ରାଜ୍ୟ

ଜାହଜରୁ ୩୩୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର କୋକେନ୍‌ ଜବତ

ପାରାଦୀପ,୧।୧୨(ଶରତ ରାଉତ): ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହଜରୁ ଶୁକ୍ରବାର ବହୁପରିମାଣରେ କୋକେନ୍‌ ଜବତ କରାଯାଇଛି। ଅପରାହ୍ନ ୨ଟା ସୁଦ୍ଧା ୫୫ଟି ପ୍ୟାକେଟ ଜବତ ହୋଇଥିବା ଜଣାପଡିଛି।…

2 years ago

ଓଡ଼ିଶା ଫେରିଲେ ଟନେଲରେ ଫଶିଥିବା ୪ ଶ୍ରମିକ

ଭୁବନେଶ୍ୱର,୧।୧୨: ଉତ୍ତରାଖଣ୍ଡର ଉତ୍ତରକାଶୀ ଟନେଲରୁ ଉଦ୍ଧାର ହୋଇଥିବା ୪ଜଣ ଓଡ଼ିଆ ଶ୍ରମିକ ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ସେମାନଙ୍କ ସହ ରାଜ୍ୟ ଶ୍ରମ ମନ୍ତ୍ରୀ ସାରଦା ନାୟକ…

2 years ago

ଘଟଗାଁ ସଡ଼କ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୧।୧୨(ଅସମାପିକା ସାହୁ): କେନ୍ଦୁଝର ଜିଲା ଘଟଗାଁ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୮ ଜଣ ବ୍ୟକ୍ତିଙ୍କର ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି।…

2 years ago

ବଙ୍ଗୋପସାଗରରେ ଅବପାତ: ୪ରେ ଉପକୂଳ ଛୁଇଁବ ବାତ୍ୟା

ଭୁବନେଶ୍ୱର,୧।୧୨:ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଦକ୍ଷିଣ ଆଣ୍ଡାମାନଠାରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତିକରି ଅବପାତରେ ପରିଣତ ହୋଇଛି। ଏହାପରେ ଅବପାତ ଆହୁରି ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ…

2 years ago

ଜାହାଜରୁ ସନ୍ଦେହଜନକ ସାମଗ୍ରୀ ଜବତ: କର୍ମଚାରୀ ଆତଙ୍କିତ

ପାରାଦୀପ,୧।୧୨(ଶରତ ରାଉତ):ପାରାଦୀପ ବନ୍ଦର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାସନାଲ କାର୍ଗୋ ଟର୍ମିନାଲ)ବର୍ଥରୁ ଶୁକ୍ରବାର ଭୋରୁ କିଛି ସନ୍ଦିଗ୍ଧ ସାମଗ୍ରୀ ଜବତ ହୋଇଛି। ମେରାଇନ ପୋଲିସ, କଷ୍ଟମ୍ସ ଓ ସିଆଇଏସଏଫ…

2 years ago

ମର୍ମନ୍ତୁଦ ଦୁର୍ଘଟଣା ସଡ଼କ ଦୁର୍ଘଟଣା: ଚାଲିଗଲା ୮ ଜୀବନ

କେନ୍ଦୁଝର,୧।୧୨ : କେନ୍ଦୁଝର ଜିଲା ଏନ୍‌ଏଚ୍‌-୨୦ ବାଲିଯୋଡି ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ ଭ୍ୟାନ ଧକ୍କା ଦେବାରୁ ୮…

2 years ago

ଆଇନ ଅମାନ୍ୟ ଆନ୍ଦୋଳନ କରିବ ଭାଜପା

ଭୁବନେଶ୍ୱର, ୧।୧୨ (ବନ୍ଦନା ସେଠୀ):ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ ଡମ୍ଫିଂୟାର୍ଡକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରିବା ଦାବିରେ ଭାଜପା ପକ୍ଷରୁ ଜାରି ରହିଥିବା ସତ୍ୟାଗ୍ରହ ଗୁରୁବାର ୩ୟ ଦିନରେ…

2 years ago

ପେନ୍‌ସନ୍‌ ପାଇଁ ସରକାରୀ କାର୍ଯ୍ୟାଳୟ ଯିବାକୁ ପଡ଼ିବନି

ଭୁବନେଶ୍ୱର,୧।୧୨(ବନ୍ଦନା ସେଠୀ):ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କ ଦୀର୍ଘଦିନର ଆଶା ପୂରଣ ହେବାକୁ ଯାଉଛି। ଏଣିକି ଅବସର ପରେ ପେନ୍‌ସନ୍‌ ପାଇବା ପାଇଁ ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କୁ ସରକାରୀ କାର୍ଯ୍ୟାଳୟକୁ…

2 years ago

ପାଠପଢ଼ିବା ସହ ଉଦ୍ୟୋଗୀ ହେବା ପାଇଁ ଛାତ୍ରଛାତ୍ରୀମାନଙ୍କୁ ଦେଲେ ଆହ୍ୱାନ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ରାଉରକେଲା,୩୦।୧୧: ଛାତ୍ରଛାତ୍ରୀମାନେ ପାଠପଢ଼ିବା ସହ ଉଦ୍ୟୋଗୀ ହେବା ପାଇଁ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆହ୍ୱାନ ଦେଇଛନ୍ତି । ରାଉରକେଲାର…

2 years ago

ମାର୍ଗଶୀର ପ୍ରଥମ ଗୁରୁବାରରେ ନବରଙ୍ଗପୁରକୁ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବରଙ୍ଗପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ…

2 years ago