ରାଜ୍ୟ

ବିଜେଡିର ନୂଆ ସଭାପତି, କର୍ମକର୍ତ୍ତାଙ୍କ ନାମ ଘୋଷଣା

ଖୋର୍ଦ୍ଧା ଅଫିସ,୨୩ା୩: ଖୋର୍ଦ୍ଧା ଜିଲା ବିଜେଡିର ନୂତନ ସଭାପତି ଏବଂ କର୍ମକର୍ତ୍ତାଙ୍କ ନାମ ଗୁରୁବାର ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ…

3 years ago

ସୀମାନ୍ତରେ ପୁଣି ମାଓବାଦୀଙ୍କ ଲଙ୍କାକାଣ୍ଡ

ମାଲକାନଗିରି,୨୩ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଦାନ୍ତେଓ୍ବାଡା ଜିଲାରେ ପୁଣି ମାଓବାଦୀମାନେ ଲଙ୍କାକାଣ୍ଡ ଘଟାଇଛନ୍ତି। ଗୋଟିଏ ଟ୍ରକ୍‌ ଏବଂ ପ୍ରୋକୋଲିନ୍‌କୁ ଜାଳି ଦେଇଛନ୍ତି ମାଓବାଦୀ। କେନ୍ଦ୍ର ସ୍ବରାଷ୍ଟ୍ର…

3 years ago

୧୧ ହଜାର ସ୍କୁଲରେ ବିଦ୍ୟୁତ୍‌ ସଂଯୋଗ ନାହିଁ

ଭୁବନେଶ୍ୱର,୨୩ା୩(ବ୍ୟୁରୋ): ରାଜ୍ୟର ୧୧,୭୧୦ ସ୍କୁଲ ଅନ୍ଧାରରେ ରହିଛି। ସେହି ସ୍କୁଲଗୁଡ଼ିକୁ ବିଦ୍ୟୁତ୍‌ ସଂଯୋଗ ହୋଇନାହିଁ। ଭାଜପା ସଭ୍ୟ ମୋହନ ମାଝିଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସ୍କୁଲ…

3 years ago

ଅଣଦେଖାରୁ ଚରମ ପଦକ୍ଷେପ

ଭୁବନେଶ୍ୱର,୨୩।୩(ବ୍ୟୁରୋ):ଲୋକପ୍ରିୟ ଡିଜେ ଆଜେକ୍ସ ଓରଫ ଅକ୍ଷୟ କୁମାର ମହାରଣାଙ୍କ ଆତ୍ମହତ୍ୟା ଘଟଣାକୁ ବୁଧବାର ୫ଦିନ ବିତିଥିଲେ ମଧ୍ୟ ମାମଲାକୁ ନେଇ ରହସ୍ୟ ଲାଗିରହିଛି। ପ୍ରଥମେ ତ୍ରିକୋଣୀୟ ପ୍ରେମ…

3 years ago

ମନମୋହନ ସାମଲ ରାଜ୍ୟ ଭାଜପା ସଭାପତି

ଭୁବନେଶ୍ୱର,୨୩।୩(ବ୍ୟୁରୋ): ମନମୋହନ ସାମଲ ରାଜ୍ୟ ଭାଜପାର ନୂଆ ସଭାପତି ଭାବେ ମନୋନୀତ ହୋଇଛନ୍ତି। ମନମୋହନଙ୍କୁ ରାଜ୍ୟ ସଭାପତି ଭାବେ ଭାଜପାର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଏହି…

3 years ago

୫ବର୍ଷ ପରେ ୫୭ଜଣଙ୍କୁ ମିଳିବ ‘ରାଜ୍ୟ ଶିକ୍ଷକ ପୁରସ୍କାର’

ଭୁବନେଶ୍ୱର, ୨୩।୩(ବ୍ୟୁରୋ):ଦୀର୍ଘ ୫ବର୍ଷ ପରେ ଚଳିତବର୍ଷ ଦିଆଯିବ ‘ରାଜ୍ୟ ଶିକ୍ଷକ ପୁରସ୍କାର’। ୨୦୧୭ ବର୍ଷ ପାଇଁ ମନୋନୀତ ୫୭ଜଣ ଶିକ୍ଷକଙ୍କୁ ଗଣଶିକ୍ଷା ବିଭାଗ ପୁରସ୍କାର ଦେବାକୁ ନିଷ୍ପତ୍ତି…

3 years ago

ପଦ୍ମଶ୍ରୀ ଗ୍ରହଣ କଲେ ମାଗୁଣି

ନୂଆଦିଲ୍ଲୀ,୨୩।୩:କଳା, ସମାଜ କଲ୍ୟାଣ, ବିଜ୍ଞାନ, ଡାକ୍ତରୀ, ସାହିତ୍ୟ, ଶିକ୍ଷା, କ୍ରୀଡ଼ା, ପ୍ରଶାସନିକ ସେବା ଆଦି କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ୧୦୬ ଜଣ ବିଶିଷ୍ଟ ବ୍ୟକ୍ତି ଚଳିତବର୍ଷ…

3 years ago

ଶୁଖିଲା ପଡ଼ିଛି ମହାନଦୀ

ଭୁବନେଶ୍ୱର,୨୩ା୩(ବ୍ୟୁରୋ):ବୁଧବାର ବିଧାନସଭାର ଶୂନ୍ୟକାଳରେ ବିଜେଡି ସଭ୍ୟ ଦେବୀ ପ୍ରସାଦ ମିଶ୍ର ମହାନଦୀ ପ୍ରସଙ୍ଗ ଉଠାଇ କେନ୍ଦ୍ର ଓ ଛତିଶଗଡ଼ ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି,…

3 years ago

‘ଜ୍ୱିଗାଟୋ’ ଦେଖି ନନ୍ଦିତାଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ନବୀନ ନିବାସରେ ‘ଜ୍ବିଗାଟୋ’ ଫିଲ୍ମ ଦେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମାଜର ଅତ୍ୟନ୍ତ ସାଧାରଣ ଲୋକଙ୍କ ସଂଘର୍ଷପୂର୍ଣ୍ଣ ଜୀବନକୁ ଏହି ଫିଲ୍ମରେ ବେଶ୍‌ ସଫଳ ଭାବରେ…

3 years ago

ପରୀକ୍ଷା ପୂର୍ବରୁ ୟୁଟ୍ୟୁବ୍‌ରେ ପ୍ରଶ୍ନୋତ୍ତର

ବରଗଡ଼ ଅଫିସ୍‌,୨୨ା୩: ରାଜ୍ୟରେ ଗତ ୨୧ ତାରିଖରୁ ପ୍ରାଥମିକ ବିଦ୍ୟାଳୟଗୁଡ଼ିକର ବାର୍ଷିକ ପରୀକ୍ଷା ଚାଲିଛି। ଆସନ୍ତା ୨୫ ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ଏହି ପରୀକ୍ଷା…

3 years ago