ଭୁବନେଶ୍ୱର,୨।୧: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି।…
ବରଗଡ଼,୨।୧(ପ୍ରେମାନନ୍ଦ ଖମାରୀ): ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୧୫ତାରିଖରୁ ଆରମ୍ଭ ହେବ। ଏହା ୧୧ଦିନ ବ୍ୟାପୀ ଚଳିତ ମାସ ୨୫ତାରିଖ ପର୍ଯ୍ୟନ୍ତ ଚାଲିବ।…
ପୁରୀ,୨।୧: ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ତେଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ୪ ଘଣ୍ଟା…
ଭୁବନେଶ୍ୱର,୨ା୧(ଅସମାପିକା ସାହୁ):ଜାନୁୟାରୀରେ ଶୀତର ପ୍ରଭାବ କମ୍ ରହିବ। ରାତିର ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହିବା ସମ୍ଭାବନା ଥିବାରୁ ଥଣ୍ଡା କମ୍ ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…
ନିଶ୍ଚିନ୍ତକୋଇଲି,୨।୧(ଅଶୋକ କୁମାର ମହାପାତ୍ର): କଟକ-ଚାନ୍ଦବାଲି ରାସ୍ତାର କଟରପଡ଼ା ନିକଟ କଳାପୋଲ ନିକଟରେ ମଙ୍ଗଳବାର ସକାଳୁ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସକାଳ ପ୍ରାୟ ୭.୩୦ ମିନିଟ୍…
ଭୁବନେଶ୍ୱର,୧।୧ (ସୂର୍ଯ୍ୟକାନ୍ତ ବେହେରା) : ନୂଆବର୍ଷ ପାଇଁ ସହରରେ କଡ଼ା କଟକଣା ସତ୍ତ୍ୱେ କାରରେ ଆସି ଶଟର ତାଲା କାଟି ଏକ ଇଲେକ୍ଟ୍ରିକାଲ ଦୋକାନରୁ ଲକ୍ଷାଧିକ ଟଙ୍କାର…
ଭୁବନେଶ୍ୱର, ୧।୧(ଅସମାପିକା ସାହୁ)- ବିଏସକଓ୍ବୋଇ ନବୀନ କାର୍ଡ ଲାଗି ଆସନ୍ତା ୬ତାରିଖରୁ ଅନଲାଇନ ପଞ୍ଜୀକରଣ ଆରମ୍ଭ ହେବ। ୧୬ ତାରିଖ ଯାଏ ଆବେଦନ କରିହେବ। ଅନଲାଇନ ପଞ୍ଜୀକରଣ…
ଭୁବନେଶ୍ୱର,୧।୧: ନୂଆବର୍ଷ ଏବଂ ଶୀତଋତୁରେ ଲୋକମାନେ ବିଭିନ୍ନ ସ୍ଥାନକୁ ବୁଲିଯିବାକୁ ଯୋଜନା କରିଥାନ୍ତି। ପିକନିକ୍ ଋତୁରେ ମାତ୍ରାଧିକ ଦୁର୍ଘଟଣା ରୋକିବା ପାଇଁ ଓଡ଼ିଶା ପରିବହନ ବିଭାଗ ପକ୍ଷରୁ…
ଭୁବନେଶ୍ୱର,୧।୧: ଜାନୁୟାରୀରେ ଶୀତର ପ୍ରଭାବ କମିବା ନେଇ ସମ୍ଭାବନା ରହିଛି। ସ୍ବଭାବିକଠାରୁ ରାତିର ତାପମାତ୍ରା ବଢ଼ିବାରୁ ଥଣ୍ଡା କମ ରହିବ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…
ନୂଆଦିଲ୍ଲୀ,୧।୧: ରାଜ୍ୟ ସରକାର ଷଷ୍ଠ ରାଜ୍ୟ ଅର୍ଥ ଆୟୋଗ ଗଠନ କରିବେ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି । ଗତକାଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ଷୋଡଶତମ ଅର୍ଥ…