ରାଜ୍ୟ

ଖୁବଶୀଘ୍ର ଗଠନ ହେବ ପଦ୍ମପୁର ଜିଲା, ଜିଲାପାଳ କାର୍ଯ୍ୟାଳୟ ପାଇଁ ସ୍ଥାନ ନିରୂପଣ

ପଦ୍ମପୁର, ୪ା୧୨(ପ୍ରଦୀପ୍ତ ଦାଶ ) ପଦ୍ମପୁରରେ ନୂତନ ଜିଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୂପଣ ପାଇଁ ଉତ୍ତରାଞ୍ଚଳ ଆରଡିସି ଡକ୍ଟର ସୁରେଶ ଚନ୍ଦ୍ର ଦଲାଇଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ…

3 years ago

ଜେଲରୁ ମୁକୁଳିବେ ଅର୍ଚ୍ଚନା ନାଗ୍‌ : ଇଡି ମାମଲାରେ ହାଇକୋର୍ଟରୁ ମିଳିଲା ଜାମିନ

ଭୁବନେଶ୍ୱର,୪।୧୧ (ସତ୍ୟଜିତ୍‌ ରାଉତ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଗିରଫ ହୋଇଥିବା ଅର୍ଚ୍ଚନା ନାଗ ଖୁବ୍‌ଶୀଘ୍ର ଝାରପଡ଼ା ଜେଲରୁ ମୁକୁଳିବେ। ପୂର୍ବରୁ ୨ଟି…

3 years ago

୨୧ ବର୍ଷ ପରେ ପୋଲିସ ଇନ୍ସପେକ୍ଟରଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର, ୪ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ୨୧ ବର୍ଷ ପରେ ଏକ ଆୟବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ.…

3 years ago

କମେଣ୍ଟମରାକୁ ନେଇ ଛାତ୍ର-ଅଣଛାତ୍ର ମାରପିଟ୍‌

ରାୟଗଡ଼ା,୪।୧୨(ଆଶିଷ ରଞ୍ଜନ ପଣ୍ଡା): କମେଣ୍ଟମରାକୁ କେନ୍ଦ୍ର କରି ରାୟଗଡ଼ା ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ର ଓ ଅଣଛାତ୍ରଙ୍କ ମଧ୍ୟରେ ସୋମବାର ମାରପିଟ୍‌ ହୋଇଛି । ଖବରପାଇ ପୋଲିସ ଘଟଣାସ୍ଥଳରେ…

3 years ago

ବାତ୍ୟା ମିଗଜୋମ୍‌ ଲାଗି ଚାଷୀଙ୍କୁ ସତର୍କ

ବୁଗୁଡା,୪ା୧୨(କାଳି ଚରଣ ଦାଶ): ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ମିଗଜୋମ୍‌ର ପ୍ରଭାବରେ ଚେନ୍ନାଇରେ ପ୍ରବଳ ବର୍ଷା ଲାଗି ରହିଛି। ଫଳରେ ଅନେକ ସ୍ଥାନରେ ଜଳାର୍ଣ୍ଣବ ପରିସ୍ଥିତି…

3 years ago

ବାଲିଯାତ୍ରାକୁ ଆଉ ଗୋଟିଏ ଦିନ ବଢ଼ାଇଲେ ସରକାର

ଭୁବନେଶ୍ୱର,୪ା୧୨: କଟକର ପ୍ରସିଦ୍ଧ ବାଲିଯାତ୍ରା ଆଉ ଗୋଟିଏ ଦିନ ବଢ଼ିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଜନସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଏହି ଐତିହାସିକ ବାଲିଯାତ୍ରାକୁ ଆଉ…

3 years ago

ମୋଦିଙ୍କୁ ଅଭିନନ୍ଦନ ଜଣାଇଲେ ନବୀନ

ଭୁବନେଶ୍ୱର,୪ା୧୨: ମଧ୍ୟପ୍ରଦେଶ, ଛତିଶଗଡ଼ ଓ ରାଜସ୍ଥାନରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଭାଜପାର ବିପୁଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅଭିନନ୍ଦନ…

3 years ago

ସ୍କ୍ରାପ୍‌, ଗଛ, ଲୁହା ବ୍ୟବହାର କରି ନୌସେନାର ଜାହାଜ ନିର୍ମାଣ କଲେ ଛାତ୍ରୀଛାତ୍ର

ଛତ୍ରପୁର,୪ା୧୨(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ସରକାରୀ ଆଇଟିଆଇ ଛାତ୍ରୀଛାତ୍ର ଏକ ସ୍ବତନ୍ତ୍ର କାର୍ଯ୍ୟ କରି ଦେଖାଇଛନ୍ତି। ଅଦରକାରୀ ସ୍କ୍ରାପ୍‌, ଗଛ, ଲୁହା ଆଦିକୁ ବ୍ୟବହାର…

3 years ago

ଦିବ୍ୟାଙ୍ଗଙ୍କ ପାଇଁ ପ୍ରେରଣା ଏହେସାନ୍‌: ଅଖା ସିଲେଇ କରି ପରିବାର ଚଳାଉଛନ୍ତି

ଚମ୍ପୁଆ,୪।୧୨(ମହେଶ୍ୱର ଦାସ): ରବିବାର ବିଶ୍ୱ ଭିନ୍ନକ୍ଷମ ଦିବସ ପାଳନ ହୋଇଛି। ଭିନ୍ନକ୍ଷମମାନଙ୍କୁ ସାମାଜିକ ସ୍ରୋତରେ ସାମିଲ କରିବା ପାଇଁ ସରକାରଙ୍କଠାରୁ ଆରମ୍ଭ କରି ବିଭିନ୍ନ ବେସରକାରୀ ସଂସ୍ଥାଗୁଡ଼ିକ…

3 years ago

ସ୍ମାର୍ଟସିଟିବାସୀଙ୍କୁ ମଶାରି ଭରସା

ଭୁବନେଶ୍ୱର,୪।୧୨ (ବନ୍ଦନା ସେଠୀ): ଯଦି ଆପଣ ଭୁବନେଶ୍ୱରକୁ ବୁଲିବାକୁ କିମ୍ବା କାମରେ ଆସୁଛନ୍ତି, ତେବେ ଆଉ କିଛି ଆଣନ୍ତୁ କି ନ ଆଣନ୍ତୁ ସାଙ୍ଗରେ ଏୟାର ଫ୍ରେଶ୍‌ନର…

3 years ago