ରାଜ୍ୟ

ଶେଷ ହେଲା ବିଧାନସଭା ପ୍ରଥମ ପର୍ଯ୍ୟାୟ ଅଧିବେଶନ

ଭୁବନେଶ୍ୱର,୧।୩(ବ୍ୟୁରୋ): ଶେଷ ହୋଇଛି ବିଧାନସଭାର ପ୍ରଥମ ପର୍ଯ୍ୟାୟ ବଜେଟ ଅଧିବେଶନ। ବାଚସ୍ପତି ବିକ୍ରମ କେଶରୀ ଆରୁଖ ବୁଧବାର ଗୃହକୁ ଆସନ୍ତା ୧୦ ତାରିଖ ପୂର୍ବାହ୍ନ ସାଢ଼େ ୧୦ଟା…

3 years ago

ସଂସ୍ଥାପନ ସମୟରେ ଖସିଲା ଡାକୋଟା

ଭୁବନେଶ୍ୱର,୧।୩(ବ୍ୟୁରୋ): ସଂସ୍ଥାପନ ସମୟରେ ଛିଡ଼ିଲା ବିଜୁ ବାବୁଙ୍କ ଡାକୋଟା ବିମାନ। ଭୁବନେଶ୍ୱର ଏୟାରପୋର୍ଟ ସାମ୍ନାରେ ବୁଧବାର ମରାମତି ବେଳେ ଏହା ହାଇଡ୍ରା ବେଲ୍ଟରୁ ଛିଡ଼ି ପଡ଼ିଥିଲା। ଫଳରେ…

3 years ago

ଦାୟିତ୍ୱ ନେଲେ ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧ା୩(ବ୍ୟୁରୋ): ବରିଷ୍ଠ ଆଇଏଏସ୍‌ ଅଫିସର ପ୍ରଦୀପ କୁମାର ଜେନା ବୁଧବାର ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟ ଶାସନ ସଚିବ…

3 years ago

ଖୁବ୍‌ଶୀଘ୍ର ରାଜ୍ୟରେ ନିଯୁକ୍ତ ହେବେ ୪୦ ହଜାର ଶିକ୍ଷକ: ଶିକ୍ଷାମନ୍ତ୍ରୀ

ଭୁବନେଶ୍ୱର,୧।୩(ବ୍ୟୁରୋ): ଖୁବ୍‌ଶୀଘ୍ର ରାଜ୍ୟର ପ୍ରାଥମିକ ସ୍କୁଲରେ ୨୦ ହଜାର ଶିକ୍ଷକ ଏବଂ ହାଇସ୍କୁଲରେ ୨୦ ହଜାର ଶିକ୍ଷକ ନିଯୁକ୍ତି ହେବେ। ଏନେଇ ବିଜ୍ଞାପନ ବାହାରି ସାରିଛି। ମୋଟ…

3 years ago

ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ ଅଧ୍ୟକ୍ଷ ଭାବେ ଶପଥ ନେଲେ ସୁରେଶ ମହାପାତ୍ର

ଭୁବନେଶ୍ୱର,୧ା୩(ବ୍ୟୁରୋ): ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗଙ୍କ ଅଧ୍ୟକ୍ଷ ଭାବେ ସୁରେଶ ଚନ୍ଦ୍ର ମହାପାତ୍ର ଶପଥ ଗ୍ରହଣ କରିଛନ୍ତି। ଏହି ଉପଲକ୍ଷେ  ବୁଧବାର ରାଜଭବନରେ ଶପଥପାଠ ଉତ୍ସବ ଅନୁଷ୍ଠିତ…

3 years ago

ଏଣିକି ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ ୧୦ ଟଙ୍କାରୁ ଅଧିକ ହେବ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୩(ବ୍ୟୁରୋ): ରାଜ୍ୟର କୌଣସି ସଂଗ୍ରହାଳୟର ପ୍ରବେଶ ଦେୟ (ଟିକେଟ) ୧୦ ଟଙ୍କାରୁ ଅଧିକ ହେବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଓଡ଼ିଶା କଳାର ଭୂମି। ଆମର…

3 years ago

କୋଣାର୍କ ସୂର୍ଯ୍ୟ ମନ୍ଦିର ପରିଦର୍ଶନ ସମୟରେ ପରିବର୍ତ୍ତନ

ଭୁବନେଶ୍ୱର, ୧।୩(ବ୍ୟୁରୋ): ସୂର୍ଯ୍ୟ ମନ୍ଦିର ପରିଦର୍ଶନ ସମୟରେ ପରିବର୍ତ୍ତନ ହୋଇଛି। ପର୍ଯ୍ୟଟକଙ୍କ ପାଇଁ ମାର୍ଚ୍ଚ ୧ ଅର୍ଥାତ୍‌ ବୁଧବାରଠୁ ସକାଳ ୬ଟାରୁ ସୂର୍ଯ୍ୟ ମନ୍ଦିର ମୁଖ୍ୟଦ୍ୱାର ଖୋଲା…

3 years ago

ଶ୍ରୀମନ୍ଦିର ଭିତରକୁ ଯିବା ପାଇଁ ବାରଣ କରିବାକୁ ପ୍ରୋଟୋକଲ ଅଫିସରଙ୍କୁ ବଦଳି

ପୁରୀ ଅଫିସ,୧।୩: ମୁସଲିମ ହୋଇ ଶ୍ରୀମନ୍ଦିରକୁ ପ୍ରବେଶ କରିବା ଘଟଣାକୁ ନେଇ ଆଇଆର୍‌ଏସ୍‌ ରେସମା ଲେଖାନୀ ତାଙ୍କ ପ୍ରୋଟୋକଲ ଅଫିସରଙ୍କୁ ବଦଳି କରିଦେଇଛନ୍ତି। ତେବେ ଅଫିସରଙ୍କୁ ବିନା…

3 years ago

ଗ୍ୟାସ ସିଲିଣ୍ଡର ଫାଟି ୪ ଅଗ୍ନିଶମ କର୍ମଚାରୀ ଆହତ

ସମ୍ବଲପୁର,୧।୩(ବ୍ୟୁରୋ): ଗ୍ୟାସ ସିଲିଣ୍ଡର ଫାଟି ୪ ଅଗ୍ନିଶମ କର୍ମଚାରୀ ଆହତ ହୋଇଛନ୍ତି। ଏଭଳି ଘଟଣା ସମ୍ବଲପୁର ଜିଲା ଚାଉଁରପୁର ଅଞ୍ଚଳରେ ଘଟିଛି। ସୂଚନାଯୋଗ୍ୟ, ମଙ୍ଗଳବାର ବିଳମ୍ବିତ ରାତିରେ…

3 years ago

ମାଛ ବିକାଳିଙ୍କୁ ଧକ୍କା ଦେଲା ଗ୍ୟାସ ବୋଝେଇ ଟ୍ୟାଙ୍କର

ଯାଜପୁର ଅଫିସ,୧।୩: ଯାଜପୁର ରୋଡ ଥାନା ଅନ୍ତର୍ଗତ ଗଣେଷବଜାର ଛକରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମାଛ ବିକାଳିଙ୍କ ଉପରେ ଏକ ଗ୍ୟାସ ବୋଝେଇ ଟ୍ୟାଙ୍କର ମାଡିଯାଇଛି।…

3 years ago