ଜମନକିରା,୩।୮(ରବୀନ୍ଦ୍ର ଦାନି): ରାଜ୍ୟ ସରକାର ସ୍କୁଲଗୁଡ଼ିକ ୫-ଟି ଅଧୀନରେ ରୂପାନ୍ତରଣ ପାଇଁ ବହୁ ଅର୍ଥ ବ୍ୟୟ କରୁଛନ୍ତି। ହେଲେ ରୂପାନ୍ତରଣ ପରେ ପ୍ରଶାସନ ଏହାକୁ ଅଣଦେଖା କରୁଛି।…
ହିଞ୍ଜିଳିକାଟୁ, ୩।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା କୁକୁଡାଖଣ୍ଡି ପଞ୍ଚାୟତ ଅଧୀନ ବୋରିଗାଁ ପଞ୍ଚାୟତ ମହୁଲପଲ୍ଲୀ ଗ୍ରାମ ଏକ ଶ୍ମଶ୍ମାନରୁ ରବିବାର ମାଟି ତଳୁ ଉଦ୍ଧାର…
କୁଚିଣ୍ଡା,୩ା୮(ବିରଞ୍ଚତ୍ ଦର୍କା): ଲଗାଣ ବର୍ଷା ଯୋଗୁ ସମ୍ବଲପୁର ଜିଲା ବାମରା ଦକ୍ଷିଣପୂର୍ବ ରେଳପଥ (ନଂ.୪୭୩/୧୧) ଖମ୍ବସ୍ଥିତ ଅଣ୍ଡରପାସ୍ରେ ୮ଫୁଟ୍ର ପାଣି ଜମିଛି। ଫଳରେ ଉଚ୍ଚକାପାଟ ଓ ବାଉଁଶଲଗା…
ଭୁବନେଶ୍ୱର,୩।୮(ଅସମାପିକା ସାହୁ): ପାଣିପାଗ ସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟରେ ୟୁଜି ଏବଂ ପିଜି ନାମଲେଖା ତାରିଖରେ ପରିବର୍ତ୍ତନ କରାଯାଇଛି। ୟୁଜି ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଏବଂ ପିଜି…
ଭୁବନେଶ୍ୱର,୩ା୮(ଅସମାପିକା ସାହୁ): ଓଡ଼ିଶା ସରକାର ଉନ୍ନତ ସ୍ବାସ୍ଥ୍ୟସେବା ପ୍ରଦାନ କ୍ଷେତ୍ରରେ ଅନେକ ସଂସ୍କାରମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ସାର୍ବଜନୀନ ସ୍ବାସ୍ଥ୍ୟସେବା ଲକ୍ଷ୍ୟ ହାସଲ ତଥା ଚିକିତ୍ସା…
ଲହୁଣୀପଡ଼ା,୩ା୮(ଦାଶରଥି ପଣ୍ଡା): ମୁଣ୍ଡ ଗୁଞ୍ଜିବାକୁ ଭଲ ଘରେ ଖଣ୍ଡେ ନାହିଁ। ଦୁର୍ଦ୍ଦିନରେ ଦିନ କାଟୁଛନ୍ତି ୭ ପ୍ରାଣୀ। ସରକାରୀ ଯୋଜନା କହିଲେ କେବଳ ୨୫ କେଜି ଚାଉଳ।…
ଭୁବନେଶ୍ୱର,୩।୮(ଅଭିଜିତ ଦାସ)ରାଜ୍ୟରେ ବର୍ତ୍ତମାନ ସିକିଲ୍ସେଲ୍ ବା ସିକିଲ୍ ସେଲ୍ ଆନିମିଆ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ଅଧିକାଂଶ ରୋଗୀ ଓଡିଶାର ଦକ୍ଷିଣ ଓ ପଶ୍ଚିମ ଅଞ୍ଚଳରେ ଦେଖାଯାଉଛନ୍ତି। ସ୍ବାସ୍ଥ୍ୟ…
ଝରିଗାଁ,୩।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ୨୩ ପଞ୍ଚାୟତରେ ରହିଛି ୧୧୧ ରାଜସ୍ବ ଓ ୩୬୫ ପଡ଼ା ଗାଁ। ୨୦୧୧ ଜନଗଣନା ଅନୁସାରେ ଏହି…
ସାକ୍ଷୀଗୋପାଳ,୩।୮(ପ୍ରଶାନ୍ତ ବାରିକ/କିଶୋର ମହାପାତ୍ର)ରାଜ୍ୟରେ ଗରିବଙ୍କ ନିମନ୍ତେ ସମସ୍ତ କଚ୍ଚାଘରକୁ ପକ୍କାଘର କରି ଯୋଗାଇଦେବା ଉଦ୍ଦେଶ୍ୟରେ ସରକାର ‘ମୋ ଘର ଯୋଜନା’ କରିଛନ୍ତି। ହେଲେ ପୁରୀ ଜିଲା ସତ୍ୟବାଦୀ…
ଭୁବନେଶ୍ୱର,୩।୮(ସତ୍ୟଜିତ୍ ରାଉତ)କମିଶନରେଟ ପୋଲିସ ଦ୍ୱାରା ଭୁବନେଶ୍ୱରରେ ଜାରି ରହିଥିବା ‘ସେଫ୍ ସିଟି ଡ୍ରାଇଭ୍’ ଅଭିଯାନରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ସର୍ବସାଧାରଣରେ ମଦ୍ୟପାନ କରି ‘ଓଡ଼ିଶା ଅର୍ବାନ ପୋଲିସ୍…