ରାଜ୍ୟ

ବିନା ଲାଇସେନ୍ସରେ ଚାଲିଛି କରତକଳ

ଗୋପ,୨୭।୧୦(ଡି.ଏନ୍‌.ଏ.): ପୁରୀ ଜିଲା ଗୋପ ବ୍ଲକ ଏବେ କାଠମାଫିଆଙ୍କ ପେଣ୍ଠସ୍ଥଳୀ ପାଲଟିଛି। ଗୋପ ବ୍ଲକ ଅଞ୍ଚଳରେ ଦିନକୁଦିନ ବେଆଇନ ଭାବେ କରତକଳ ବଢୁଥିବାରୁ ଏହି କାଠମାଫିଆମାନେ ବେଧଡ଼କ…

3 years ago

୨୮ରେ ସକାଳ ୮ରୁ ଦିନ ୧ଟା ପର୍ଯ୍ୟଟକଙ୍କୁ ଧଉଳି ମନା

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ଶାନ୍ତିସ୍ତୂପ ଧଉଳିର ୫୦ବର୍ଷ ପୂର୍ତ୍ତି ଉପଲକ୍ଷେ ଆସନ୍ତା ୨୮ତାରିଖରେ ସୁବର୍ଣ୍ଣ ଜୟନ୍ତୀ ପାଳନ କରାଯିବ। ଏହି ଅବସରରେ ଦେଶ ବିଦେଶରୁ ବହୁ ବୌଦ୍ଧ ଭିକ୍ଷୁ, ସାଧୁ…

3 years ago

ଡ.ଗୌରହରି ଦାସଙ୍କୁ ୪୩ତମ ଶାରଳା ପୁରସ୍କାର

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ସମାଜରେ କଳାକାର, ଲେଖକଙ୍କ ପ୍ରତି ପୁରସ୍କାର ହେଉଛି ଏକ କୃତଜ୍ଞତା। ଏହା ସୃଜନଶୀଳତା ପ୍ରତି ବିଶ୍ୱାସ ଆଣିବା ସହ ଉକ୍ତ ବ୍ୟକ୍ତିଙ୍କ ପ୍ରତି ଦାବି ଆଣିଥାଏ…

3 years ago

ଖଣ୍ଡଗିରି ପାଦଦେଶରେ ଅଳିଆ ପାହାଡ଼

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ସ୍ମାର୍ଟସିଟି ଭୁବନେଶ୍ୱରକୁ ସ୍ବଚ୍ଛ ତଥା ସୁନ୍ଦର କରିବା ପାଇଁ ବିଭିନ୍ନ ଯୋଜନା ହାତକୁ ନିଆଯାଉଛି। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ପର୍ଯ୍ୟଟନସ୍ଥଳିଗୁଡ଼ିକୁ ଆକର୍ଷଣୀୟ କରାଯାଉଛି। ହେଲେ…

3 years ago

କାନ୍ଥରେ, ଗଛରେ ପୋଷ୍ଟର ମାରିଲେ ଜରିମାନା

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ବଚ୍ଛ ଓ ସୁନ୍ଦର କରିବା ପାଇଁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଅନ୍ୟପଟେ ସହରବାସୀ ଏଥିରେ ସହଯୋଗ କରିବା…

3 years ago

ଓଆରଏଚଡିସି ଦୁର୍ନୀତି ମାମଲା: ବିନୋଦ କୁମାରଙ୍କୁ ଅନ୍ତରୀଣ ଜାମିନ

କଟକ ଅଫିସ,୨୭।୧୦: ଓଆରଏଚଡିସି ଦୁର୍ନୀତି ମାମଲାରେ ପୂର୍ବତନ ଆଇଏଏସ୍‌ଅଧିକାରୀ ବିନୋଦ କୁମାରଙ୍କୁ ହାଇକୋର୍ଟ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ଓଡ଼ିଶା ଗୃହ ନିର୍ମାଣ ଏବଂ ଉନ୍ନୟନ…

3 years ago

ଏଟିଏମ୍‌ ଭାଙ୍ଗି ଲୁଟ୍‌ ମାମଲାର ପର୍ଦ୍ଦାଫାଶ: ୩ ଗିରଫ, ୪ ଫେରାର

ଢେଙ୍କାନାଳ ଅଫିସ,୨୭ା୧୦: ଢେଙ୍କାନାଳ ଜିଲା ଗଁଦିଆ ଥାନା ବରପଦା ଶ୍ରୀରାମଚନ୍ଦ୍ର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ଥିବା ଷ୍ଟେଟ୍‌ବ୍ୟାଙ୍କ ଅଫ୍‌ ଇଣ୍ଡିଆର ଏକ ଏଟିଏମ୍‌କୁ ଗତ ୩ ତାରିଖ…

3 years ago

କଫି ଚାଷୀ କ୍ଷତିରେ

କୋରାପୁଟ ଅଫିସ୍‌, ୨୭।୧୦: ଇଟାଲିର ଇଲି କାଫେ, ଆମେରିକାର ଷ୍ଟାରବକ୍ସ ଭଳି ନାମୀଦାମୀ ବ୍ରାଣ୍ଡ୍‌ ସହ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇଲାଣି କୋରାପୁଟ କଫି। ହେଲେ ଏହାର ମାନ ବୃଦ୍ଧି…

3 years ago

ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୪୧ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ୨୪ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୭ ଲୋକାଲ କେସ୍‌ ରହିଛି।…

3 years ago

ଡାକ୍ତର ପରିଚୟ ଦେଇ ଚିକିତ୍ସା କରୁଥିଲେ କ୍ୱାକ୍‌, ଶେଷରେ ହେଲେ ବନ୍ଧା

ଦେବଗଡ଼,୨୬ା୧୦(ଡି.ଏନ୍‌.ଏ.): ଦେବଗଡ଼ ଆଦର୍ଶ ଥାନା ପୋଲିସ ବୁଧବାର କଦମ୍ବଦର୍ହ ଗ୍ରାମରୁ ଜଣେ କ୍ୱାକ୍‌(ନକଲି ଡାକ୍ତର)ଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ଲକ୍ଷାଧିକ ଟଙ୍କାର ଔଷଧ ଜବତ…

3 years ago