ରାଜ୍ୟ

କମୁଛି ସଂକ୍ରମଣ: ଆଜି ରାଜ୍ୟରୁ ୪୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରାଜ୍ୟରୁ ସୋମବାର ୪୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୫,୫୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

4 years ago

ଗଡ଼ିଲା ପ୍ରଥମ ଆଲୁମିନିୟମ ପଣ୍ୟବାହୀ ରେଳ ରେକ୍‌

ଭୁବନେଶ୍ୱର, ୧୭।୧୦ (ବ୍ୟୁରୋ): ଭାରତର ପ୍ରଥମ ଆଲୁମିନିୟମ ପଣ୍ୟବାହୀ ରେଳ ରେକ୍‌ (ଓ୍ବାଗନ) ଓଡ଼ିଶାରୁ ଗଡ଼ିିଛି। ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା କେନ୍ଦ୍ରମନ୍ତ୍ରୀ…

4 years ago

୨୦୨୩ ମାର୍ଚ୍ଚରେ ରାଜ୍ୟର ୮ ସହରରେ ମିଳିବ ୫ଜି ସେବା

ଭୁବନେଶ୍ୱର,୧୭ା୧୦ (ବ୍ୟୁରୋ): ଆସନ୍ତା ବର୍ଷ ଓଡ଼ିଶାରେ ୫ଜି ସେବା ଆରମ୍ଭ କରାଯିବ। ୨୦୨୩ ମାର୍ଚ୍ଚ ଶେଷ ସୁଦ୍ଧା ପ୍ରଥମ ପର୍ଯ୍ୟାୟରେ ୨ଶହଟି ବଡ଼ ବଡ଼ ସହରରେ ଏହି…

4 years ago

‘ଓଡ଼ିଶା ଦେଶର ଟେକ୍ନୋଲୋଜି ରିସୋର୍ସ ହବ୍‌’

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ରାଜ୍ୟରେ ଆଇଟି ଇକୋସିଷ୍ଟମକୁ ବ୍ୟାପକ କରିବା ପାଇଁ ଭୁବନେଶ୍ୱରର ଚନ୍ଦକା ଶିଳ୍ପାଞ୍ଚଳର ଇନ୍‌ଫୋସିଟି ନିକଟ ଓ-ହବ୍‌ଠାରେ ଆଇବିଏମ୍‌ର କ୍ଲାଏଣ୍ଟ ଇନୋଭେଶନ୍‌ ସେଣ୍ଟର(ସିଆଇସି)କୁ ରବିବାର ମୁଖ୍ୟମନ୍ତ୍ରୀ ନବୀନ…

4 years ago

ହାଇଦ୍ରାବାଦରେ ମୁଖ୍ୟମନ୍ତ୍ରୀ, ଆଜି ନିବେଶକ ସମ୍ମିଳନୀ

ଭୁବନେଶ୍ବର,୧୭ା୧୦(ବ୍ୟୁରୋ): ଓଡ଼ିଶା ନିବେଶକ ସମ୍ମିଳନୀ ସୋମବାର ହାଇଦ୍ରାବାଦରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଥିରେ ଯୋଗଦେଇ ପୁଞ୍ଜିପତିଙ୍କ ସହ ସିଧାସଳଖ ଆଲୋଚନା କରିବେ। ଓଡ଼ିଶାରେ ପୁଞ୍ଜିନିବେଶ…

4 years ago

ନିବେଶ ପାଇଁ ଓଡ଼ିଶା ଉତ୍ତମ ସ୍ଥାନ

ଭୁବନେଶ୍ବର,୧୭ା୧୦(ବ୍ୟୁରୋ): ଭାରତୀୟ ଶିଳ୍ପ ଏବଂ ବାଣିଜ୍ୟ ମହାସଂଘ (ଫିକି) ସହଯୋଗରେ ଓଡ଼ିଶା ସରକାରଙ୍କ ପକ୍ଷରୁ ସୋମବାର ହାଇଦ୍ରାବାଦରେ ଓଡ଼ିଶା ନିବେଶକ ସମ୍ମିଳନୀ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ…

4 years ago

ଆଜିଠାରୁ ପିଜି ପାଠପଢ଼ା

ଭୁବନେଶ୍ୱର,୧୭ା୧୦(ବ୍ୟୁରୋ): ୨୦୨୨-୨୩ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ସ୍ନାତକୋତ୍ତର(ପିଜି) ଛାତ୍ରୀଛାତ୍ରଙ୍କ ପାଠପଢ଼ା ସୋମବାରରୁ ଆରମ୍ଭ ହେବ। ଯେଉଁ ଛାତ୍ରୀଛାତ୍ର ହଷ୍ଟେଲରେ ରହିବା ପାଇଁ ନାମ ଲେଖାଇଛନ୍ତି, ସେମାନଙ୍କ…

4 years ago

ବିକଳ୍ପ ଖୋଜିବେ ଖଣି, ଶିଳ୍ପ ସଂସ୍ଥା

ଯାଜପୁର ଅଫିସ,୧୭ା୧୦: ରାଜ୍ୟର ଖଣି ଓ ଶିଳ୍ପାଞ୍ଚଳର ଲୋକେ ପାଣି ପାଇଁ ହାହାକାର। ଭୂତଳ ଜଳ ହ୍ରାସ ପାଇଚାଲିଛି। ଏହାର ସଂରକ୍ଷଣ ଏବଂ ଭରଣା ପାଇଁ ସରକାରଙ୍କ…

4 years ago

ଚୁକ୍ତିଭିତ୍ତିକ ନିଯୁକ୍ତି ନିୟମିତ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ସଂକ୍ରାନ୍ତରେ ଶନିବାର ରାଜ୍ୟ ସରକାର ଘୋଷଣା କରିଥିବାବେଳେ ରବିବାର ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିଛି ସାଧାରଣ ପ୍ରଶାସନ ଓ ସାଧାରଣ…

4 years ago

ବାକି ରହିଗଲେ ଅନେକ

ଭୁବନେଶ୍ବର,୧୭ା୧୦(ବ୍ୟୁରୋ): ଓଡ଼ିଶା ରାଜ୍ୟ ସରକାର ଶନିବାର ରାଜ୍ୟରୁ ଚୁକ୍ତିଭିତ୍ତିକ ନିଯୁକ୍ତି ବ୍ୟବସ୍ଥା ଉଚ୍ଛେଦ କରାଯାଇଥିବା ନେଇ ଘୋଷଣା କରିବା ପରେ ରବିବାର ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ…

4 years ago