ରାଜ୍ୟ

ଦେଶରେ ଗଣତନ୍ତ୍ରର ବିଜୟ ହୋଇଛି: ଶରତ

ଭୁବନେଶ୍ବର, ୫ା୮(ସୁନିତ୍‌ ମିଶ୍ର): ଏଆଇସିସି(ଅଖିଳ ଭାରତ କଂଗ୍ରେସ କମିଟି)ର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଉପରେ ହୋଇଥିବା ମାନହାନି ମକଦ୍ଦମାର ଦଣ୍ଡାଦେଶ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଦେଇଛନ୍ତି।…

3 years ago

ମନମୋହନଙ୍କ ନୂଆ ଟିମ୍‌

ଭୁବନେଶ୍ବର, ୫ା୮(ସୁନିତ୍‌ ମିଶ୍ର): ଭାଜପା ରାଜ୍ୟ ସଭାପତି ଭାବେ ଦାୟିତ୍ୱ ନେବାର ୪ ମାସ ପରେ ମନମୋହନ ସାମଲ ଦଳର ନୂଆ ଟିମ୍‌ ଗଠନ କରିଛନ୍ତି। ବହୁ…

3 years ago

୪.୧୧ ଲକ୍ଷ ଲୋକ ପ୍ରଭାବିତ

ଭୁବନେଶ୍ୱର, ୫ା୮(ଅନିଲ ଦାସ): ଲଗାଣ ବର୍ଷା ପ୍ରଭାବରେ ରାଜ୍ୟରେ ସୃଷ୍ଟି ହୋଇଛି ବନ୍ୟା ପରିସ୍ଥିତି। ଏଥିରେ ୨୧ ଜିଲାର ମୋଟ ୧୩୬ ବ୍ଲକର ୧,୮୮୯ ଗଁା, ୨୬…

3 years ago

ସୁବ୍ରତୋ ବାଗ୍‌ଚୀ ଅନୁଷ୍ଠାନ ଦକ୍ଷତା ବୃଦ୍ଧି ମୁଖ୍ୟ ପରାମର୍ଶଦାତା ନିଯୁକ୍ତ

ଭୁବନେଶ୍ୱର,୪ା୮(ଅନିଲ ଦାସ): ସୁବ୍ରତୋ ବାଗ୍‌ଚୀଙ୍କୁ ରାଜ୍ୟ ସରକାରଙ୍କ ଅନୁଷ୍ଠାନ ଦକ୍ଷତା ବୃଦ୍ଧି(ଇନ୍‌ଷ୍ଟିଚ୍ୟୁଶନାଲ କାପାସିଟି ବିଲ୍‌ଡିଂ)ର ମୁଖ୍ୟ ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର…

3 years ago

ଟ୍ରକକୁ ପଛରେ ପିଟିଲା ଟ୍ରକ, ଚାଳକ ଜୀବନ୍ତ ଦଗ୍ଧ

କେନ୍ଦୁଝର,୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅଧୀନ କେନ୍ଦୁଆ ଗ୍ରାମ ନିକଟ ୪୯ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ…

3 years ago

ବିଦ୍ୟାଳୟ ଖୋଲିବା ଦାବିରେ ତେଜିଲା ଆନ୍ଦୋଳନ

ଢେଙ୍କାନାଳ,୪।୮(ରତନ ନାୟାର): ଢେଙ୍କାନାଳ ଜିଲା ସଦର ବ୍ଲକ ବେଲଟିକିରି ଗ୍ରାମ ପଞ୍ଚାୟତ ବନ୍ଧନୂଆଗାଁରେ ୩ ବର୍ଷ ହେଲା ବନ୍ଦ ପଡିଥିବା ପ୍ରାଥମିକ ବିଦ୍ୟାଳୟ ଖୋଲିବା ଦାବିରେ ଶୁକ୍ରବାର…

3 years ago

ଅସୁରକ୍ଷିତ ଅହିରାଜ

ଢେଙ୍କାନାଳ,୪ା୮(ରତନ ନାୟାର): ଢେଙ୍କାନାଳର ବିସ୍ତୀର୍ଣ୍ଣ ସଂରକ୍ଷିତ ଜଙ୍ଗଲରେ କ୍ରମାଗତ ଭାବେ ଅହିରାଜଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଜିଲାର ଶୀତଳ ପରିବେଶ ଏହି ପ୍ରଜାତିର ସର୍ପଙ୍କ ପାଇଁ ବିଶେଷ…

3 years ago

ପୂର୍ବତନ ବ୍ଲକ୍‌ ଅଧ୍ୟକ୍ଷଙ୍କ ଘରେ ସଶସ୍ତ୍ର ଡକାୟତି, ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନାଗହଣା

ହେମଗିରି,୪ା୮(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିରି ବ୍ଲକସ୍ଥିତ ବିଲେଇମୁଣ୍ଡାର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ଏବଂ ବର୍ତ୍ତମାନର ବିଜେଡି ଜିଲା କୃଷକ…

3 years ago

ଜୁଲାଇ ସୁଦ୍ଧା ଖର୍ଚ୍ଚ, ରାଜସ୍ବ ଆଦାୟ ବଢ଼ିଛି

ଭୁବନେଶ୍ୱର,୪ା୮(ଅନିଲ ଦାସ): ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ଗତ ଆର୍ଥିକ ବର୍ଷ ତୁଳନାରେ ଚଳିତ ଆର୍ଥିକ ବର୍ଷର ଜୁଲାଇ ମାସ ସୁଦ୍ଧା ବଜେଟ ଅନୁମୋଦନ ଅର୍ଥର ପ୍ରାୟ…

3 years ago

ଖୋର୍ଦ୍ଧାରେ ୬୪୫ ଡେଙ୍ଗୁ ଆକ୍ରାନ୍ତ ମଧ୍ୟରୁ ରାଜଧାନୀରେ ୬୦୫

ଭୁବନେଶ୍ୱର,୪।୮ (ବନ୍ଦନା ସେଠୀ): ରାଜଧାନୀବାସୀଙ୍କୁ ଏବେ ଡେଙ୍ଗୁ ଭୟ ଘାରିଛି। ପ୍ରତି ୧୦୦ ନମୁନାରୁ ୧୦ ନମୁନା ପଜିଟିଭ ଚିହ୍ନଟ ହେଉଥିବାବେଳେ ଆକ୍ରାନ୍ତଙ୍କ ହାର ଦିନକୁ ଦିନ…

3 years ago