ରାଜ୍ୟ

ମହିଳା ଏସ୍‌ଆଇଙ୍କୁ ଆକ୍ରମଣ ଘଟଣା: ୩ ଗିରଫ

ଭୁବନେଶ୍ୱର,୫ା୧(ବ୍ୟୁରୋ): ମହିଳା ଏସ୍‌ଆଇ ଶୁଭଶ୍ରୀ ନାୟକଙ୍କୁ ଆକ୍ରମଣ ଘଟଣାରେ ସଂପୃକ୍ତ ୩ ଅଭିଯୁକ୍ତଙ୍କୁ ଶହୀଦନଗର ଥାନାରେ ଅଟକ ରଖି ପଚରାଉଚରା କରିଛି ପୋଲିସ। ଏଥିସହ ଉକ୍ତ ରାତିରେ…

3 years ago

ଖାରିକଣା ଗ୍ରାମକୁ ହେଲା ରାସ୍ତା ନିର୍ମାଣ

କୋରାପୁଟ /ନାରାୟଣପାଟଣା, ୫ା୧ (ସ୍ବ.ପ୍ର./ଡି.ଏନ.ଏ.): କେତେବେଳେ ଭରା ନଦୀ ପାର ହେବାକୁ ପଡେ ତ କେତେବେଳେ ଖଟିଆରେ ବୁହା ହୋଇ ଯିବାକୁ ପଡେ ଡାକ୍ତରଖାନା। କେବେ ଡାକ୍ତରଖାନା…

3 years ago

ଓଡ଼ିଶାରେ ୫-ଜି ସେବା ଆରମ୍ଭ

ଭୁବନେଶ୍ୱର,୫ା୧(ବ୍ୟୁରୋ): ଆଜିଠୁ ଓଡ଼ିଶାରେ ୫-ଜି ସେବା ଆରମ୍ଭ ହୋଇଛି। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର ଏହାର ଶୁଭାରମ୍ଭ କରିଛନ୍ତି। ଏଥିପାଇଁ ରିଲାଏନ୍ସ ଜିଓ ଏବଂ ଏୟାରଟେଲ୍‌କୁ ଅନୁମତି…

3 years ago

ଭିତରକନିକାରେ ଡଲ୍‌ଫିନ୍‌ ସଂଖ୍ୟା ବୃଦ୍ଧି

ରାଜନଗର,୫ା୧(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଭିତରକନିକାରେ ଡଲ୍‌ଫିନ୍‌ଙ୍କ ସଂଖ୍ୟା ବୃଦ୍ଧି ପାଇଛି। ରାଜ୍ୟର ବିଭିନ୍ନ ଜଳାଶୟ ଅପେକ୍ଷା ସବୁଠୁ ଅଧିକ ଓ ବିଭିନ୍ନ ପ୍ରଜାତିର ଡଲଫିନ୍‌ ଗହୀରମଥା ଓ…

3 years ago

ମାର୍ଚ୍ଚ ୧୦ରୁ ମାଟ୍ରିକ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର,୫।୧(ବ୍ୟୁରୋ): ମାର୍ଚ୍ଚ ୧୦ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏନେଇ ବୋର୍ଡ ସଭାପତି ଗୁରୁବାର ସୂଚନା ଦେଇଛନ୍ତି। ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ୧୭ ତାରିଖ ପର୍ଯ୍ୟନ୍ତ…

3 years ago

ଚିଲିକାରେ ପକ୍ଷୀ ସଂଖ୍ୟା ୫ ପ୍ରତିଶତ ବୃଦ୍ଧି

ଖୋର୍ଦ୍ଧା ଅଫିସ୍‌/ବାଲୁଗାଁ,୫ା୧(ଡି.ଏନ୍‌.ଏ.): ବୁଧବାର ଚିଲିକାରେ ପକ୍ଷୀଗଣନା ଶେଷ ହୋଇଛି। ବାଲୁଗାଁ ବନ୍ୟପ୍ରାଣୀ ବିଭାଗ ଓ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ(ସିଡିଏ)ର ମିଳିତ ଆନୁକୂଲ୍ୟରେ ପକ୍ଷୀ ଗଣନା କରାଯାଇଥିଲା। ବିଭାଗୀୟ…

3 years ago

୯ମାସରେ ପୂରଣ ହେବ ଓଏସ୍‌ଏସ୍‌ସିର ୧୦ହଜାର ପଦବୀ

ଭୁବନେଶ୍ୱର,୫।୧(ବ୍ୟୁରୋ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ସି)ର ୨୦୨୨ରେ ୫୩ଟି ନିଯୁକ୍ତି ବିଜ୍ଞାପନର ଫଳାଫଳ ଚୂଡ଼ାନ୍ତ ହୋଇଛି। ୨୦୨୨ର ଶେଷ ତ୍ରୈମାସିକରେ ରାଜ୍ୟ ସରକାର ୧୦ହଜାର ପଦବୀ ପାଇଁ…

3 years ago

ବୁଲା ଗୋରୁମୁକ୍ତ ହୋଇପାରୁନି ଭୁବନେଶ୍ୱର

ଭୁବନେଶ୍ୱର,୫।୧ (ବ୍ୟୁରୋ): ବୁଲା ଗୋରୁଙ୍କୁ ନେଇ ଚିନ୍ତାରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି)। ଡିସେମ୍ବର ୩୦ ସୁଦ୍ଧା ରାଜଧାନୀ ରାସ୍ତାକୁ ଷଣ୍ଢମୁକ୍ତ କରାଯିବ ବୋଲି ମେୟର କହିଥିଲେ।…

3 years ago

ମାଷ୍ଟର ସେଫ ଇଣ୍ଡିଆ’ରେ ଓଡ଼ିଆ ପୁଅ ଅବିନାଶ

ଭୁବନେଶ୍ୱର,୫।୧(ବ୍ୟୁରୋ): ଜାନୁୟାରୀ ୨ରୁ ମାଷ୍ଟର ସେଫ ଇଣ୍ଡିଆ ଶୋ’ ଆରମ୍ଭ ହୋଇଛି। ଚଳିତବର୍ଷ ଏହି ଜାତୀୟ ଶୋ’ରେ ଓଡ଼ିଶାରୁ ଅବିନାଶ ପଟ୍ଟନାୟକ ଯୋଗଦେଇ କିଚେନକୁ ସିଧାସଳଖ ଏଣ୍ଟ୍ରି…

3 years ago

ପକ୍ଷୀଙ୍କ ଜୀବନ ନେଉଛି ବେଆଇନ ଚିଙ୍ଗୁଡ଼ି ଘେରି

ଭୁବନେଶ୍ୱର, ୫।୧(ବ୍ୟୁରୋ): ଚିଲିକା ହ୍ରଦକୁ ରାମସର ସାଇଟ୍‌ ମାନ୍ୟତା ମିଳିବା ପରେ ତାହାକୁ ଚିଙ୍ଗୁଡ଼ି ଘେରିମୁକ୍ତ କରିବା ପାଇଁ ବ୍ୟବସ୍ଥା କରାଯାଇଥିଲା। ହାଇକୋର୍ଟ ମଧ୍ୟ ବେଆଇନ ଚିଙ୍ଗୁଡ଼ି…

3 years ago