ରାଜ୍ୟ

ଜିଲା ମତ୍ସ୍ୟ ଅଧିକାରୀଙ୍କ ଜାଲ୍‌ ଦସ୍ତଖତ କରି ୧୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହଡ଼ପ କରିଥିଲେ କିରାଣି, ବାନ୍ଧିଲା ପୋଲିସ

ଦେବଗଡ଼,୭ା୮(ଶଶାଙ୍କ ଶେଖର ଝାଙ୍କର ): ଦେବଗଡ଼ ଜିଲା ମତ୍ସ୍ୟ ବିଭାଗରେ କାର୍ଯ୍ୟରତ ଜଣେ ବରିଷ୍ଠ କିରାଣି ଜିଲା ମତ୍ସ୍ୟ ଅଧିକାରୀଙ୍କ ଦସ୍ତଖତ ଜାଲିଆତି କରି ମୋଟ୍‌ ୧୩…

3 years ago

ଓଏସ୍‌ଏଚ୍‌ବିରୁ ଘର କିଣି ହଟହଟା, କାନ୍ଥରୁ ଝରୁଛି ପାଣି, ବିଜ୍ଞପ୍ତି ଅନୁସାରେ ମିଳୁନି ସେବା

ଭୁବନେଶ୍ୱର,୭।୮(ଅନୁରାଧା ମହାରଣା): ଓଡ଼ିଶା ରାଜ୍ୟ ଗୃହନିର୍ମାଣ ସଂସ୍ଥା (ଓଏସ୍‌ଏଚ୍‌ବି)ଠାରୁ ଘର କିଣି ଏବେ ନାନା ହଟହଟାର ସମ୍ମୁଖୀନ ହେଉଛନ୍ତି ଡ଼ୁମୁଡୁମା ଫେଜ୍‌-୬ସ୍ଥିତ ତାଳଧ୍ୱଜ ଏନ୍‌କ୍ଲେଭ୍‌ର ବାସିନ୍ଦା। ୬୦ରୁ…

3 years ago

ଅଗଷ୍ଟ ବର୍ଷା ଭରଣା କଲା: ସ୍ବାଭାବିକଠାରୁ ୨% ଅଧିକ ହୋଇଛି

ଭୁବନେଶ୍ୱର,୭ା୮(ଅନିଲ ଦାସ): ଜୁନ୍‌ ଓ ଜୁଲାଇରେ ରାଜ୍ୟକୁ ନିଅଣ୍ଟିଆ ବର୍ଷାର ସମ୍ମୁଖୀନ ହେବାକୁ ପଡିଛି। ବର୍ଷା ଅଭାବରୁ ରାଜ୍ୟରେ ଚାଷକାର୍ଯ୍ୟ ମାନ୍ଦା ପଡିଥିଲା। ତେବେ ଜୁଲାଇ ୩୦…

3 years ago

ଡ. ସଂଘମିତ୍ରା ମିଶ୍ର ପାଇବେ ‘ସରଳା ଦେବୀ ପୁରସ୍କାର’

ଭୁବନେଶ୍ୱର,୭।୮ (ବନ୍ଦନା ସେଠୀ): ସାହିତ୍ୟ ସମାଲୋଚିକା ପ୍ରଫେସର ଡ. ସଂଘମିତ୍ରା ମିଶ୍ରଙ୍କୁ ଚଳିତ ବର୍ଷର ‘ସରଳା ଦେବୀ’ ପୁରସ୍କାର ପ୍ରଦାନ କରାଯିବ। ପୁରସ୍କାର ବାବଦରେ ତାଙ୍କୁ ୧୦ହଜାର…

3 years ago

ଅରୁଆ କଲେ ଏଫ୍‌ସିଆଇ ନେବ ବଳକା ଚାଉଳ

ଭୁବନେଶ୍ୱର,୭ା୮(ଅନିଲ ଦାସ): ଇଥାନଲ ଉତ୍ପାଦନ ପାଇଁ ଅରୁଆ ଚାଉଳ ଆବଶ୍ୟକ। ଏହି ଚାଉଳ ଯୋଗାଡ଼ରେ ଲାଗିଛି ଭାରତୀୟ ଖାଦ୍ୟ ନିଗମ (ଏଫ୍‌ସିଆଇ)। ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗରେ ଥିବା…

3 years ago

ଭାରତୀୟ ରେଳରେ ଯୋଡି ହେଲା ନୂଆ ଅଧ୍ୟାୟ : ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୭।୮(ଅଭିଜିତ ଦାସ): ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଅମୃତ ଭାରତ ଷ୍ଟେଶନ ଯୋଜନାରେ ସାମିଲ ହୋଇଥିବା ଦେଶର ୧୩୦୯ ରେଳ ଷ୍ଟେଶନ ମଧ୍ୟରୁ ପ୍ରାରମ୍ଭିକ…

3 years ago

୨୪ ଜିଲାରେ ୬.୨୪ ଲକ୍ଷ ଲୋକ ପ୍ରଭାବିତ

ଭୁବନେଶ୍ୱର,୭ା୮(ଅନିଲ ଦାସ): ଲଗାଣ ବର୍ଷା ଓ ବନ୍ୟା ଯୋଗୁ ରାଜ୍ୟର ବିଭିନ୍ନ ଜିଲାରେ ଅନେକ କ୍ଷୟକ୍ଷତି ହୋଇଛି। ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି)ଙ୍କ ପ୍ରାଥମିକ ଆକଳନ ଅନୁଯାୟୀ,…

3 years ago

ଛତୁ ଖାଇ ୨ ଗୁରୁତର

ଝରିଗାଁ,୬।୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡା ଗ୍ରାମରେ ବିଷାକ୍ତ ଛତୁ ଖାଇ ୨ଜଣ ଗୁରୁତର ହୋଇଥିବା ଜଣାପଡିଛି। ଗବାଗୁଡା…

3 years ago

‘ମେଟଲ୍‌ ମିଟ୍‌ ୨୦୨୩’: ଜୁନିୟରରେ ସିଡିଏ ଡିଏଭି, ସିନିୟରରେ ଏମ୍ସ ଭୁବନେଶ୍ୱର ଚାମ୍ପିୟନ

ଭୁବନେଶ୍ୱର,୬ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ଦୁଇଦିନିଆ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ‘ମେଟଲ୍‌ ମିଟ୍‌ ୨୦୨୩’ ରବିବାର ଶେଷ ହୋଇଯାଇଛି। ଭୁବନେଶ୍ୱରସ୍ଥିତ…

3 years ago

ସୀମାନ୍ତରୁ ଦୁଇ ଆଇଇଡି ବୋମା ଜବତ

ମାଲକାନଗିରି,୬ା୮(ଦୁର୍ଯୋଧନ ପତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ବିଜାପୁର ଜିଲାରେ ସର୍ଚ୍ଚ ଅପରେଶନ ବେଳେ ଯବାନମାନେ ରବିବାର ଦୁଇଟି ଆଇଇଡି ବୋମା ଜବତ କରିଛନ୍ତି। ବିଜାପୁର ଜିଲା…

3 years ago