ରାଜ୍ୟ

୧୦୦ କିମି ବେଗରେ ସ୍ଥଳଭାଗ ଛୁଇଁବ ବାତ୍ୟା, ସବୁ ବନ୍ଦରରେ ୧ନଂ ବିପଦ ସଙ୍କେତ

ଭୁବନେଶ୍ୱର,୨ା୧୨: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଶନିବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୧୮କି.ମି. ବେଗରେ ଗତି…

2 years ago

ଡିସେମ୍ବର ୯ ପର୍ଯ୍ୟନ୍ତ ହେବ ଭୋଟର ତାଲିକା ସଂଶୋଧନ

ଭୁବନେଶ୍ୱର,୨ା୧୨: ଆସନ୍ତା ସାଧାରଣ ନିର୍ବାଚନ-୨୦୨୪ ନିମନ୍ତେ ଭୋଟର ତାଲିକାର ସ୍ବତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଡିସେମ୍ବର ୯ ପର୍ଯ୍ୟନ୍ତ ଚାଲୁ ରହିବ। ଏହି ସମୟରେ ଭୋଟର ତାଲିକାରେ…

2 years ago

ତୀବ୍ର ଅବପାତରେ ପରିଣତ ହେଲା ଘୂର୍ଣ୍ଣିଝଡ଼, ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ଓଡ଼ିଶାର ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର, ୨।୧୨: ଦକ୍ଷିଣ ଏବଂ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିଝଡ଼ ତୀବ୍ର ଅବପାତରେ ପରିଣତ ହୋଇଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ…

2 years ago

ଓଡ଼ିଶାରେ କମୁଛି ଏଡ୍‌‌ସ ରୋଗୀଙ୍କ ସଂଖ୍ୟା, ୨୦୩୦ ସୁଦ୍ଧା ଦେଶକୁ ଏଡ୍‌‌ସ ମୁକ୍ତ କରିବା ଲକ୍ଷ୍ୟ

ପାରାଦୀପ,୨।୧୨: ୨୦୩୦ ମସିହା ସୁଦ୍ଧା ଦେଶକୁ ସମ୍ପୂର୍ଣ୍ଣ ଏଡ୍‌‌ସ ମୁକ୍ତ କରିବାକୁ ଲକ୍ଷ୍ୟ ରଖାଯାଇଛି। ସଚେତନତା କାର୍ଯ୍ୟକ୍ରମ ଏବଂ ପ୍ରତିରୋଧକ ବ୍ୟବସ୍ଥା ଗ୍ରହଣ ଫଳରେ ଓଡ଼ିଶାରେ ଏଡ୍‌‌ସ…

2 years ago

ଅଧିକ ସମୟ ଦେବାକୁ ସରକାରଙ୍କ ଆବେଦନ

କଟକ,୨ା୧୨ (କାର୍ତ୍ତିକ ସାହୁ): ଶ୍ରୀମନ୍ଦିର ରତ୍ନଭଣ୍ଡାରର ଚାବି ହଜିବା ଘଟଣାର ତଦନ୍ତ କମିଶନ୍‌ଙ୍କ ରିପୋର୍ଟ ସାର୍ବଜନୀନ କରାଯିବା ନେଇ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ଶୁକ୍ରବାର ହୋଇଛି।…

2 years ago

ଆଉ ୩ ସ୍ଥାନରେ ଆରମ୍ଭହେଲା ‘ଇକୋ ରିଟ୍ରିଟ୍‌’

ଭୁବନେଶ୍ୱର,୨।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ଓଡିଶା ପର୍ଯ୍ୟଟନର ଶ୍ରେଷ୍ଠ ତିନୋଟି ଫ୍ଲାଗ୍‌ସିପ ଇଭେଣ୍ଟ ତଥା ଇକୋ ରିଟ୍ରିଟ୍‌ର ପଞ୍ଚମ ସଂସ୍କରଣକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ଏହି କ୍ରମରେ ରାଜ୍ୟର ୩ଟି…

2 years ago

କଂଗ୍ରେସର ତୁଳସୀ ଯାତ୍ରା

ପୁରୀ,୨ା୧୨(ଅଜିତ୍‌ ମହାନ୍ତି): ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା, ରତ୍ନଭଣ୍ଡାର ମରାମତି ଓ ଅଳଙ୍କାର ଗଣତି ସମେତ ୬ଦଫା ଦାବି ନେଇ କଂଗ୍ରେସ ପକ୍ଷରୁ ଶୁକ୍ରବାର ତୁଳସୀ…

2 years ago

ରହି ହେଉନି

ଭୁବନେଶ୍ୱର, ୨।୧୨ (ବନ୍ଦନା ସେଠୀ): ଦିନକୁ ଦିନ ଅସହ୍ୟ ହେଉଛି ଆବର୍ଜନା ଦୁର୍ଗନ୍ଧ। ବିଗିଡି ଯାଉଛି ସ୍ମାର୍ଟସିଟିର ଜୀବନ। ସୈନିକ ସ୍କୁଲ ନିକଟରେ ଥିବା ବିଏମ୍‌ସିର ଅସ୍ଥାୟୀ…

2 years ago

ଏ ବର୍ଷ ହେବନି ହାଡ଼ଭଙ୍ଗା ଶୀତ

ଭୁବନେଶ୍ୱର,୨।୧୨(ଅନିଲ ଦାସ): କାର୍ତ୍ତିକ ଯାଇ ମାର୍ଗଶିର ମାସ ହେଲା। ଘୋଡ଼େଇ ହେବାକୁ କମ୍ବଳ ଦରକାର ପଡ଼ିଲା ନାହିଁ। ଶୀତବସ୍ତ୍ର ମଧ୍ୟ ବାକ୍ସରୁ ବାହାରିଲା ନାହିଁ। ନଭେମ୍ବରରେ ଚୈତ୍ର…

2 years ago

ଜାହାଜରୁ ୨୨୦ କୋଟିର କୋକେନ୍‌ ଜବତ

ପାରାଦୀପ,୨।୧୨(ଶରତ ରାଉତ): ପାନାମାରେ ତିଆରି ହୋଇଥିବା ‘ଏମ୍‌ଭି ଦେବୀ’ ନାମକ ପଣ୍ୟବାହୀ ଜାହାଜ ଇଣ୍ଡୋନେସିଆରୁ ଆସିଥିଲା। ପାରାଦୀପରୁ ଷ୍ଟିଲ୍‌ କାର୍ଗୋ ନେଇ ଡେନମାର୍କ ଯିବାର ଥିଲା। ଗୁରୁବାର…

2 years ago