍ଡରେ ବର୍ଷା: ବିପଦ ସଙ୍କେତ ଡେଇଁଲା ବୈତରଣୀ

ଭଦ୍ରକ ଅଫିସ,୨୩।୯: ଉପର ମୁଣ୍ଡରେ ବର୍ଷା ଯୋଗୁ ବଢ଼ୁଛି ବୈତରଣୀ ନଦୀର ଜଳସ୍ତର। ଭଦ୍ରକ ଜିଲା ଆଖୁଆପଦାଠାରେ ନଦୀଠାରେ ନଦୀ ବିପଦ ସଙ୍କେତ ୧୭.୬୩ ମିଟର ରହିଥିବା…

3 years ago

୨୦ରୁ ଅଧିକ କୁକୁରଙ୍କୁ ବିଷ ଦେଇ ମାରିଥିଲେ; ଜଳଖିଆ ଦୋକାନୀଙ୍କୁ ବାନ୍ଧିଲା ପୋଲିସ

ଟାଙ୍ଗୀ,୨୩।୯(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ଶଙ୍କରପୁର ଗ୍ରାମରେ ଖାଦ୍ୟରେ ବିଷ ଦେଇ ୨୦ରୁ ଅଧିକ କୁକୁରଙ୍କୁ ମାରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ଗୁରୁବାର…

3 years ago

ଆସୁଛି ଆଉ ଏକ ଲଘୁଚାପ: ଏସବୁ ଜିଲା ପାଇଁ ରହିଛି ସତର୍କ ସୂଚନା

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଘୂର୍ଣ୍ଣିବଳୟ ମିଆଁମାର ଉପକୂଳ ଓ ତତ୍‌ସଂଲଗ୍ନ ମାର୍ଟାବାନ ଉପକୂଳ ଅଞ୍ଚଳରେ ସକ୍ରିୟ ହେଉଥିବାରୁ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର-ପୂର୍ବ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ…

3 years ago

ପୂରା ପରିବାର ଚାଲିଗଲେ: କାଲି ମା-ଦୁଇ ଝିଅଙ୍କର ମିଳିଥିଲା ମୃତଦେହ, ଆଜି କୂଅରୁ ମିଳିଲା ବାପାଙ୍କ ମୃତଦେହ

ଝାରସୁଗୁଡ଼ା ଅଫିସ,୨୩ା୯: ଝାରସୁଗୁଡା ଜିଲା ବ୍ରଜରାଜନଗର ଥାନା ଅନ୍ତର୍ଗତ ଗଙ୍ଗାନଗର ଫାଟକପଡ଼ାରେ ବୁଧବାର ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଥିଲା। ଏଥିରେ ଗୋଟିଏ ପରିବାରର ମା, ୨ ଝିଅଙ୍କୁ…

3 years ago

ମୋଟୁ ଥାନା ଆଇଆଇସି ଗିରଫ

ମାଲକାନଗିରି,୨୩ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମୋଟୁ ଥାନା ଆଇଆଇସି ସୁଶାନ୍ତ ସାହୁ ଗିରଫ ହୋଇଛନ୍ତି। ତାଙ୍କୁ ଗିରଫ କରାଯାଇଥିବା ନେଇ ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ନିଜ ଟୁଇଟର…

3 years ago

ପିପିଲି ଉପନିର୍ବାଚନ: ପୋଷ୍ଟାଲ ମତଦାନ ଆରମ୍ଭ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ପିପିଲି ଉପନିର୍ବାଚନ ନେଇ ଗୁରୁବାରଠାରୁ ପୋଷ୍ଟାଲ ମତଦାନ ଆରମ୍ଭ ହୋଇଛି। ଏହି ପୋଷ୍ଟାଲ ବାଲାଟରେ ୮୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ଭୋଟର, ଦିବ୍ୟାଙ୍ଗ ଏବଂ କୋଭିଡ୍‌…

3 years ago

ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍‌ ଖୋଲିଲା

ସମ୍ବଲପୁର ଅଫିସ,୨୩ା୯: ଉପରମୁଣ୍ଡରେ ବର୍ଷା ହେଉଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢ଼ିବାରେ ଲାଗିଛି। ଡ୍ୟାମର ଜଳଧାରଣ କ୍ଷମତା ୬୩୦ଫୁଟ ଥିବା ବେଳେ ଏବେ ଜଳସ୍ତର ରହିଛି ୬୨୯.୭୫…

3 years ago

ଆଜି କରୋନା ନେଲା ୭ ଜୀବନ

ଭୁବନେଶ୍ୱର,୨୩।୯(ବ୍ୟୁରୋ):ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଖ୍ୟା ୮,୧୫୭ ହୋଇଛି।…

3 years ago

ଆଜି ରାଜ୍ୟରେ ୬୪୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ ବର୍ଗର ୭୨ ଜଣ ଅଛନ୍ତି।…

3 years ago