ବାରିପଦା ଅଫିସ,୫ା୫: ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଗୁରୁବାର ପ୍ରଥମ ଥର ପାଇଁ ଜନ୍ମ ମାଟିକୁ ଆସିଥିବା ଦ୍ରୌପଦୀ ମୁର୍ମୁ ଭାବବିହ୍ବଳ ହୋଇ ପଡ଼ିଥିଲେ। ପିଲା…
ଚଣ୍ଡିଖୋଲ,୫ା୫(ଡି.ଏନ୍.ଏ.): ଶୁକ୍ରବାର ଚନ୍ଦନ ପୂର୍ଣ୍ଣିମା। ଏହାକୁ ବୌଦ୍ଧ ପୂର୍ଣ୍ଣିମା ମଧ୍ୟ କୁହାଯାଏ। ଭଗବାନ ତଥାଗତ ବୁଦ୍ଧ ଏହି ଦିନ ଜନ୍ମଗ୍ରହଣ କରିଥିବାରୁ ଏହାକୁ ବୁଦ୍ଧ ଜୟନ୍ତୀ ରୂପେ…
କାଳିଆପାଣି,୫ା୫(ଡି.ଏନ.ଏ.):ସୁକିନ୍ଦା ବନାଞ୍ଚଳ ଅଧୀନ ଚିଙ୍ଗୁଡ଼ିପାଳ ପଞ୍ଚାୟତର ନଗଡ଼ା ଜଙ୍ଗଲକୁ ଜୁଆଙ୍ଗମାନେ ପୋଡୁଚାଷ ପାଇଁ ବ୍ୟବହାର କରୁଛନ୍ତି। ସେଥିପାଇଁ ନଗଡ଼ାରେ ଆରମ୍ଭ ହେଲାଣି ଜଙ୍ଗଲ କଟା। ବର୍ଷା ଦିନେ…
ଭୁବନେଶ୍ୱର,୫ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରଚାର ଜୋରସୋରରେ ଚାଲିଥିବା ବେଳେ ଲୋକଙ୍କ ସମର୍ଥନ ପାଉ ନ ଥିବାରୁ ହତାଶ ଓ ଉତକ୍ଷିପ୍ତ ହୋଇ ଭାଜପା ନେତାମାନେ ଗୁଣ୍ଡାଗର୍ଦ୍ଦି…
ଭୁବନେଶ୍ୱର,୫ା୫(ବ୍ୟୁରୋ): ଆସନ୍ତା ୭ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାରସୁଗୁଡ଼ା ଗସ୍ତରେ ଯିବେ । ସେଠାରେ ଦଳୀୟ ପ୍ରାର୍ଥୀ ଦୀପାଳି ଦାସଙ୍କ ପାଇଁ ସେ ପ୍ରଚାର କରିବେ।…
ଆଶିଷ ରଞ୍ଜନ ପଣ୍ଡା ରାୟଗଡ଼ା, ୫।୫: ନିଦ୍ରାହୀନତା, ବାନ୍ତି, ମୁଣ୍ଡବ୍ୟଥା, ଶରୀରରେ ହେଉଥିବା ଅସହ୍ୟ ଯନ୍ତ୍ରଣା ଉପଶମ ପାଇଁ ବ୍ୟବହାର କରାଯାଏ ଫୋର୍ଟୱିନ ଏବଂ ଫେନରଗାନ୍ ଇଞ୍ଜେକ୍ସନ।…
ପୁରୀ ଅଫିସ,୪ା୫: ଶ୍ରୀମନ୍ଦିର ପ୍ରଶାସନର ଅଫିସ କୋଠା ନିର୍ମାଣ ପାଇଁ ଜାତୀୟ ଐତିହ୍ୟ ପ୍ରାଧିକରଣ(ଏନ୍ଏମ୍ଏ)ପକ୍ଷରୁ ଅନୁମତି ମିଳିଛି। ଏହାର ତଦାରଖ ପାଇଁ ରାଜ୍ୟ ସଂସ୍କୃତି ବିଭାଗ ନିର୍ଦ୍ଦେଶକ…
ଭୁବନେଶ୍ୱର,୪ା୫(ବ୍ୟୁରୋ): ସ୍କୁଲ ରୂପାନ୍ତରର ପ୍ରତ୍ୟେକ ସ୍ତରରେ ଜନସାଧାରଣ ସାମିଲ ହୋଇଛନ୍ତି। ସ୍କୁଲ ପରିଚାଳନା କମିଟିର ସଦସ୍ୟ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ରୂପାନ୍ତରିତ ସ୍କୁଲର ପରିକଳ୍ପନାଠାରୁ ଆରମ୍ଭ…
କେନ୍ଦୁଝର,୪ା୫(ସ୍ବ.ପ୍ର.): ପ୍ରାଣୀ ଚିକିତ୍ସକଙ୍କ ୧୦ ଦଫା ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଗୁରୁବାର ଚରମ ସୀମାରେ ପହଞ୍ଚିଛି। ସେମାନେ ଆଜି ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଏବଂ ଜିଲା…
ଭୁବନେଶ୍ୱର,୪ା୫(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍ ମେ’ ୫ରୁ ରାଜ୍ୟର ଅଧିକାଂଶ ଜିଲାରେ ଝଡ଼ବର୍ଷା ହେବା ସହ କିଛି ସ୍ଥାନରେ କୁଆପଥର ମାଡ଼ ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର…