ରାଜ୍ୟ

ଝାରସୁଗୁଡ଼ା ଉପନିର୍ବାଚନ ଫଳାଫଳ ଆଜି

ଭୁବନେଶ୍ୱର,୧୩ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶନିବାର ଭୋଟ ଗଣତି ସହ ଫଳାଫଳ ପ୍ରକାଶ ପାଇବ। ଏ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି…

3 years ago

ବାଚସ୍ପତି ଆରୁଖଙ୍କ ପରେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ୨ ରାଷ୍ଟ୍ରମନ୍ତ୍ରୀ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶୁକ୍ରବାର ଇସ୍ତଫା ପରେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ୨ ରାଷ୍ଟ୍ରମନ୍ତ୍ରୀ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

3 years ago

ଇସ୍ତଫା ଦେଲେ ବାଚସ୍ପତି ବିକ୍ରମ ଆରୁଖ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ବାଚସ୍ପତି ବିକ୍ରମ କେଶରୀ ଆରୁଖ ଶୁକ୍ରବାର ସନ୍ଧ୍ୟାରେ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫା ପତ୍ର ଉପବାଚସ୍ପତିଙ୍କୁ ପଠାଇଥିବା କହିଛନ୍ତି। ବ୍ୟକ୍ତିଗତ କାରଣ…

3 years ago

ଅସହ୍ୟ ତାତି: ଝାରସୁଗୁଡାରେ ୪୧.୨ ଡିଗ୍ରୀ ତାପମାତ୍ରା ରେକର୍ଡ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରଭାହ। ସକାଳ ୯ଟାରୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ତେବେ ଶୁକ୍ରବାର ଦିନ ୨ ଟା ୩୦ ସୁଦ୍ଧା ଝାରସୁଗୁଡାରେ…

3 years ago

ଭିଜିଲାନ୍ସ ଜାଲରେ ଛତ୍ରପୁର ତହସିଲ ଅଫିସର ବରିଷ୍ଠ ରାଜସ୍ବ ସହାୟକ

ଛତ୍ରପୁର,୧୨।୫(ଡି.ଏନ.ଏ.): ଗଞ୍ଜାମ ଜିଲା ଛତ୍ରପୁର ତହସିଲ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ ସ୍ବାତି ସୁଚରିତା ପାତ୍ର ଘରବାରି ପଟ୍ଟା କରିଦେବା ଲାଗି ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର…

3 years ago

୪୮ ହଜାର ଟଙ୍କା ଲାଞ୍ଚ ନେଇ ଜୁନିଅର ଷ୍ଟେନୋ ଗିରଫ

ନୟାଗଡ଼ ଅଫିସ, ୧୨।୫: ଭିଜିଲାନ୍ସ ଜାଲରେ ନୟାଗଡ଼ ଟ୍ରେଜେରୀ ଅଫିସର ଜୁନିଅର ଷ୍ଟେନୋ ଦୁର୍ଗା ପ୍ରସାଦ ମହାପାତ୍ର। ଜାତୀୟ ପେନସନ ସ୍କିମର ପ୍ରାନ ଆଇଡି ଖୋଲିବା ପାଇଁ…

3 years ago

ଲାଞ୍ଚ ନେବା ମାମଲାରେ କନିଷ୍ଠ କିରାଣୀଙ୍କୁ ୩ ବର୍ଷ ଜେଲ

ଅନୁଗୋଳ,୧୨।୫: ଅନୁଗୋଳ ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହେଲେ ଜିଲାପାଳ କାର୍ଯ୍ୟାଳୟର କନିଷ୍ଠ କିରାଣୀ ପଙ୍କଜିନୀ ବିଶ୍ୱାଳ । ପଙ୍କଜିନୀ ୨୦୧୭ରେ ଅନୁଗୋଳ ତହସିଲ ଅଫିସରେ କାର୍ଯ୍ୟରତ ଥିବା…

3 years ago

ବିଦ୍ୟୁତ୍‌ କରେଣ୍ଟ ଲାଗି ଚାଲିଗଲା ଭଉଣୀ ଭାଇଙ୍କ ଜୀବନ

ଯାଜପୁର ଅଫିସ/କଳିଙ୍ଗନଗର(ଡି.ଏନ୍‌.ଏ.):୧୨।୫: ବିଦ୍ୟୁତ୍‌ କରେଣ୍ଟ ଲାଗି ଶୁକ୍ରବାର ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସମେତ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପ୍ରଧାନ ଶିକ୍ଷୟିତ୍ରୀ ନିତୁ ମାରାଣ୍ଡି(୩୨)…

3 years ago

ପ୍ରକାଶ ପାଇଲା ସିବିଏସ୍‌ଇ ଦଶମ ରେଜଲ୍ଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୧୨ା୫(ବ୍ୟୁରୋ): ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦଶମ ଶ୍ରେଣୀ ପରୀକ୍ଷା ଫଳ ଶୁକ୍ରବାର ଅପରାହ୍ନରେ ପ୍ରକାଶ ପାଇଛି।  ମୋଟ୍‌ ପାସ୍‌ ହାର ୯୩.୧୨ ପ୍ରତିଶତ…

3 years ago

ସୁଧାକର ପଣ୍ଡା ପାଇବେ ‘ବିଜୁ ପଟ୍ଟନାୟକ ପୁରସ୍କାର’

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ବୈଷୟିକ ବିଭାଗର ଅନୁମୋଦନକ୍ରମେ ଓଡ଼ିଶା ବିଜ୍ଞାନ ଏକାଡେମୀ ପକ୍ଷରୁ ୨୦୨୦ ମସିହା ପାଇଁ ପୁରସ୍କାର ଘୋଷଣା କରାଯାଇଛି। ବୈଜ୍ଞାନିକ ଉତ୍କର୍ଷ…

3 years ago