ବଲାଙ୍ଗୀର, ୩୧ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ଅଭିନେତା ମନୋଜ ମିଶ୍ରଙ୍କୁ ଚଳଚ୍ଚିତ୍ର ପ୍ରୟୋଜକ ସଂଘର ଦୁଇବର୍ଷିଆ ବ୍ୟାନ୍ ଘୋଷଣାକୁ ନେଇ ଦେଖାଦେଇଥିବା ବିବାଦ ତେଜିବାରେ ଲାଗିଛି। ପଶ୍ଚିମ ଓଡ଼ିଶାର…
ଭୁବନେଶ୍ୱର,୩୧।୧୦: ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ ମଙ୍ଗଳବାର ଶପଥ ନେଇଛନ୍ତି। ରାଜଭବନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ହାଇକୋର୍ଟର ମୁଖ୍ୟ ବିଚାରପତି ନୂଆ ରାଜ୍ୟପାଳଙ୍କୁ ଶପଥ ଗ୍ରହଣ କରାଇଛନ୍ତି।…
ନବରଙ୍ଗପୁର,୩୧ା୧୦(ସଦାଶିବ ପ୍ରହରାଜ): ଜିଲାପାଳଙ୍କ କାର୍ଯ୍ୟାଳୟରେ ପଶି ଚୋରି କରିବାକୁ ମଧ୍ୟ ଭୟ କଲେନି ଚୋର। ଜିଲାପାଳଙ୍କ କାର୍ଯ୍ୟାଳୟ ସୁରକ୍ଷା ବଳୟରେ ଥିଲେ ମଧ୍ୟ ଏହା ଚୋରଙ୍କ ପାଇଁ…
ଖଣ୍ଡପଡା,୩୦ା୧୦(ଅଜୟ କୁମାର ମହାରଣା): କାର୍ତ୍ତିକ ମାସ ଆରମ୍ଭ ହେଉ ହେଉ ଖଣ୍ଡପଡ଼ା ଅଞ୍ଚଳରେ ପରିବା ଦର ଆକାଶ ଛୁଆଁ ହୋଇଯାଇଛି। ଫଳରେ ବଜାରକୁ ପନିପରିବା କିଣିବାକୁ ଆସୁଥିବା…
ଭୁବନେଶ୍ୱର,୩୧।୧୦(ସତ୍ୟଜିତ୍ ରାଉତ):୨ ହଜାର ଟଙ୍କିଆ ନୋଟ୍କୁ ପ୍ରତ୍ୟାହାର କରିବା ପାଇଁ ମେ’୧୯ରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍ବିଆଇ) ନିଷ୍ପତ୍ତି ନେଇଥିଲା। ଏହି ବଡ଼ ନୋଟ୍କୁ ମେ’୨୩ରୁ ସେପ୍ଟେମ୍ବର…
ଭୁବନେଶ୍ୱର,୩୧।୧୦(ସତ୍ୟଜିତ୍ ରାଉତ):ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତ ବାୟୁସେନା ଅଧିକାରୀ ଭୁବନେଶ୍ୱର ପୋକ୍ସୋ କୋର୍ଟରେ ସୋମବାର ଆତ୍ମସମର୍ପଣ କରିଛନ୍ତି। ସେ ହେଲେ ଇଣ୍ଡିଆନ୍…
ଭୁବନେଶ୍ୱର,୩୧।୧୦(ସତ୍ୟଜିତ୍ ରାଉତ):ଭୁବନେଶ୍ୱର ଇନ୍ଫୋସିଟି ଥାନା ଅନ୍ତର୍ଗତ ଶିଖରଚଣ୍ଡୀନଗର ମୁସଲିମ୍ ବସ୍ତିର ଏକ ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଲିଭ୍ ଇନ୍ ପାର୍ଟନରଙ୍କ ମୃତଦେହକୁ ସୋମବାର ସାଇଣ୍ଟିଫିକ୍ ଟିମ୍…
ଭୁବନେଶ୍ୱର, ୩୧ା୧୦(ଅସମାପିକା ସାହୁ):ଶପଥ ନେବାର ଦିନକ ପୂର୍ବରୁ ଓଡ଼ିଶାର ନୂଆ ରାଜ୍ୟପାଳ ରଘୁବର ଦାସ ସୋମବାର ଭୁବନେଶ୍ୱରସ୍ଥିତ ରାଜଭବନରେ ପହଞ୍ଚତ୍ଛନ୍ତି। ରାଜ୍ୟପାଳଙ୍କ ସମେତ ୧୦୦ରୁ ଅଧିକ ଅତିଥି…
ନୂଆପଡ଼ା,୩୧।୧୦(ମକାରୁ ବେମାଲ): ନୂଆପଡା ଜିଲାରେ କିଛି ମାସ ବ୍ୟବଧାନ ପରେ ପୁଣି ସୁନାବେଡ଼ା ଅଭୟାରଣ୍ୟ ଭିତରେ ଅବସ୍ଥିତ ଭରୁଆମୁଣ୍ଡା ପଞ୍ଚାୟତ କଟିଙ୍ଗପାଣି ଗାଁର ଗୌଧସ ପଡ଼ାରେ ବାଘ…
ଭୁବନେଶ୍ୱର,୩୦।୧୦: ସାଧାରଣ ଜୀବନରେ ସ୍ୱଚ୍ଛତା ଓ ଉତ୍ତରଦାୟିତ୍ୱ ସହ ଦୁର୍ନୀତି ବାବଦରେ ଲୋକଙ୍କୁ ସଚେତନ କରାଇବା ଲାଗି ଆଜିଠାରୁ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ…