ରାଜ୍ୟ

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲାରେ କଟାକ୍ଷ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପଚାରିଲେ-‘ଏ ମାହଲ ମାଣ୍ଡା କେଉଁଠୁ ଆସିଲା’

ଭୁବନେଶ୍ୱର,୨୦।୧: କନିଷ୍ଠ ଶିକ୍ଷକ ନିଯୁକ୍ତି ପାଇଁ ଆସିଥିବା ଆଡମିଟ କାର୍ଡରେ ''ମାହାଲ ମାଣ୍ଡା'' ନାଁ ଆସିବା ଘଟଣାକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା ଲାଗି ରହିଛି। ଏହାପରେ ପରୀକ୍ଷାର୍ଥୀମାନେ…

2 years ago

୧୩ ଜିଲାରେ ୧୯ ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ଭିତ୍ତି ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ରାଜ୍ୟର ୧୩ ଜିଲାରେ ୧୯ଟି ଅନ୍ତଃନଦୀ ଜଳାଶୟ ପ୍ରକଳ୍ପ ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି…

2 years ago

ଶାମ୍ବ ଦଶମୀ: ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ଭିଡ଼

ଭୁବନେଶ୍ୱର,୨୦।୧: ଶନିବାର ପବିତ୍ର ଶାମ୍ବ ଦଶମୀ । ଏହି ଅବସରରେ ଅର୍କକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି। କୋଣାର୍କ ଚନ୍ଦ୍ରଭାଗା ବେଳାମାର୍ଗରେ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସୂର୍ଯ୍ୟ ଉପାସକମାନେ…

2 years ago

ଆଜି ପବିତ୍ର ଶାମ୍ବ ଦଶମୀ: ଚନ୍ଦ୍ରଭାଗାରେ ସୂର୍ଯ୍ୟ ଦେବତାଙ୍କୁ ପୂଜା କରି ବୁଡ଼ ପକାଇଲେ ଶ୍ରଦ୍ଧାଳୁ

ଭୁବନେଶ୍ୱର,୨୦।୧: ଆଜି ପବିତ୍ର ଶାମ୍ବ ଦଶମୀ। ଏହି ପବିତ୍ର ଦିନରେ କୋଣାର୍କରେ ସୂର୍ଯ୍ୟଙ୍କ ରଥ ଯାତ୍ରା ଅନୁଷ୍ଠିତ ହୋଇଥାଏ। ରଥ ସ୍ଥାନୀୟ ଅନନ୍ତ ଅବଧୂତ ମଠରୁ ବାହାରି…

2 years ago

ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ

ଜଳେଶ୍ୱର,୨୦।୧(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱରର ପୂର୍ବତନ ବିଧାୟକ ଜୟନାରାୟଣ ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ସେ ଶନିବାର ଭୁବନେଶ୍ୱର…

2 years ago

ପରଲୋକରେ ପ୍ରାକ୍ତନ ଏମ୍‌ପି ଅନାଦି ଚରଣ ସାହୁ

କଟକ,୨୦ା୧ (କାର୍ତ୍ତିକ ସାହୁ): ଅବସରପ୍ରାପ୍ତ ପୋଲିସ ଅଧିକାରୀ ତଥା ପ୍ରାକ୍ତନ ଏମ୍‌ପି ଅନାଦି ଚରଣ ସାହୁଙ୍କର ସିଡିଏ ସେକ୍ଟର-୬ସ୍ଥିତ ବାସଭବନରେ ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି।…

2 years ago

ମାଟ୍ରିମୋନିରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ଠକୁଥିଲେ

ଭୁବନେଶ୍ୱର,୨୦ା୧(ସତ୍ୟଜିତ୍‌ ରାଉତ): ଶିକ୍ଷାଗତ ଯୋଗ୍ୟତା ନବମ ଫେଲ୍‌, ହେଲେ କାମ ଥିଲା ଅତି ଚତୁର। ମାଟ୍ରିମୋନି ଆପ୍‌ରେ ସ୍ତ୍ରୀଙ୍କ ନାଁରେ ଆକାଉଣ୍ଟ ଖୋଲି ପ୍ରୋଫାଇଲ୍‌ରେ ଦେଇଥିଲେ ସୁନ୍ଦରୀ…

2 years ago

ଓଡ଼ିଶାରୁ ଅଧିକ ଉଷୁନା ଚାଉଳ ସଂଗ୍ରହ କରିବ କେନ୍ଦ୍ର: ଧର୍ମେନ୍ଦ୍ର

ଭୁବନେଶ୍ୱର,୨୦।୧(ଅନିଲ ଦାସ): କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପତ୍ର ଲେଖିବା ପରେ ତ୍ୱରିତ ପଦକ୍ଷେପ ସ୍ବରୂପ ଚଳିତ ଖରିଫ ବିପଣନ…

2 years ago

ବିଷ ଦେଇ ୭ କୁକୁରଙ୍କୁ ହତ୍ୟା

ଭୁବନେଶ୍ୱର,୧୯।୧(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀ ଭୁବନେଶ୍ୱରରେ ଅମାନୁଷିକତାର ଚିତ୍ର ସାମ୍ନାକୁ ଆସିଛି। ଖାଦ୍ୟରେ ବିଷ ଦେଇ ୭ କୁକୁରକୁ ହତ୍ୟା କରାଯାଇଛି। ତମାଣ୍ଡୋ ଥାନା ଅନ୍ତର୍ଗତ ଭଗବାନପୁରରେ ଏଭଳି…

2 years ago

ମାତୃଭାଷା ଦିବସ ସହ ପାଳନ ହେବ ଓଡ଼ିଆ ଭାଷା ସପ୍ତାହ, ପୁରାତନ ବିଦ୍ୟାଳୟକୁ ମିଳିବ ଐତିହ୍ୟ ମାନ୍ୟତା

ଭୁବନେଶ୍ୱର,୧୯ା୧: ଐତିହ୍ୟ କ୍ୟାବିନେଟ ନିଷ୍ପତ୍ତି ଅନୁଯାୟୀ ୨୦୨୪ ଫେବ୍ରୁଆରି ୩ ତାରିଖ ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ…

2 years ago