ରାଜ୍ୟ

‘ଗୁଣାତ୍ମକ ସେବାକୁ ଗୁରୁତ୍ୱାରୋପ’

ମ୍ୟାନେଜ୍‌ମେଣ୍ଟ ପାଠପଢ଼ା ସାରି ବାପା ସୁରେଶ ଚନ୍ଦ୍ର ଅଗ୍ରଓ୍ବାଲଙ୍କ ଦ୍ୱାରା ପ୍ରତିଷ୍ଠିତ ବ୍ୟବସାୟକୁ ସମ୍ଭାଳିବା ସହ ଉକ୍ତ ବ୍ୟବସାୟକୁ ଠିକ୍‌ଭାବେ ଚଳାଇ ଅନେକ ସଫଳତା ହାସଲ କରିଛନ୍ତି।…

3 years ago

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ୧୧ ଏମ୍‌ଓୟୁ ସ୍ବାକ୍ଷରିତ

ଭୁବନେଶ୍ବର, ୩ା୩(ବ୍ୟୁରୋ):କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ତାଙ୍କର ଅଷ୍ଟ୍ରେଲିଆ ପ୍ରତିପକ୍ଷ ଜେସନ କ୍ଲେର୍‌ଙ୍କ ମଧ୍ୟରେ ଗୁରୁବାର ନୂଆଦିଲ୍ଲୀଠାରେ ୧୧ଟି ଏମ୍‌ଓୟୁ ସ୍ବାକ୍ଷରିତ ହୋଇଛି। ଉଭୟ ଦେଶ…

3 years ago

୭ କୋଟିର ନକଲି ଔଷଧ ଜବତ

ଭୁବନେଶ୍ୱର,୩ା୩(ବ୍ୟୁରୋ):ରାଜ୍ୟର ବିଭିନ୍ନ ସ୍ଥାନରୁ ନକଲି ଔଷଧ ଜବତ ହେଉଛି। ଏହା କେଉଁଠୁ ଆସୁଛି ତାହା ଜାଣିବା ପାଇଁ ଓଡ଼ିଶା ସରକାର ଉତ୍ତରପ୍ରଦେଶ ସରକାରଙ୍କ ସହାୟତା ଲୋଡ଼ିଥିଲେ। ଓଡ଼ିଶା…

3 years ago

ଫେବୃୟାରୀରେ ଓଡ଼ିଶାର ଜିଏସ୍‌ଟି ସଂଗ୍ରହରେ ୪୦% ବୃଦ୍ଧି

ଭୁବନେଶ୍ୱର,୩ା୩(ବ୍ୟୁରୋ): ଚଳିତ ଆର୍ଥିକ ବର୍ଷର ଫେବୃୟାରୀରେ ରାଜ୍ୟ ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଓ ସମନ୍ବିତ ଜିଏସ୍‌ଟି ଫଇସଲା ବାବଦକୁ ଓଡ଼ିଶା ପାଇଥିବା ଜିଏସ୍‌ଟି ରାଜସ୍ବରେ…

3 years ago

କଟକରେ ପୋଲିସ-ଅପରାଧୀ ଗୁଳି ବିନିମୟ: ଶଙ୍କର ଆହତ, ବନ୍ଧୁକ-ଗୁଳି ଜବତ

କଟକ ଅଫିସ,୨ା୩: କଟକ ଜିଲା ବିଡ଼ାନାସୀ ଥାନା ଅଧୀନ ଭୁଆସୁଣି ପଡ଼ିଆରେ ଗୁରୁବାର ରାତି ପ୍ରାୟ ସାଢେ ୮ଟାରେ ପୋଲିସ-ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ…

3 years ago

ଭୁବନେଶ୍ୱରରେ ପହଞ୍ଚିଲା ପିଣ୍ଟୁ ନନ୍ଦଙ୍କ ପାର୍ଥୀବ ଶରୀର

ଭୁବନେଶ୍ୱର,୨।୩(ବ୍ୟୁରୋ): ଅଭିନେତା ପିଣ୍ଟୁ ନନ୍ଦଙ୍କ ପାର୍ଥୀବ ଶରୀର ଗୁରୁବାର ରାତିରେ ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିଛି। ବର୍ତ୍ତମାନ ମୃତଦେହକୁ ଏକ ଘରୋଇ ହସ୍ପିଟାଲର ଶବଗୃହରେ ରଖାଯିବ। ଶୁକ୍ରବାର ଶେଷ…

3 years ago

ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ

ଭୁବନେଶ୍ୱର,୨।୩(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଭୁବନେଶ୍ୱର-ପୁଣେ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ପକ୍ଷୀ ପିଟି ହୋଇଛି। ଫଳରେ ବିମାନଟି ଜରୁରୀ ଅବତରଣ କରିଛି। ଉଡାଣ ଭରୁଥିବା…

3 years ago

ପରୀକ୍ଷା ଦେଇ ଫେରୁଥିବାବେଳେ ଯୁକ୍ତ ଦୁଇ ଛାତ୍ରୀଙ୍କ ଗଳା କାଟିଲେ ଯୁବକ

ଭୁବନେଶ୍ୱର,୨।୩(ବ୍ୟୁରୋ): ପରୀକ୍ଷା ଦେଇ ଫେରୁଥିବାବେଳେ ଜଣେ ଯୁକ୍ତ ଦୁଇ ଛାତ୍ରୀଙ୍କ ଗଳା କାଟିଲେ ଯୁବକ। ଏଭଳି ଘଟଣା ରାୟଗଡା ଜିଲା ଗୁଣୁପୁର ଅଞ୍ଚଳରେ ଘଟିଛି। ତେବେ ଛାତ୍ରୀଙ୍କୁ…

3 years ago

ବିଜୁବାବୁଙ୍କ ପ୍ରିୟ ବିମାନ ‘ଡାକୋଟା’ର କଳାକୃତି ନିର୍ମାଣ କଲେ ଛତ୍ରପୁର ଆଇଟିଆଇ ଛାତ୍ରୀଛାତ୍ର

ଛତ୍ରପୁର,୨ା୩(ଡି.ଏନ୍‌.ଏ.): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଓ ତାଙ୍କ ପ୍ରିୟ ବିମାନ ଡାକୋଟାକୁ ବିଭିନ୍ନ ଅଦରକାରୀ ଲୁହା ସାମଗ୍ରୀରେ ନିର୍ମାଣ କରିଛନ୍ତି ଗଞ୍ଜାମ ଜିଲା ଛତ୍ରପୁର ଆଇଟିଆଇର…

3 years ago

‘ମା’ମାନଙ୍କ ଆତ୍ମବିଶ୍ୱାସ ମିଶନଶକ୍ତିକୁ ୧ ନଂ କରାଇଛି’

ଭୁବନେଶ୍ୱର,୨ା୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଲୋକସେବା ଭବନସ୍ଥିତ କନ୍‌ଭେନସନ୍‌ ହଲରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସହରାଞ୍ଚଳରେ କାମ କରୁଥିବା ୮ ହଜାର ମିଶନଶକ୍ତି ଗୋଷ୍ଠୀ ସହଭାଗୀଙ୍କୁ…

3 years ago