ରାଜ୍ୟ

ଯୁକ୍ତ୨ କଳା, ବାଣିଜ୍ୟ କରେସପଣ୍ଡେନ୍ସ କୋର୍ସ ନାମଲେଖା, ୨୧ରୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): ଯୁକ୍ତ୨ ପ୍ରଥମ ବର୍ଷ କଳା ଓ ବାଣିଜ୍ୟ ଆନୁଷଙ୍ଗିକ ବିଷୟ(କରେସପଣ୍ଡେନ୍ସ କୋର୍ସ)ରେ ନାମଲେଖା ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ପ୍ରକ୍ରିୟା ଆସନ୍ତା ୨୧ ତାରିଖରୁ…

3 years ago

୧୯ରୁ ଏଲ୍‌ଆର୍‌ପି ଏଣ୍ଡ୍‌-ଟର୍ମ

ଭୁବନେଶ୍ୱର, ୧୫।୧୨(ବ୍ୟୁରୋ): କରୋନା ଯୋଗୁ ଶିକ୍ଷାଦାନ ବାଧାପ୍ରାପ୍ତ ହୋଇଥିଲା। ତେଣୁ ସ୍କୁଲ ଖୋଲିବା ପରେ ପିଲାଙ୍କ ଦକ୍ଷତା ମାପିବା ପାଇଁ ରାଜ୍ୟ ସରକାର ଲର୍ନିଂ ରିକଭରି ପ୍ରୋଗ୍ରାମ(ଏଲ୍‌ଆର୍‌ପି)…

3 years ago

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ; ଜଗି ରହିଛନ୍ତି ସାଥୀ

ଦେବଗଡ଼,୧୫।୧୨(ଡି.ଏନ୍‌.ଏ.): ଦେବଗଡ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ଖିଲବେରେଣି ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ବିଦ୍ୟୁତ ସଂସ୍ପର୍ଶରେ ଆସି ଏକ ମାଈ ହାତୀର ମୃତ୍ୟୁ ଘଟିଛି। ୧୭…

3 years ago

ଘରେ ରୋଷେଇ କରିବା ବେଳେ ଗୁଳି କରି ଦୁର୍ବୃତ୍ତ ଫେରାର, ମହିଳା ଗୁରୁତର

ଦେବଗଡ଼,୧୫।୧୨(ଡି.ଏନ୍‌.ଏ.): ଦେବଗଡ଼ ଜିଲା ବାରକୋଟ ଥାନା କଦୋଗୁଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବୁଧବାର ରାତିରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଜଣେ ମହିଳା ଗୁରୁତର ହୋଇଛନ୍ତି।…

3 years ago

ରାଜ୍ୟରେ ଲାଗୁ ହେବ ଆଧାର ସଂଯୋଗ ‘ଲର୍ନର ଲାଇସେନ୍ସ’ ବ୍ୟବସ୍ଥା

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ରାଜ୍ୟରେ ଆଧାର ସଂଯୋଗ ଲର୍ନର ଲାଇସେନ୍ସ ବ୍ୟବସ୍ଥା କାର୍ଯ୍ୟକାରୀ ହେବ। ଏ ନେଇ ବୁଧବାର ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ରାଜ୍ୟ ପରିବହନ କମିଶନରଙ୍କୁ…

3 years ago

ବାହାର ରାଜ୍ୟରୁ ଆସୁଛି ନକଲି ଔଷଧ: ୧୨ ବିତରକଙ୍କ ବିରୋଧରେ ମାମଲା ରୁଜୁ

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): ରାଜ୍ୟରେ ନକଲି ମେଡିସିନ କାରବାର ବଢ଼ି ଚାଲିଛି। ବାହାର ରାଜ୍ୟରୁ ନକଲି ଔଷଧ ଆସୁଛି। ଇତି ମଧ୍ୟରେ କଟକରେ ୬ଟି, ଝାରସୁଗୁଡାରେ ୨ ଏବଂ…

3 years ago

ଇଡିରେ ହାଜର ହେଲେ ଆକାଶ ପାଠକ

ଭୁବନେଶ୍ୱର, ୧୪।୧୨(ବ୍ୟୁରୋ): ଟାଟା କମ୍ପାନୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଜେଲ୍‌ ଯାଇ ଜାମିନ୍‌ରେ ଆସିଥିବା ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକ…

3 years ago

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଶିଶୁକନ୍ୟାଙ୍କ ଜୀବନ

ସୋରଡ଼ା,୧୪ା୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ହିଞ୍ଜୋଳକୁଦା ପଞ୍ଚାୟତ ତାକରଡ଼ା ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି। ମାମୁ ଘରକୁ ବୁଲି ଆସିଥିବା ୨…

3 years ago

ହାତୀ ମୃତ୍ୟୁ ମାମଲା: ବନ୍ଧା ହେଲେ ୩ ବନ କର୍ମଚାରୀ

ବାରିପଦା ଅଫିସ,୧୪।୧୨: ଶିମିଳିପାଳ ଅଭୟାରଣ୍ୟ ଜେନାବିଲ ରେଞ୍ଜରେ ହାତୀ ମୃତ୍ୟୁ ମାମଲାରେ କାର୍ଯ୍ୟାନୁଷ୍ଠାନ। ନିଲମ୍ବନ ପରେ ୩ ଜଣ ବନ କର୍ମଚାରୀଙ୍କୁ ଗିରଫ କରାଯାଇଛି । ଗିରଫ…

3 years ago

ଶ୍ରଦ୍ଧାଞ୍ଜଳିଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ବହୁ ଚର୍ଚ୍ଚିତ ମହିଳା ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା। ଏହି ମାମଲାରେ ଇଡିକୁ ତଦନ୍ତରେ ସହଯୋଗ କରିବାକୁ ଶ୍ରଦ୍ଧାଞ୍ଜଳିଙ୍କୁ…

3 years ago