ରାଜ୍ୟ

ଏନ୍‌ଏସି ମାନ୍ୟତା ନ ମିଳିବାରୁ ୧୨ ଘଣ୍ଟିଆ ବନ୍ଦ

ଭୁବନେଶ୍ୱର,୨୫।୨: ବୌଦ୍ଧ ଜିଲା ପୁରୁଣାକଟକକୁ ଏନ୍‌ଏସି ମାନ୍ୟତା ନ ମିଳିବାରୁ ରବିବାର ପ୍ରତିବାଦ କରାଯାଇଛି। କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ପୁରୁଣାକଟକ ବନ୍ଦ ଡାକରା ଦିଆଯାଇଥିଲା।…

2 months ago

ଭାଜପାରେ ମିଶିଲେ ଅତାବିରା ପୂର୍ବତନ ବିଧାୟକ ନିହାର ମହାନନ୍ଦ

ବରଗଡ଼/ଭୁବନେଶ୍ୱର,୨୫ା୨(ପ୍ରେମାନନ୍ଦ ଖମାରୀ): ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ବରଗଡ କଂଗ୍ରେସ ସଭାପତି ତଥା ଅତାବିରାର ପୂର୍ବତନ ବିଧାୟକ ନିହାର ମହାନନ୍ଦ। ରବିବାର ନିଜର ଶତାଧିକ ସମର୍ଥକଙ୍କ ସହ…

2 months ago

ବିଜେଡି ଛାଡ଼ିବାର ଘଣ୍ଟାଏ ପରେ ଭାଜପାରେ ସାମିଲ ହେଲେ ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ

ଭୁବନେଶ୍ୱର,୨୫ା୨: ରବିବାର ବିଜେଡିରୁ ଇସ୍ତଫା ଦେଇଥିବା ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ ଭଜାପରେ ସାମିଲ ହୋଇଛନ୍ତି। କିଛି ସମୟ ପୂର୍ବରୁ ଦେବାଶିଷ ବିଜେଡିରୁ ଇସ୍ତଫା ଦେଇଥିଲେ। ଭାଜପା…

2 months ago

ମାର୍ଚ୍ଚ ପହିଲାରେ ୮୫୯ ଏସ୍‌ଏସ୍‌ବି ଅଧ୍ୟାପକଙ୍କୁ ନିଯୁକ୍ତି ଦେବେ ରାଜ୍ୟ ସରକାର

ଭୁବନେଶ୍ୱର,୨୫ା୨: ରାଜ୍ୟ ସରକାର ଆସନ୍ତା ମାର୍ଚ୍ଚ ୧ରେ ୮୫୯ ଏସ୍‌ଏସ୍‌ବି ଅଧ୍ୟାପକଙ୍କୁ ନିଯୁକ୍ତି ଦେବେ। ଏକକାଳୀନ ଲୋକ ସେବା ଭବନର କନଭେନ୍‌ସନ୍‌ ହଲ ଓ ରବୀନ୍ଦ୍ର ମଣ୍ଡପରେ…

2 months ago

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ

ଭୁବନେଶ୍ୱର,୨୫ା୨: ରାଜ୍ୟର କେତେକ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା…

2 months ago

ବିଜେଡି ଛାଡ଼ିଲେ ଦେବାଶିଷ ନାୟକ

ଭୁବନେଶ୍ୱର,୨୫ା୨: ବିଜେଡିରୁ ରବିବାର ଇସ୍ତଫା ଦେଇଛନ୍ତି ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ। ବିଜେଡି ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି। ଏନେଇ ବିଜେଡି ସୁପ୍ରିମୋଙ୍କୁ ଚିଠି…

2 months ago

ଡୁରିଆନ୍‌ ଫର୍ନିଚରର ସ୍ବତନ୍ତ୍ର ଅଫର

ଭୁବନେଶ୍ୱର,୨୫।୨ (ଅନୁରାଧା ମହାରଣା): ଘରକୁ ସୁନ୍ଦର ଲୁକ୍‌ ଦେବା ସହ ଆରାମଦାୟକ ଆସବାବପତ୍ର କ୍ରୟ ପାଇଁ ଲୋକମାନେ ଆଗ୍ରହ ପ୍ରକାଶ କରୁଛନ୍ତି। ଗ୍ରାହକଙ୍କ ଚାହିଦାକୁ ଦୃଷ୍ଟିରେ ରଖି…

2 months ago

ଯାତ୍ରାର ଲକ୍ଷ୍ୟ ସ୍ଥିର କରିବାକୁ ପଡ଼ିବ:ଜୁନେଜା

ଭୁବନେଶ୍ୱର,୨୪।୨ (ଅଭୟ ଦାଶ): ବର୍ତ୍ତମାନ ସମୟରେ ଆମକୁ ଆଗ ଆମର ଯାତ୍ରାର ଲକ୍ଷ୍ୟ ପଥ ସ୍ଥିର କରିବାକୁ ହେବ। ଯାତ୍ରାର ଲକ୍ଷ୍ୟ ଅନୁଯାୟୀ ଆମକୁ ପ୍ରସ୍ତୁତି କରିବାକୁ…

2 months ago

ଯୁବତୀଙ୍କ ବିବାହ ପ୍ରସ୍ତାବ ପଡ଼ୁପଡ଼ୁ ଯୁବକଙ୍କ ହ୍ବାଟ୍ସଆପ୍‌ରେ ପହଞ୍ଚି ଯାଉଥିଲା ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ, ପରେ….

ଭୁବନେଶ୍ୱର,୨୫।୨: ନିଜକୁ ନୌସେନା ଅଧିକାରୀ କହି ଗଢ଼ିଲେ ସମ୍ପର୍କ । ବିବାହର ପ୍ରତିଶ୍ରୁତି ଦେଇ ରଖିଲେ ଶାରୀରିକ ସମ୍ପର୍କ । ପରେ ଯୁବତୀଙ୍କୁ ବ୍ଲାକ୍‌ମେଲ  କଲେ। ଆପତ୍ତିଜନକ…

2 months ago

୩୪ଟି ନୂଆ ଏନଏଏସି ଗଠନ କେବଳ ରାଜ୍ୟସରକାରଙ୍କ ନିର୍ବାଚନୀ ଧୂଆଁବାଣ କହି ବର୍ଷିଲା ଭାଜପା

ଭୁବନେଶ୍ୱର,୨୫।୨: ରାଜ୍ୟ ସରକାର ୨୦ଟି ଜିଲାରେ ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନଏସି) ଘୋଷଣାକୁ ନେଇ ବିଜେପି ବର୍ଷିଛି । କ୍ୟାବିନେଟ ଅନୁମୋଦନ ନାହିଁ କିମ୍ବା ବିଧାନସଭାର…

2 months ago