ଗୋପ,୮।୨(ଡି.ଏନ୍.ଏ.): ପୁରୀ ଜିଲା ଗୋପ ବ୍ଲକ ଅଞ୍ଚଳରେ ଅଏଲ ଇଣ୍ଡିଆ କମ୍ପାନୀ ପକ୍ଷରୁ ଚାଲିଥିବା ତୈଳ ସନ୍ଧାନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଲାଣି। ୫୦ରୁ ଊଦ୍ଧର୍ବ ଅତ୍ୟାଧୁନିକ…
ଭୁବନେଶ୍ୱର, ୮।୨ (ବ୍ୟୁରୋ): ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଚିଠା ବଜେଟ ପ୍ରସ୍ତୁତ କରିଛି ବିଏମ୍ସି। ଗତ କର୍ପୋରେଶନ ବୈଠକରେ ୬୯୦ କୋଟିର ଚିଠା ବଜେଟ ପ୍ରସ୍ତାବ…
ପୁରୀ ଅଫିସ,୮ା୨: ସାଇବର ଠକେଇକୁ ନେଇ ଏବେ ଆକ୍ସନ ମୁଡ୍ରେ ପୁରୀ ପୋଲିସ। ଲୋକଙ୍କୁ ସଚେତନ କରାଇବା ସହ ସାଇବର ଠକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି।…
ଭୁବନେଶ୍ୱର,୮।୨ (ବ୍ୟୁରୋ): ବିଶ୍ୱ ପ୍ରସିଦ୍ଧ ଧଉଳି ପାହାଡ଼ର ପାଦଦେଶରେ ଫେବୃୟାରୀ ୧୦ରୁ ଧଉଳି କଳିଙ୍ଗ ମହୋତ୍ସବ ଆରମ୍ଭ ହେବ। ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ଓଡ଼ିଆ ଭାଷା…
କଟକ ଅଫିସ,୮ା୨: ସରକାରଙ୍କୁ ଦ୍ରବ୍ୟ ଓ ସେବା କର (ଜିଏସ୍ଟି) ଫାଙ୍କି ବ୍ୟବସାୟ କରିବା ଅଭିଯୋଗରେ ଜିଏସ୍ଟି ବିଭାଗ ପକ୍ଷରୁ ମଙ୍ଗଳବାର କଟକର ଜଣେ ବ୍ୟବସାୟୀଙ୍କ ବ୍ୟବସାୟ…
ଭୁବନେଶ୍ୱର,୮ା୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ଉପରେ ପ୍ରାୟ ୧୪,୨୪୯.୦୭ କୋଟି ଟଙ୍କା ଫୁଡ୍ ସବ୍ସିଡି ବାବଦ ଅର୍ଥ ବକେୟା ପଡ଼ିରହିଛି। ସେଥିରୁ ୨୦୨୨-୨୩ ଆର୍ଥିକ ବର୍ଷର ତୃତୀୟ ୩…
ଭୁବନେଶ୍ୱର, ୮।୨(ବ୍ୟୁରୋ): ରାଜ୍ୟରେ ସର୍ପଦଂଶନଜନିତ ମୃତ୍ୟୁସଂଖ୍ୟାରେ ରୋକ ଲାଗିପାରୁନାହିଁ। ୨୦୧୫ ମସିହାରେ ରାଜ୍ୟରେ ୫୨୨ଜଣ ଲୋକଙ୍କର ସାପକାମୁଡ଼ାରେ ମୃତ୍ୟୁ ଘଟିଥିବା ପଞ୍ଜୀକୃତ ହୋଇଥିବା ବେଳେ ୨୦୨୧ରେ ଏହି…
ଭୁବନେଶ୍ୱର, ୮ା୨(ବ୍ୟୁରୋ): ଆଇଆଇଟି ସମେତ ଦେଶର ବିଭିନ୍ନ ଇଞ୍ଜିନିୟରିଂ କଲେଜରେ ନାମ ଲେଖାଇବା ପାଇଁ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍ଟିଏ) ପକ୍ଷରୁ କରାଯାଇଥିବା ଜେଇଇ ମେନ୍ ସେସନ-୧ ପରୀକ୍ଷାଫଳ…
କଟକ ଅଫିସ,୭ା୨: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ପକ୍ଷରୁ ଓଡ଼ିଶା ଜୁଡିସିଆଲ ସର୍ଭିସ (ଓଜେଏସ୍) ପାଇଁ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଇନ ବିଭାଗ ଅଧୀନରେ ଓଡ଼ିଶା…
କଟକ ଅଫିସ,୭।୧: ଆସନ୍ତା ୧୦ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦ୍ୱିତୀୟ ଥର ଲାଗି ଓଡ଼ିଶା ଗସ୍ତରେ ଆସୁଛନ୍ତି। ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସେ…