ରାଜ୍ୟ

ବିଦ୍ୟାଳୟ ପରିସରରୁ ୩ ଛାତ୍ରୀ ନିଖୋଜ, ଅପରାହ୍ନ ୪ଟା ବେଳେ…

ଜୟପୁର, ୧୦।୧(ପବନ ପାଣିଗ୍ରାହୀ): ବୋରିଗୁମ୍ମା ବ୍ଲକ ପଢେଇ ଗୁଡା ଆଶ୍ରମ ବିଦ୍ୟାଳୟ ପରିସରରୁ ୩ ଛାତ୍ରୀ ନିଖୋଜ। ନିଖୋଜ ୩ ଜଣ ଛାତ୍ରୀ ତୃତୀୟ ଶ୍ରେଣୀରେ ପାଠପଡୁଥିଲେ।…

3 months ago

ଭିତରେ ବସିଥିଲେ ଯାତ୍ରୀ: ହଠାତ୍‌ ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଲା ‘ଆମ ବସ୍‌’

ଭୁବନେଶ୍ବର: କଳିଙ୍ଗ ଷ୍ଟୁଡିଓ ଛକରେ ଜଳିଗଲା ଆମ ବସ୍‌। ହଠାତ୍‌ ଧୂଆଁ ବାହାରିବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ। ଏହାପରେ ବସ୍‌ଟି ହୁତୁହୁତୁ ହୋଇ ମଝି ରାସ୍ତାରେ ଜଳିଯାଇଛି।…

3 months ago

ଆଜିଠୁ ଆକାଶରେ ଘଟିବ ଏମିତି କିଛି: ମାସେ ଯାଏ ଖାଲି ଆଖିରେ…

ଭୁବନେଶ୍ୱର, ୧୦ା୧(ସୁଚିସ୍ମିତା ସାହୁ):ସୌରଜଗତର ସବୁଠାରୁ ବଡ଼ ଗ୍ରହ ବୃହସ୍ପତି ଶନିବାରଠାରୁ ଆକାଶରେ ଅଧିକ ବଡ଼ ଓ ଉଜ୍ଜ୍ୱଳ ଦେଖାଯିବେ। ମହାକାଶରେ ପୃଥିବୀ, ସୂର୍ଯ୍ୟ ଏବଂ ବୃହସ୍ପତି ଏକ…

3 months ago

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ: ଦ୍ୱିତୀୟ ସଂନ୍ଧ୍ୟାରେ ଯୋଗଦେଲେ ଗଣଶିକ୍ଷା ମନ୍ତ୍ରୀ, ଗୋଟିଏ ମଞ୍ଚରେ…

ଦାରିଙ୍ଗବାଡି, ୯।୧ (ଅରୁଣ ସାହୁ ): ଦାରିଙ୍ଗବାଡି ଶୀତ ମହୋତ୍ସବର ଦ୍ୱିତୀୟ ସଂନ୍ଧ୍ୟା ଉଦଘାଟନୀ ଉତ୍ସବରେ ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି…

3 months ago

ଝିଅ ଜନ୍ମ ପରେ ଦେଉଥିଲେ ଯୌତୁକ ନିର୍ଯାତନା, ବାପଘରକୁ ଯିବା ପରେ ଦ୍ୱିତୀୟ ବିବାହ: ଥାନାରେ ସ୍ତ୍ରୀ ଦେଲେ…

ଦିଗପହଣ୍ଡି,୯।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏନ୍‌.ପୁଷ୍ପା ରେଡ୍ଡୀଙ୍କୁ ତାଙ୍କ ସ୍ବାମୀ ଏନ୍‌. ସୂର୍ଯ୍ୟ ରେଡ୍ଡୀ ଏବଂ ଶାଶୁ,…

3 months ago

ଜାମୁ ଗଛ ପାଇଁ ଭାଇକୁ ମାରିଲେ ଭାଇ: ଏପଟେ ସ୍ବାମୀଙ୍କ ବାଟକୁ ଚାହିଁ ରହିଥିଲେ ସ୍ତ୍ରୀ- ଝିଅ

ରାୟଗଡ଼ା/ଅମ୍ବାଦଳା,୯।୧(ଆଶିଷ ରଞ୍ଜନ ପଣ୍ଡା/ରବୀନ୍ଦ୍ର ପଣ୍ଡା): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ବାପାଙ୍କ ପୁଅ ଟାଙ୍ଗିଆ ଚୋଟରେ ସାନବାପାଙ୍କ ପୁଅର ମୃତ୍ୟୁ ଘଟିଛି। ରାୟଗଡ଼ା ଜିଲା ମୁନିଗୁଡ଼ା ବ୍ଲକ…

3 months ago

ଅକ୍ଷୟ ସୁନିଲ ଅଗ୍ରୱାଲ ଗଜପତିର ନୂତନ ଜିଲାପାଳ

ଗଜପତି,୯।୧(ଗିରିଧାରୀ ପରିଛା): ଗଜପତି ଜିଲାର ନୂତନ ଜିଲାପାଳ ଭାବରେ ଅକ୍ଷୟ ସୁନିଲ ଅଗ୍ରୱାଲ, ଭାପ୍ରସେ ଶୁକ୍ରବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି। ନୂତନ ଜିଲାପାଳ  ପୂର୍ବାହ୍ନରେ ଜିଲା କାର୍ଯ୍ୟାଳୟଠାରେ…

3 months ago

ମହାନଦୀ ସହ ବାହୁଦାକୁ ସଂଯୋଗୀକରଣ ପାଇଁ ରାଜ୍ୟପାଳଙ୍କୁ ଭେଟିଲେ…

ଦିଗପହଣ୍ଡି,୯।୧(ଅଶେଷନାଥ ମିଶ୍ର): ଦକ୍ଷିଣ ଓଡ଼ିଶା ବିକାଶ ପରିଷଦର ଆବାହକ ତଥା ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ଅଧିକାରୀ ଡ଼. ବାଳକୃଷ୍ଣ ପଣ୍ଡା ଶୁକ୍ରବାର ଓଡ଼ିଶା ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କୁ…

3 months ago

ଅଡୁଆରେ ଚାଷୀ, ଧାନବିକ୍ରି କରିବା ପାଇଁ ମଣ୍ଡିରେ ଜଗି ରହିଥିଲେ, କିନ୍ତୁ…

ବଲାଙ୍ଗୀର, ୯।୧(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲାରେ ଧାନକିଣାରେ ଅଚଳାବସ୍ଥା ଜାରି ରହିଛି। ଚାଷୀମାନେ ଧାନବିକ୍ରି କରି ନ ପାରି ଅଡୁଆ ସ୍ଥିତିରେ ରହିଛନ୍ତି। ମିଲରମାନଙ୍କ…

3 months ago

ହତ୍ୟାକାରୀଙ୍କୁ ଗିରଫ ଦାବିରେ ରାସ୍ତାରୋକୋ, ଜାତୀୟ ରାଜପଥରେ ମୃତଦେହ ରଖି…

ବଲାଙ୍ଗୀର,୯ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଶାନ୍ତିପଡ଼ାର ନିଖୋଜ ପ୍ରବୀଣ ମହାଲିଙ୍ଗ (ମୁଟୁ)ଙ୍କ ମୃତଦେହ ଶୁକ୍ରବାର ସଦରଥାନା ପଥରଚେପା ପୋଖରୀରୁ ୫ ଦିନ ପରେ ଉଦ୍ଧାର କରାଯାଇଥିଲା।…

3 months ago