ଭୁବନେଶ୍ବର,୨୩ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଲିଖିତ ପୁସ୍ତକ ଏକ୍ଜାମ୍ ଓ୍ବାରିୟର୍ସର ଓଡ଼ିଆ ସଂସ୍କରଣ ଛାତ୍ରୀଛାତ୍ରଙ୍କ ସମେତ ସେମାନଙ୍କ ଅଭିଭାବକମାନଙ୍କ ଲାଗି ମଧ୍ୟ ଏକ ପ୍ରେରଣାଦାୟୀ ପୁସ୍ତକ ହେବ…
ଭୁବନେଶ୍ୱର, ୨୩।୧(ବ୍ୟୁରୋ):ଗୁରୁଚାପ ବଳୟ ପ୍ରଭାବରେ ରାଜ୍ୟରେ ଶୀତ କମିଯାଇଥିବାବେଳେ କୁହୁଡ଼ି ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ପରିଲକ୍ଷିତ…
ହେମଗିର,୨୩।୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ସୀମାନ୍ତ ଛତିଶଗଡ଼ର ଚକ୍ରଧରପୁର ଏକ ଅଘଟଣ ଘଟିଛି। ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଦେବବାହାଲ ଗ୍ରାମର ଦୁଖିରାମ…
ଝାରସୁଗୁଡ଼ା ଅଫିସ୍,୨୨।୧: ଝାରସୁଗୁଡ଼ା ଉପକାରାଗାରରେ ଆଜୀବନ ଜେଲଦଣ୍ଡ ଭୋଗୁଥିବା କଏଦୀ ସୁଶାନ୍ତ ବୁଦୁଲା ଓରଫ ଜଙ୍ଗଲି (୪୨)ଙ୍କ ଜିଲା ମୁଖ୍ୟଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ହୋଇଛି।…
ଝାରସୁଗୁଡ଼ା ଅଫିସ,୨୨।୧: ଦୀର୍ଘ ଅଢ଼େଇ ବର୍ଷ ପରେ ଡ୍ରାଇଭର ଡମ୍ବରୁଧର ପାତ୍ର(୩୯)ଙ୍କ ନିଖୋଜ ମାମଲାର ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି ବନହରପାଲି ଥାନା ପୋଲିସ। ପୋଲିସ ବନ୍ଧବାହାଲ…
ଖୋର୍ଦ୍ଧା ଅଫିସ,୨୨ା୧: ସୋମବାର କୂଅ ଭିତରୁ ନାବାଳକ ଛାତ୍ରଙ୍କ ମୃତଦେହ ମିଳିଛି। ଖୋର୍ଦ୍ଧା ପୁବୁସାହି ଓଲିସିଂହ ଗ୍ରାମର ୧୧ବର୍ଷ ନାବାଳକ ଦିବ୍ୟଜ୍ୟୋତି ବେହେରାଙ୍କ ମୃତଦେହ ରବିବାର ଘର…
ଖୋର୍ଦ୍ଧା ଅଫିସ,୨୨ା୧(.): ଖୋର୍ଦ୍ଧା ଜିଲା ନାଚୁଣୀ ଥାନା ହରିପୁର ଫରେଷ୍ଟ ଜଙ୍ଗଲରୁ ଜଙ୍ଗଲ ମଧ୍ୟରେ ପଡ଼ିଥିବା ଏକ ସୁଟ୍କେସରୁ ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ନାଚୁଣୀ…
ପୁରୀ ଅଫିସ,୨୨।୧: ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଅତ୍ୟଧିକ ମଦ ପିଅନ୍ତି। ମଦ ଛାଡ଼ିବାକୁ କହିବା ପରେ ଅକଥନୀୟ ନିର୍ଯାତନା ଦେଉଥିଲେ। ଗୋଇଠା ଓ ମୁଥ ମାରୁଥିଲେ…
ଭୁବନେଶ୍ୱର, ୨୨।୧(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଐତିହାସିକ ‘ଡାକୋଟା ବିମାନ’ ମାର୍ଚ୍ଚ ୫ରୁ ସର୍ବସାଧାରଣଙ୍କ ନିମନ୍ତେ ପ୍ରଦର୍ଶିତ ହେବ। ବିଜୁ ଜୟନ୍ତୀ…