ଭୁବନେଶ୍ୱର,୨୪ା୧୧(ବ୍ୟୁରୋ): ଗୁରୁବାରଠାରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନ ଡିସେମ୍ବର ୩୧ ତାରିଖ ଯାଏ ଚାଲିବ। ଏଥିରେ ମୋଟ ୩୨ଟି କାର୍ଯ୍ୟ ଦିବସ ରହିଛି।…
ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ଆଉ ୭,୫୪୦ ଶିକ୍ଷକ ନିଯୁକ୍ତ ହେବେ । ନିଯୁକ୍ତି ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଓଏସ୍ଏସ୍ସି ଓ୍ବେବସାଇଟ୍ରେ ଏହି ନିଯୁକ୍ତି ସଂକ୍ରାନ୍ତୀୟ ବିଜ୍ଞାପନ…
ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ଆସନ୍ତା ବର୍ଷ ଜାନୁୟାରୀ ୧୩ରୁ ଓଡ଼ିଶାରେ ଆରମ୍ଭ ହେବ ହକି ବିଶ୍ୱକପ୍। ଏଥିଲାଗି ଦର୍ଶକ ଭାବେ ପ୍ରଥମ ଟିକେଟ୍ କିଣିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ହକି…
ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ବୁଧବାର ଇଡି କାର୍ଯ୍ୟାଳୟରେ ପହଞ୍ଚିଛନ୍ତି କ୍ୟାପିଟାଲ ହସ୍ପିଟାଲର ଡାକ୍ତରୀ ଟିମ୍।ଏହି ଟିମ୍ ଆସିଥିବାରୁ ଲେଡି ବ୍ଲାକ୍ ମେଲର ଅର୍ଚ୍ଚନା ନାଗ୍ ମାମଲାରେ କାହାକୁ ଗିରଫ କରାଯାଇପାରେ…
ସମ୍ବଲପୁର ଅଫିସ,୨୩।୧୧: ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ। ନାଗରିକ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସ୍ବତନ୍ତ୍ର ରାଜ୍ୟ, ପଶ୍ଚିମ ଓଡିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା, ସମ୍ବଲପୁରୀ ଭାଷାକୁ…
ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ବିଧାନସଭା ଶୀତକାଳୀନ ଅଧିବେଶନ ଗୁରୁବାରଠୁ ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ବିଧାନସଭାରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଡିଜିପି ସୁନୀଲ ବଶଂଲ ବୁଧବାର ସୁରକ୍ଷା…
ବାରିପଦା ଅଫିସ,୨୩।୧୧: ପ୍ରାକ୍ତନ ମନ୍ତ୍ରୀ ଗୋଲକ ବିହାରୀ ନାଏକଙ୍କ ବୁଧବାର ପରଲୋକ ଘଟିଛି । ସେ ଦୀର୍ଘ ଦିନ ଧରି କିଡ଼ନୀ ରୋଗରେ ଚିକିତ୍ସିତ ହେଉଥିଲେ। ବୁଧବାର…
ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା କ୍ରମାଗତ ଦ୍ୱିତୀୟ ଦିନରେ ଇଡିରେ ହାଜର ହୋଇଛନ୍ତି। ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ମାମଲାରେ ଅକ୍ଷୟ ପରିଜାଙ୍କୁ ନୋଟିସ କରିଥିଲା…
ଧରିତ୍ରୀ ପକ୍ଷରୁ ଆସନ୍ତା ୨୪ ତାରିଖରେ ଭୁବନେଶ୍ୱରଠାରେ ଯୁବ ସମ୍ମିଳନୀ(ୟୁଥ୍ କନ୍କ୍ଲେଭ) ଅନୁଷ୍ଠିତ ହେବାକୁ ଯାଉଛି। ‘କ୍ଲାଇମେଟ୍ ଚେଞ୍ଜ: ଦି ପାଓ୍ବାର ଅଫ୍ ୟୁଥ୍’ ବିଷୟବସ୍ତୁ ଉପରେ…