ରାଜ୍ୟ

ଅବସରପ୍ରାପ୍ତ ପିଅନଙ୍କୁ ୩ ବର୍ଷ ଜେଲଦଣ୍ଡ

ଭୁବନେଶ୍ୱର,୧୩।୪ (ବ୍ୟୁରୋ): ଜାଲ ଦସ୍ତାବିଜ୍‌ ଜରିଆରେ ଚାକିରି ମାମଲାର ଦୀର୍ଘ ୧୧ବର୍ଷ ପରେ ବୁଧବାର ଭୁବନେଶ୍ୱର ଅତିରିକ୍ତ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ରାୟ ପ୍ରକାଶ ପାଇଛି। ଏହି…

3 years ago

ପୁରୀରେ ପହଞ୍ଚତ୍ଲା ପଞ୍ଚମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ, ୧୩ା୪: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଆସନ୍ତା ଜୁନ ୨୦ରେ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ପବିତ୍ର ଅକ୍ଷୟ ତୃତୀୟାଠାରୁ ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ…

3 years ago

ରାଜ୍ୟରେ ତାତି ୪୩ ଡିଗ୍ରୀ ଟପିଲା

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଗତ କିଛିଦିନ ହେବ ଓଡ଼ିଶା ହଟ୍‌ସ୍ପଟ୍‌ ପାଲଟିଛି। ପାରଦ ଉପରମୁହଁା ରହିଛି। ଦୈନିକ ୧ରୁ୨ ଡିଗ୍ରୀ ବଢ଼ିବାରେ ଲାଗିଛି। ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ବେହାଲ।…

3 years ago

ଶିମିଳିପାଳ,କୁଲଡିହାରେ୨ ହାତୀ ମୃତ

ବାରିପଦା ଅଫିସ/ନୀଳଗିରି,୧୩ା୪(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ଶିମିଳିପାଳ ଓ ବାଲେଶ୍ୱର ଜିଲା ନୀଳଗିରିସ୍ଥିତ କୁଲଡିହା ଅଭୟାରଣ୍ୟରେ ୨ ହାତୀଙ୍କ ମୃତ୍ୟୁ ହୋଇଛି। ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଧୀନ…

3 years ago

କୋଲାବ ବ୍ରିଜ୍‌ରୁ ଡେଇଁ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

ସେମିଳିଗୁଡ଼ା/ସୁନାବେଡ଼ା,୧୩ା୪ (ସ୍ବ.ପ୍ର.): ଏକ ବ୍ରିଜ୍‌ ଉପରୁ ତଳକୁ ପାଣିକୁ ଡେଇଁ ଜୀବନ ହାରିବାକୁ ଉଦ୍ୟମ କରିଥିଲେ ଦମ୍ପତି। ମାତ୍ର ସ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ…

3 years ago

ଏ ବର୍ଷ ହେବନି ବିଦ୍ୟୁତ୍‌ କାଟ: ମନ୍ତ୍ରୀ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): ଚଳିତ ବର୍ଷ ବିଦ୍ୟୁତ୍‌ କାଟ ହେବ ନାହିଁ। ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ ବୁଧବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ବୈଷୟିକ ତ୍ରୁଟି ପାଇଁ କିଛି…

3 years ago

ଝାରସୁଗୁଡ଼ା ଉପନିର୍ବାଚନ: ଟଙ୍କଧର ଭାଜପା ପ୍ରାର୍ଥୀ

ଭୁବନେଶ୍ୱର, ୧୨।୪(ବ୍ୟୁରୋ)-ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବୁଧବାର ବିଳମ୍ବିତ ସନ୍ଧ୍ୟାରେ ଭାଜପା ପ୍ରାର୍ଥୀ ଘୋଷଣା କରିଛି। ରାଜ୍ୟ ଯୁବମୋର୍ଚ୍ଚାର ପୂର୍ବତନ ସଭାପତି ଟଙ୍କଧର ତ୍ରିପାଠୀଙ୍କୁ ଟିକେଟ ପ୍ରଦାନ କରାଯାଇଛି।…

3 years ago

୧୮ରେ ନାମାଙ୍କନପତ୍ର ଦାଖଲ କରିବେ ଦୀପାଳି

ଝାରସୁଗୁଡ଼ା ଅଫିସ,୧୨ା୪: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଆସନ୍ତା ୧୮ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ ବିଜେଡି ପ୍ରାର୍ଥିନୀ ଦୀପାଳି ଦାସ। ଏନେଇ ବିଜେଡି ଉପନିର୍ବାଚନ ପର୍ଯ୍ୟବେକ୍ଷକ ଦେବୀପ୍ରସାଦ…

3 years ago

ସମ୍ବଲପୁରରେ ପୋଲିସ ଉପରକୁ ପଥରମାଡ଼, ୧୦ରୁ ଊର୍ଦ୍ଧ୍ୱ ଆହତ

ସମ୍ବଲପୁର,୧୨ା୪(ବ୍ୟୁରୋ): ସମ୍ବଲପୁରର ଧନୁପାଲି ଛକରେ ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ୍‌ ରାଲିରେ ପଥର ମାଡ଼ ହୋଇଛି। ଅନ୍ୟଏକ ଗୋଷ୍ଠୀର ପଥର ମାଡ଼ରେ ୧୦ରୁ ଊର୍ଦ୍ଧ୍ୱ ପୋଲିସ କର୍ମଚାରୀ…

3 years ago

ଧନୀ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ୩ୟ ସ୍ଥାନରେ ନବୀନ, ସମ୍ପତ୍ତିର ମୂଲ୍ୟ ଏତିକି କୋଟି

ଭୁବନେଶ୍ୱର,୧୨ା୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ଏଡିଆର୍‌ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ତେବେ ଦେଶର ୨୮ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ମଧ୍ୟରେ ସବୁଠୁ ଧନୀ…

3 years ago