ଭୁବନେଶ୍ୱର,୭ା୪(ବ୍ୟୁରୋ): ଜାତୀୟ ରାଜପଥ ଉପରେ ଖରାପ ହୋଇ ପଡ଼ିରହିଥିବା ଏବଂ ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଗାଡିଗୁଡିକ ଦୀର୍ଘଦିନ ଧରି ପଡ଼ିରହୁଛି। ଏଥିଯୋଗୁ ଅନେକ ସମୟରେ ସଡ଼କ ଦୁର୍ଘଟଣା…
ଭୁବନେଶ୍ବର, ୭।୪(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ନେତାଙ୍କୁ ବ୍ଲକସ୍ତରରେ ଶୁକ୍ରବାର ଦାୟିତ୍ୱ ଦିଆଯାଇଛି। ମୋଟ ୧୨ ଜଣ ପର୍ଯ୍ୟବେକ୍ଷକ ବିଭିନ୍ନ ବ୍ଲକ ଓ ମ୍ୟୁନିସିପାଲଟିସ୍ତରରେ ନିଯୁକ୍ତି…
କୋକସରା,୬।୪(ଡି.ଏନ୍.ଏ.): ହନୁମାନ ଜନ୍ମୋତ୍ସବ ଅବସରରେ କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁରେ ଥିବା ବଜରଙ୍ଗବଳୀ ମନ୍ଦିରରେ ହନୁମାନ ଜୟନ୍ତୀ ମହାଆଡମ୍ବରରେ ପାଳନ କରାଯାଇଛି। ଏହି ଉପଲକ୍ଷେ ମନ୍ଦିର…
ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟ ସରକାର ନିର୍ମାଣ ଶ୍ରମିକଙ୍କ ମଜୁରୀ ବଢ଼ାଇଛନ୍ତି। ଏହି ମଜୁରୀ ୧୨ଟଙ୍କାକୁ ବୃଦ୍ଧି କରାଯାଇଥିବା ଶ୍ରମ ଆୟୁକ୍ତଙ୍କ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି। ଅଣକୁଶଳୀ…
ବ୍ରଜରାଜନଗର,୬।୪(ଡି.ଏନ୍.ଏ.): ଝାରସୁଗୁଡ଼ା ଜିଲାପାଳ ସରୋଜ ସାମଲଙ୍କୁ ଗୁରୁବାର ବଦଳି କରାଯାଇଛି। ତାଙ୍କ ସ୍ଥାନରେ ସୁବର୍ଣ୍ଣପୁର ଜିଲାପାଳ ଆବୋଲି ସୁନୀଲ ନରଓ୍ବଣେଙ୍କୁ ଅବସ୍ଥାପିତ କରାଯାଇଛି। ଏପରି କି ତୁରନ୍ତ…
କୋକସରା,୬ା୪(ଡି.ଏନ୍.ଏ.): କିଛିଦିନ ହେବ କୋକସରା ବ୍ଲକ ଅଞ୍ଚଳରେ ଅପରାହ୍ନରେ ଝଡ଼ ତୋଫାନ ସହ ତୁହାକୁତୁହା ବର୍ଷା ଲାଗି ରହିଛି। ଗୁରୁବାର ଅପରାହ୍ନରେ ବ୍ଲକର ଆମପାଣି, ବଡ଼ ପୋଡ଼ାଗୁଡ଼ା,ବରାଡଙ୍ଗା…
ଦିଗପହଣ୍ଡି,୬।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନମ୍ବର ରାଜ୍ୟ ରାଜପଥ ଅନଙ୍ଗପୁର ଗ୍ରାମ ନିକଟରେ ଗୁରୁବାର ଅପରାହ୍ନରେ ୨ଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ…
କୋକସରା,୬ା୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ଧଅଁରପୁର ପଞ୍ଚାୟତ ଆମ୍ବଗୁଡ଼ା ଗ୍ରାମରେ ଗୁରୁବାର ଅପରାହ୍ନରେ ପଶ୍ଚିମା ଝଡ଼ ପ୍ରଭାବରେ ହଠାତ ଝଡ଼ବର୍ଷା ସହ ବଜ୍ରପାତ ହୋଇଥିଲା।…
ଭଦ୍ରକ ଅଫିସ,୬ା୪: ଭଦ୍ରକ ଜିଲା ତିହିଡ଼ି ଥାନା ଝିଙ୍କିରିଆରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ବିଲରେ ଖେଳୁଥିବା ବେଳେ ୪ ଶିଶୁ କୀଟନାଶକ ପିଇ ଦେଇଛନ୍ତି।…
ବାଲେଶ୍ୱର ଅଫିସ,୬ା୪: ଝାରସୁଗୁଡ଼ାରେ ନାବାଳକ ଅପହରଣ ଓ ଟଙ୍କା ପାଇଁ ନାବାଳକ ହତ୍ୟା ଘଟଣା ମନରୁ ନ ଲିଭିବା ପୂର୍ବରୁ ଏବେ ବାଲେଶ୍ୱର ଜିଲା ଚନ୍ଦନେଶ୍ୱର ନିକଟରୁ…