ରାଜ୍ୟ

ମାଘ ସପ୍ତମୀ ପାଇଁ ଚନ୍ଦ୍ରଭାଗାରେ ଶ୍ରଦ୍ଧାଳୁଙ୍କ ସମାଗମ

କୋଣାର୍କ,୨୮।୧(ଡି.ଏନ୍‌.ଏ.): ଚନ୍ଦ୍ରଭାଗା ତୀର୍ଥ ପୁଷ୍କରିଣୀରେ ମାଘ ସପ୍ତମୀ ବୁଡ଼ ପକାଇବା ପାଇଁ ଶୁକ୍ରବାର ଅପରାହ୍ନରୁ ମେଳା ପଡ଼ିଆରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଶ୍ରଦ୍ଧାଳୁମାନେ ବାଉଁଶ କଣିରେ…

3 years ago

ଆଜିଠୁ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳା

ଭୁବନେଶ୍ୱର,୨୮।୧(ବ୍ୟୁରୋ): ଐତିହ୍ୟ ଖଣ୍ଡଗିରି ପାହାଡ଼ରେ ପ୍ରସିଦ୍ଧ ନବ ଦିନାମତ୍କ କୁମ୍ଭମେଳା ଶନିବାରଠାରୁ ଆରମ୍ଭ ହେଉଛି। ଇତିମଧ୍ୟରେ ସମସ୍ତ ପ୍ରସ୍ତୁତି ସରିଥିବାବେଳେ ସାଧୁସନ୍ଥଙ୍କ ମନ୍ତ୍ରଧ୍ୱନି ସହ ଭଜନକୀର୍ତ୍ତନରେ ପୂରା…

3 years ago

ଜାନୁୟାରୀରୁ ଅସମ୍ଭାଳ ହେଲାଣି

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଜାନୁୟାରୀ ଶେଷ ହୋଇନି। ଶୀତ ଗାଏବ। ବିନା ପଙ୍ଖାରେ ଆଉ ଶୋଇବା ସମ୍ଭବ ହେଉନାହିଁ। ଗତ ୩/୪ ଦିନ ଭିତରେ ଦିନ ତାପମାତ୍ରା ୪ରୁ ୫…

3 years ago

ରାଷ୍ଟ୍ରପତିଙ୍କ ଘର ଆଗରେ ରାସ୍ତାରୋକୋ

ରାଇରଙ୍ଗପୁର,୨୮ା୧(ଡି.ଏନ.ଏ.): ପାନୀୟ ଜଳ ସମସ୍ୟା ନେଇ ଉତ୍ତ୍ୟକ୍ତ ବସ୍ତି ବାସିନ୍ଦା ରାଷ୍ଟ୍ରପତି ଦ୍ରୌପଦୀ ମୁୁର୍ମୁଙ୍କ ମୟୂରଭଞ୍ଜ ଜିଲା ରାଇରଙ୍ଗପୁରସ୍ଥିତ ବାସଗୃହ ସମ୍ମୁଖ ରାସ୍ତା ଅବରୋଧ କରିବା ଚର୍ଚ୍ଚାର…

3 years ago

ବନ୍ଦ ପ୍ରକୋଷ୍ଠରୁ ୨ ଶିଶୁ ଉଦ୍ଧାର

ପରଜଙ୍ଗ, ୨୮।୧(ଡି.ଏନ.ଏ.): ପାଳିତ ମା’ବାପାଙ୍କ ଦ୍ୱାରା ଅକଥନୀୟ ନିର୍ଯାତନାର ଶିକାର ହୋଇଥିବା ୨ କୋମଳମତି ଶିଶୁଙ୍କୁ ବନ୍ଦ ପ୍ରକୋଷ୍ଠରୁ ଉଦ୍ଧାର କରିଛି ଢେଙ୍କାନାଳ ଜିଲା ପରଜଙ୍ଗ ଥାନା…

3 years ago

‘ଏଚ୍‌ଏସଟିଡିଭି’ ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ, ୨୮ା୧: ଡିଆରଡିଓ ପକ୍ଷରୁ ଧାମରାସ୍ଥିତ ଅବଦୁଲ କଲାମ ଦ୍ୱୀପରୁ ଶୁକ୍ରବାର ଏଚ୍‌ଏସଟିଡିଭି(ହାଇପର୍‌ସୋନିକ ଟେକ୍ନୋଲୋଜି ଡେମନଷ୍ଟ୍ରେଟର ଭେଇକିଲ) କ୍ଷେପଣାସ୍ତ୍ରର ପରୀକ୍ଷଣ ହୋଇଛି। ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ…

3 years ago

ନବୀନ ସର୍ବାଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୧(ବ୍ୟୁରୋ): ଅନ୍ୟ ମୁଖ୍ୟମନ୍ତ୍ରୀମାନଙ୍କୁ ପଛରେ ପକାଇ ନବୀନ ପଟ୍ଟନାୟକ ଦେଶରେ ସବୁଠୁ ଅଧିକ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ଇଣ୍ଡିଆ ଟୁଡେ-ସିଭୋଟର ମୁଡ୍‌ ଅଫ୍‌ ନେଶନ(ଏମ୍‌ଓଟିଏନ୍‌) ଜନମତରେ ନବୀନ…

3 years ago

ଗ୍ରାମସଭା ବର୍ଜନ କଲେ ଜିଲାର ୩୧୭ ସରପଞ୍ଚ

ବଲାଙ୍ଗୀର ଅଫିସ, ୨୮ା୧: ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟକାରୀ କରାଯିବାକୁ ବଲାଙ୍ଗୀର ଜିଲାର ୩୧୭ ଗ୍ରାମ ପଞ୍ଚାୟତରେ ସର୍ଭେ କରାଯାଇଥିଲା। ଏହାର ନୂଆ ତାଲିକା ପ୍ରସ୍ତୁତ ହୋଇଛି।…

3 years ago

ଚନ୍ଦ୍ରଭାଗାରେ ବୁଡ ପକାଇବେ ଶ୍ରଦ୍ଧାଳୁ

ଭୁବନେଶ୍ୱର,୨୭।୧(ବ୍ୟୁରୋ): ଶନିବାର ପବିତ୍ର ମାଘ ସପ୍ତମୀ। କରୋନା କଟକଣା ପରେ ଏଥର ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁ ବୁଡ ପକାଇବେ। ଏଥିପାଇଁ ଚନ୍ଦ୍ରଭାଗାରେ କଡ଼ା ସୁରକ୍ଷା ବ୍ୟବସ୍ଥା…

3 years ago

ପୁଣି ଥରେ ଇଡିରେ ହାଜର ହେଲେ ତାଳଚେର ବିଧାୟକ

ଭୁବନେଶ୍ୱର,୨୭।୧(ବ୍ୟୁରୋ): ତାଳଚେରର ବିଜେଡି ବିଧାୟକ ବ୍ରଜ କିଶୋର ପ୍ରଧାନ ଶୁକ୍ରବାର ପୁଣି ଥରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ବେଆଇନ ଅର୍ଥ କାରବାର ମାମଲାରେ…

3 years ago