ଭୁବନେଶ୍ୱର,୫।୩: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଅସୀମ ବୀରତ୍ୱର ପ୍ରତୀକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ। ଆଜି ରାଜ୍ୟରେ ଏହି ଦିନକୁ ପଞ୍ଚାୟତିରାଜ ଦିବସ ଭାବେ ପାଳନ କରଯାଉଛି।…
ଭୁବନେଶ୍ୱର,୫।୩(ସୁନିତ୍ ମିଶ୍ର):ଓଡ଼ିଶାର ପ୍ରତ୍ୟେକ ଗ୍ରାମରେ କଂଗ୍ରେସର ପୁରୁଣା ନେତା, ମହିଳା, ଯୁବକର୍ମୀ ଓ ସମର୍ଥକଙ୍କ ମଧ୍ୟରେ ବିପୁଳ ଉତ୍ସାହ ଭରି ରହିଛି। ସେମାନଙ୍କ ଉଦ୍ୟମ ଓ ସହଯୋଗରେ…
ଭୁବନେଶ୍ୱର,୫।୩(ସୁନିତ୍ ମିଶ୍ର):ଓଡ଼ିଶାର ଚୂଡ଼ାନ୍ତ ଭୋଟର ତାଲିକା ଗତ ଜାନୁଆରୀ ୫ ତାରିଖରେ ପ୍ରକାଶ ପାଇବା ପରେ ଏହାର ପରଦିନଠାରୁ ଭୋଟର ତାଲିକାରେ ନିରନ୍ତର ଅଦ୍ୟତନ କାର୍ଯ୍ୟ ଚାଲୁଛି।…
ଭୁବନେଶ୍ୱର,୫ା୩(ଅନିଲ ଦାସ):ରାଜ୍ୟ ସରକାର ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି…
ଭୁବନେଶ୍ୱର,୫।୩(ସୁନିତ୍ ମିଶ୍ର):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅପରାହ୍ନ ୨ଟା ୪୦ ମିନିଟ୍ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ହେଲିକପ୍ଟର ଯୋଗେ ସିଧା ଚଣ୍ଡିଖୋଲର ବେଣାପୁର ସଭାସ୍ଥଳକୁ ଯିବେ।…
ଭୁବନେଶ୍ୱର,୫ା୩(ଅନିଲ ଦାସ):ରାଜ୍ୟ ସରକାର ୧୨ଟି ଜିଲାରେ ହେବାକୁ ଥିବା ୪୦୬୬.୭୧ କୋଟି ଟଙ୍କାର ୨୨ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଏଥିରେ ୨୫, ୫୨୫ ଜଣଙ୍କୁ ନିଯୁକ୍ତି…
ଭୁବନେଶ୍ୱର,୫ା୩(ଅସମାପିକା ସାହୁ):ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୋମବାର ଭୁବନେଶ୍ୱର ନୀଳାଦ୍ରି ବିହାରଠାରେ ରାଜ୍ୟ ଟିକା ଭଣ୍ଡାର ଉଦ୍ଘାଟିତ ହୋଇଯାଇଛି। ବିଭାଗୀୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ…
ଭୁବନେଶ୍ୱର, ୫।୩(ଅସମାପିକା ସାହୁ):ରାଜ୍ୟରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟସ୍ତରରେ ଖାଲିଥିବା ପଦବୀଗୁଡ଼ିକ ପୂରଣ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ୧୦…
କଟକ,୪ା୩ (କାର୍ତ୍ତିକ ସାହୁ): ଆଗକୁ ସାଧାରଣ ନିର୍ବାଚନ। ନିର୍ବାଚନକୁ ଶାନ୍ତି, ଶୃଙ୍ଖଳା ସହ ଅବାଧ, ନିରପେକ୍ଷ ପରିଚାଳନା ପାଇଁ କେନ୍ଦ୍ରୀୟ ସୁରକ୍ଷା ବଳ(ସିଆରପିଏଫ୍) ଯବାନମାନେ କଟକରେ ପହଞ୍ଚିଛନ୍ତି।…
କଟକ,୪ା୩(କାର୍ତ୍ତିକ ସାହୁ): ଛୁରାମାଡ଼ରେ ଜଣେ ମହିଳାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସିଆର୍ଆର୍ଆଇ ଥାନା ଅଧୀନ ନେହେରୁ ପଲ୍ଲୀ ବସ୍ତିରେ ଏଭଳି ଅମାନବୀୟ ଘଟଣା ଘଟିଛି। ମୃତକ ଜଣକ…