ରାଜ୍ୟ

ସମୁଦ୍ରରେ ୨ ମାଛଧରା ବୋଟ୍‌ ନିଖୋଜ: ୧୩ ମତ୍ସ୍ୟଜୀବୀଙ୍କ ପତ୍ତା ମିଳୁନି

ପାରାଦୀପ,୧୬ା୧(ସ୍ବ.ପ୍ର.): ପାରାଦୀପ ମାଛଧରାବନ୍ଦର ପରିସରରୁ ସମୁଦ୍ରକୁ ଯାଇଥିବା ଦୁଇଟି ମାଛଧରା ବୋଟ ରବିବାର ନିଖୋଜ ହୋଇଯାଇଛି। ସେମାନଙ୍କୁ ଉଦ୍ଧାର ପାଇଁ ମତ୍ସ୍ୟ ବିଭାଗ ପକ୍ଷରୁ ରାତିରେ କୋଷ୍ଟଗାର୍ଡ…

3 years ago

ଭିତ୍ତିଭୂମି ଶେୟାର କରିପାରିବେ ଉଚ୍ଚ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୧୬।୧(ବ୍ୟୁରୋ):କେନ୍ଦ୍ର ସରକାର ଉଚ୍ଚ ଶିକ୍ଷାନୁଷ୍ଠାନରେ ଭିତ୍ତିଭୂମି ସୁଦୃଢ଼ ଉପରେ ଗୁରୁତ୍ୱ ଦେଉଥିବାବେଳେ ଦେଶର ଅଧିକାଂଶ ଉଚ୍ଚ ଶିକ୍ଷାନୁଷ୍ଠାନରେ ଏବେ ବି ଆବଶ୍ୟକ ଭିତ୍ତିଭୂମି ନାହିଁ। ଏହାକୁ…

3 years ago

୯ ଜିଲାକୁ ଘନ କୁହୁଡ଼ି ସତର୍କତା

ଭୁବନେଶ୍ୱର, ୧୬।୧(ବ୍ୟୁରୋ):ରାଜ୍ୟରେ ଏବେ ଶୀତ କମିଥିଲେ ମଧ୍ୟ କୁହୁଡ଼ି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ରବିବାର ସକାଳ ପ୍ରାୟ ୮ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖାଯାଇଥିଲା।…

3 years ago

ଓଡ଼ିଶାକୁ ୯.୫୯ ଲକ୍ଷ ଗୃହ ମଞ୍ଜୁର

ଭୁବନେଶ୍ବର,୧୬ା୧(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍‌ଏୱାଇ)କୁ ନେଇ କେନ୍ଦ୍ର-ରାଜ୍ୟ ମଧ୍ୟରେ ଦୀର୍ଘଦିନ ହେବ ମୁହଁାମୁହିଁ ସ୍ଥିତି ଲାଗି ରହିଥିଲା। ଏଥିଯୋଗୁ ହିତାଧିକାରୀଙ୍କୁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେବାକୁ…

3 years ago

ମଧ୍ୟପ୍ରଦେଶରୁ ୱେବ୍‌ ଏକ୍ସପର୍ଟ ଗିରଫ

ଭୁବନେଶ୍ୱର,୧୬।୧(ବ୍ୟୁରୋ):ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଗୁଜରାଟ, କର୍ନାଟକ, ଆନ୍ଧ୍ରପ୍ରଦେଶ ଆଦି ବିଭିନ୍ନ ରାଜ୍ୟରେ ଜାଲ ବିଛାଇ ପ୍ରାୟ ୫୦ ହଜାର ଚାକିରି ଆଶାୟୀଙ୍କଠାରୁ ବହୁ କୋଟି ଟଙ୍କା ଠକେଇ…

3 years ago

ଭାଜପା ନେତାଙ୍କୁ ଦେଉଥିଲେ ହତ୍ୟା ଧମକ: ଓଡ଼ିଆ ଯୁବକଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ପାରଳାଖେମୁଣ୍ଡି,୧୫ା୧(ଡି.ଏନ୍‌.ଏ): ଭାଜପା ନେତା ଏବଂ ମନ୍ତ୍ରୀଙ୍କୁ ଧମକପୂର୍ଣ୍ଣ ମେସେଜ ଓ କଲ୍‌ କରିବା ଅଭିଯୋଗରେ ମୁମ୍ବାଇ ପୋଲିସ ଜଣେ ଓଡ଼ିଆ ଯୁବକଙ୍କୁ ଗିରଫ କରିଛି। ସେ ହେଲେ…

3 years ago

ଆଇଆଇସିଙ୍କ ନାଁରେ ଫେକ୍‌ ଆକାଉଣ୍ଟ: ଯୁବକ ହରାଇଲେ ୬୧୦୦୦ ଟଙ୍କା

ସୋରଡ଼ା,୧୫ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ନୂଆଁଗଡ଼ ଗ୍ରାମର ଜିତେନ୍ଦ୍ର ଦାସଙ୍କ ଫେସ୍‌ବୁକ୍‌କୁ ଆଇଆଇସି ପ୍ରଭାତ ସାହୁଙ୍କ ନାଁରେ ମେସେଜ ଆସିଥିଲା ଯେ, ବୁଧବାର ମୋର ଜଣେ…

3 years ago

ପକ୍କାଘର ଆବଣ୍ଟନକୁ ନେଇ ବିଜେଡି-ଭାଜପା ମୁହାଁମୁହିଁ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜ୍ୟରେ ବାଦ୍‌ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇବା ପାଇଁ ପ୍ରାୟ ତିନି ବର୍ଷ କାଳ ରାଜ୍ୟ ସରକାର କେନ୍ଦ୍ର ନିକଟରେ…

3 years ago

ଢାବାରେ ଫୁଟିଲା ଗୁଳି, ଜଣେ ଗୁରୁତର

ସାରସକଣା,୧୫।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧିନସ୍ଥ ଜାମଶୋଳା ନିକଟ ଏକ ଢାବାରେ ଶନିବାର ବିଳମ୍ବିତ ରାତି ପ୍ରାୟ ୧ଟା ସମୟରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ…

3 years ago

ଉଭେଇଗଲା ଶୀତ

ଭୁବନେଶ୍ୱର,୧୫।୧(ବ୍ୟୁରୋ):ଚଳିତ ବର୍ଷ ଶୀତ ଉଭେଇଗଲା। ଅଳ୍ପ କେଇ ଦିନ ଟିକେ ଝଟକା ଦେଖାଇ ଗାଏବ ହୋଇଯାଇଛି। ଆଗାମୀ ଦିନରେ ମଧ୍ୟ ଶୀତ ବଢ଼ିବା ନେଇ କୌଣସି ସୂଚନା…

3 years ago