ରାଜ୍ୟ

ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ବୁଧବାର ଶିକ୍ଷା ପୁରସ୍କାର ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ପାଠପଢ଼ାରେ ଏକ ପ୍ରତିଯୋଗିତାମୂଳକ ମନୋଭାବ ସୃଷ୍ଟି ହେବ ବୋଲି ମୁଖ୍ୟମନ୍ତ୍ରୀ…

3 years ago

ଆସନ୍ତା ସପ୍ତାହରୁ ମିଳିବ ବାବା ଧବଳେଶ୍ୱରଙ୍କ ଦର୍ଶନ

କଟକ ଅଫିସ,୧୬ା୧୧: ଆସନ୍ତା ସପ୍ତାହରୁ ବାବା ଧବଳେଶ୍ୱରଙ୍କୁ ସାଧାରଣ ଲୋକେ ଦର୍ଶନ କରିପାରିବେ। ଏନେଇ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଉଥିବା ସୂଚନା ମିଳିଛି। ଡଙ୍ଗାରେ ଭକ୍ତମାନେ ନଦୀ…

3 years ago

ଘରୁ ଆରମ୍ଭ ହେଉ ପରିବେଶ ସୁରକ୍ଷା

କ୍ଲାଇମେଟ୍‌ ଚେଞ୍ଜ:ଦି ପାୱାର ଅଫ୍‌ ୟୁଥ୍‌ ଜଳବାୟୁପରିବର୍ତ୍ତନ ସାରା ବିଶ୍ୱ ପାଇଁ ଆହ୍ବାନ ସୃଷ୍ଟି କରିଥିବାବେଳେ ଯୁବପିଢ଼ି କିପରି ଏ ଦିଗରେ ସଚେତନ ହେବେ ସେଥିପାଇଁ ‘ଧରିତ୍ରୀ’…

3 years ago

ମରୁଡ଼ି ସହାୟତା ଘୋଷଣା ପ୍ରଚାର ସର୍ବସ୍ବ: ଜୟନାରାୟଣ

ଭୁବନେଶ୍ବର,୧୬ା୧୧(ବ୍ୟୁରୋ): ପଦ୍ମପୁର ଉପନିର୍ବାଚନ ସମୟରେ ମଙ୍ଗଳବାର ତରବରିଆ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯେଉଁ ସବ୍‌ସିଡି ଘୋଷଣା କରିଛନ୍ତି, ଏହା ପ୍ରଚାର ସର୍ବସ୍ବ। ସରକାରଙ୍କ ଦିନରେ ଲଣ୍ଠନ…

3 years ago

ଚାଷୀଙ୍କ ସମସ୍ୟା ସମାଧାନ ନ ହେବା ଯାଏଁ ଆନ୍ଦୋଳନ: ଭାଜପା

ଭୁବନେଶ୍ବର, ୧୬ା୧୧(ବ୍ୟୁରୋ): ମୁଣ୍ଡ ଉପରେ ପଦ୍ମପୁର ଉପନିର୍ବାଚନ ଥିବାବେଳେ ଏଠାରେ ବାଜିମାତ୍‌ କରିବାକୁ ବିଜେଡି ଏବଂ ଭାଜପା ଚାଷୀ ପ୍ରସଙ୍ଗକୁ ଢାଲ କରିଛନ୍ତି। ପ୍ରଧାନମନ୍ତ୍ରୀ ଫସଲ ବୀମା…

3 years ago

ମଶା ଦାଉରେ କଲବଲ ରାଜଧାନୀବାସୀ

ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମାଞ୍ଚଳରେ ଏବେ ମଶାଙ୍କ ପ୍ରାର୍ଦୁଭାବ ବଢ଼ିଚାଲିଛି। କେବଳ ରାତିରେ ନୁହେଁ, ଦିନରେ ବି ମଶାଙ୍କ ଦୌରାତ୍ମ୍ୟ ଶୁଆଇ ବସାଇ ଦେଉନାହିଁ। ଅପରାହ୍ନ…

3 years ago

‘ଅକ୍ଷର’ ପାଇଁ ବାଟ ଫିଟିଲା

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ବହୁ ଆଲୋଚନା ପରେ ୪ର୍ଥ ରାଜ୍ୟ ପୁସ୍ତକ ମେଳା ‘ଅକ୍ଷର’ ହେବା ନେଇ ମଙ୍ଗଳବାର ନିଷ୍ପତ୍ତି ହୋଇଛି। ପୂର୍ବ ନିର୍ଦ୍ଧାରିତ ସମୟ ଓ ସ୍ଥାନରେ ପୁସ୍ତକ…

3 years ago

ଆଉ ବଢ଼ି ନ ପାରେ ଅବଧି

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ୨୦୧୯ ଏପ୍ରିଲ ପହିଲା ପୂର୍ବରୁ ପଞ୍ଜୀକୃତ ହୋଇଥିବା ଯେଉଁ ସବୁ ଗାଡିର ଶେଷ ନମ୍ବର ୧,୨,୩,୪ ହୋଇଥିବ ସେହି ଯାନବାହନଗୁଡ଼ିକର ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ୍‌ ପ୍ଲେଟ୍‌…

3 years ago

୧୮ ଶିଳ୍ପ ପ୍ରକଳ୍ପ ଅନୁମୋଦିତ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ରାଜ୍ୟରେ ଶିଳ୍ପାୟନର ବିକାଶ ପାଇଁ ପ୍ରକଳ୍ପ ନିର୍ଦ୍ଧାରଣ ନିମନ୍ତେ ବିଭିନ୍ନ ବିଭାଗରୁ ବରିଷ୍ଠ ବୈଷୟିକ ଅଧିକାରୀ ଏବଂ କଳିଙ୍ଗନଗର, ପାରାଦୀପ, ଝାରସୁଗୁଡ଼ା ଓ ରାୟଗଡ଼ା ଶିଳ୍ପାଞ୍ଚଳରୁ…

3 years ago

‘କିଛି ବିଦେଶୀ ଶକ୍ତି ରାଜ୍ୟ ସମ୍ପଦ ଲୁଟ୍‌ କରିବାକୁ ଚାହୁଁଛନ୍ତି’

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ): ଧାମନଗର ଉପନିର୍ବାଚନରେ ପରାଜୟ ପରେ ବିଜେଡିରେ ଅସନ୍ତୋଷ କୁହୁଳିବାରେ ଲାଗିଛି। ବର୍ଷ ବର୍ଷ ଧରି ବିଭିନ୍ନ ପଦବୀରେ ଥିବା ପୁରୁଖା ନେତାମାନଙ୍କୁ ଦଳ ଅଣଦେଖା କରୁଥିବା…

3 years ago