ରାଜ୍ୟ

‘ସାଇଗାୟତ୍ରୀ ମାକ୍ରୋ ସ୍କାଏକ୍ରାପର’ ଚିଟ୍‌ଫଣ୍ଡ ସମ୍ପତ୍ତି ବାଜ୍ୟାପ୍ତି

ବାଲେଶ୍ୱର ଅଫିସ, ୪ା୪: ଚିଟ୍‌ଫଣ୍ଡ ଠକେଇ ମାମଲାର ବିଚାର କରି ସୋମବାର ବାଲେଶ୍ୱର ସ୍ବତନ୍ତ୍ର ଓଡ଼ିଶା ପ୍ରୋଟେକ୍ସନ୍‌ ଇଣ୍ଟରେଷ୍ଟ ଅଫ୍‌ ଇନ୍‌ଭେଷ୍ଟର୍ସ ଡିପୋଜିଟର (ଓପିଆଇଡି) କୋର୍ଟ ଜଜ୍‌…

3 years ago

ବାଣ ଭିଡ଼ାବେଳେ ବିସ୍ଫୋରଣ, ଯୁବକ ମୃତ

ଭୁବନେଶ୍ୱର,୪l୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଜନବସତି ଭିତରେ ବେଆଇନ ଭାବେ ଚାଲିଥିଲା ବାଣ ତିଆରି। ହଠାତ୍‌ ବିସ୍ଫୋରଣ ହେବାରୁ ଏଥିରେ ଜଣଙ୍କର ମୃତ୍ୟୁ ହୋଇଛି। ଶହୀଦନଗର ଥାନା…

3 years ago

ସରିଲା ହିନ୍ଦୋଳ, ଅତାବିରା ଏନ୍‌ଏସି ନିର୍ବାଚନ

ଭୁବନେଶ୍ୱର,୪ା୪(ବ୍ୟୁରୋ): ବରଗଡ଼ ଜିଲାର ଅତାବିରା ଓ ଢେଙ୍କାନାଳ ଜିଲାର ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ରେ ସୋମବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି ା ହିନ୍ଦୋଳ ଏନ୍‌ଏସିରେ ୮୮ ପ୍ରତିଶତ…

3 years ago

ବିଷ ଦେଇ ୬ କୁକୁରଙ୍କୁ ହତ୍ୟା

ଭୁବନେଶ୍ୱର,୪ା୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସୋମବାର ଏକ ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି। ମୈତ୍ରୀ ବିହାର ଥାନା ଅନ୍ତର୍ଗତ ସିଅନ ଶ୍ରମିକ ବସ୍ତିରେ ଖାଦ୍ୟରେ ବିଷ ଦିଆଯାଇ…

3 years ago

ପିଲା ପଢ଼ିବେନି ମୋଗଲ ସାମ୍ରାଜ୍ୟ ଅଧ୍ୟାୟ

ଭୁବନେଶ୍ୱର (ବ୍ୟୁରୋ)/ନୂଆଦିଲ୍ଲୀ,୪ା୪: ଏନ୍‌ସିଇଆର୍‌ଟି କେବଳ ଇତିହାସ ବହି ନୁହେଁ, ଅନ୍ୟ କେତେକ ପାଠ୍ୟପୁସ୍ତକରେ ମଧ୍ୟ ପରିବର୍ତ୍ତନ ଆଣି କିଛି ଅଧ୍ୟାୟକୁ ବାଦ୍‌ ଦେଇଛି। ଏହି ସଂଶୋଧନ ଚଳିତ…

3 years ago

ବିଧାୟକଙ୍କ ଦରମା ବୃଦ୍ଧି ପାଇଁ ଗଠନ ହେଲା ସବ୍‌କମିଟି

ଭୁବନେଶ୍ୱର,୩ା୪(ବ୍ୟୁରୋ)-ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନ୍‌ସନ ବୃଦ୍ଧି ପାଇଁ କ୍ୟାବିନେଟ୍‌ ସବ୍‌କମିଟି ଗଠନ କରାଯାଇଛି। ଏ ନେଇ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି…

3 years ago

ଶେଷ ହେଲା ଏନ୍‌ଏସି ନିର୍ବାଚନ: ହିନ୍ଦୋଳରେ ୮୮%, ଅତାବିରା ୭୪% ବୁଧବାର ହେବ ଭୋଟ ଗଣତି

ଭୁବନେଶ୍ୱର,୩ା୪(ବ୍ୟୁରୋ)-ବରଗଡ଼ ଜିଲାର ଅତାବିରା ଓ ଢେଙ୍କାନାଳ ଜିଲାର ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ରେ ସୋମବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି ା ହିନ୍ଦୋଳ ଏନ୍‌ଏସିରେ ୮୮ ପ୍ରତିଶତ ମତଦାନ…

3 years ago

ମାଧ୍ୟମିକ ଶିକ୍ଷକଙ୍କୁ ବିଭାଗ ଅପମାନିତ କରୁଛି: ଓଟିଏଫ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ)- ରାଜ୍ୟ ବିକାଶରେ ଶିକ୍ଷକଙ୍କ ଭୂମିକା ସର୍ବାଧିକ ଥିବାବେଳେ ସେମାନଙ୍କୁ ଚୁକ୍ତିଭିିତ୍ତିକ କର୍ମଚାରୀଭାବେ ରଖି ଗଣଶିକ୍ଷା ବିଭାଗ ଅପମାନିତ କରୁଛି ବୋଲି ଓଡ଼ିଶା ଟିଚର୍ସ ଫେଡ଼େରେଶନ(ଓଟିଏଫ୍‌) ପକ୍ଷରୁ…

3 years ago

ଭୁବନେଶ୍ୱରରେ ସାଇବର ଠକେଇ :ମାର୍ଚ୍ଚରେ ଲୁଟିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା

ଭୁବନେଶ୍ୱର,୩।୪ (ବ୍ୟୁରୋ) : ଦିନକୁ ଦିନ ସାଇବର ଠକଙ୍କ ଉତ୍ପାତ ଉପରମୁହାଁ ହେଉଛି । ନାନା ସୋସିଆଲ ମିଡିଆକୁ ଅସ୍ତ୍ର କରି ସାଇବର ଠକ ହଜାର ହଜାର…

3 years ago

‘ଡେଲିଭରୀ ବୟ’ ଚଳଚ୍ଚିତ୍ର ଉପରୁ ପ୍ରମୋଦକର ଛାଡ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୩।୪(ବ୍ୟୁରୋ): ଅଶ୍ୱିନୀ ତ୍ରିପାଠୀଙ୍କ ନିର୍ଦ୍ଦେଶିତ ଏବଂ ଜ୍ୟୋତିରଞ୍ଜନ ମହାନ୍ତି ପ୍ରଯୋଜିତ ଓଡ଼ିଆ ଚଳଚ୍ଚିତ୍ର ‘ଡେଲିଭରୀ ବୟ’ ଉପରୁ ରାଜ୍ୟ ସରକାର ପ୍ରମୋଦକର ଛାଡ କରିଛନ୍ତି। ଏନେଇ ଆସିଥିବା…

3 years ago