ଆସିକା,୧୯ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ କିଶୋରଚନ୍ଦ୍ରପଲ୍ଲୀ ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଛି। ସାମାନ୍ୟ ବଚସାରୁ ଶ୍ୱଶୁରକୁ କାଠଫାଳିଆରେ ପିଟି ପିଟି ମାରିଦେଇଛନ୍ତି ବୋହୂ।…
ନରସିଂହପୁର,୧୯ା୬(ଡି.ଏନ୍.ଏ.): କଟକ ଜିଲା କାନପୁର ଥାନା ଅଞ୍ଚଳରେ ରାସ୍ତାରେ ଆମ୍ବୁଲାନ୍ସ ରଖି ଗଛରେ ରଶି ଲଗାଇ ଜଣେ ଡ୍ରାଇଭର ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣଙ୍କ…
ପୁରୀ ଅଫିସ,୧୯।୬: ପୁରୀ ରଥଯାତ୍ରା ପାଇଁ ରଥଖଳା ଚଳଚଞ୍ଚଳ ହୋଇ ଉଠିଛି। ରଥ ଖଳାରେ ତିନି ରଥ ନିର୍ମାଣ କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି । ବଡ଼ପୋଟଳ…
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ବରମୁଣ୍ଡା ନୂଆ ବସଷ୍ଟାଣ୍ଡରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ବସଷ୍ଟାଣ୍ଡରେ ଦୁଇ ବସ୍ କର୍ମଚାରୀଙ୍କ ମଧ୍ୟରେ ସାଧାରଣ ବଚସାରୁ ଗଣ୍ଡଗୋଳ ହୋଇ…
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଜଳେଶ୍ୱରର ଅମାପ ସମ୍ପତ୍ତିର ଅଧିକାରୀ ବିଡିଓ ଅଶ୍ୱିନୀ ଦାସ ଗିରଫ ହୋଇଛନ୍ତିି। ତାଙ୍କ ଠାରୁ ଏଯାବତ୍ ମୋଟ ୫ କୋଟି ୭ ଲକ୍ଷ ଟଙ୍କାର ସମ୍ପତ୍ତି…
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ରବିବାର ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୩୦…
ଭୁବନେଶ୍ୱର, ୧୯।୬ (ବ୍ୟୁରୋ): କେନ୍ଦ୍ର ସରକାରଙ୍କ ‘ଅଗ୍ନିପଥ’ ଯୋଜନାକୁ ନେଇ ସାରା ଦେଶରେ ବିରୋଧର ନିଅଁା ଜଳିବାରେ ଲାଗିଛି। କଟକ ପରେ ଏବେ ରାଜଧାନୀ ଭୁବନେଶ୍ୱରରେ ଏହାର…
ପୁରୀ ଅଫିସ,୧୯।୬: ରଥଯାତ୍ରା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶାନ୍ତିଶୃଙ୍ଖଳା ରକ୍ଷା ସହ ସୁଚାରୁରୂପେ ରଥଯାତ୍ରା ସମ୍ପନ୍ନ କରାଇବାକୁ ୮୧ଜଣ ମାଜିଷ୍ଟ୍ରେଟ୍ ଦାୟିତ୍ୱରେ ରହିବେ। ଏମାନେ ଜୁନ୍…
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କୋଭିଡ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ସଂକ୍ରମଣକୁ ଆଖିରେ ରଖି ରାଜ୍ୟ ସରକାର ପୁଣିଥରେ ମହାମାରୀ ଆଇନ ଶନିବାର ଲାଗୁ କରିଛନ୍ତି।…
ଭୁବନେଶ୍ୱର,୧୯।୬(ବ୍ୟୁରୋ): ଯାଜପୁର ଜିଲା ଅଭୟପୁର ପଞ୍ଚାୟତ ଅନ୍ତର୍ଗତ ଅଚ୍ୟୁତପୁର ଗ୍ରାମରୁ କିଛିଦିନ ତଳେ ଏକ ପୁରାତନ ବିଷ୍ଣୁ ବିଗ୍ରହ ଉଦ୍ଧାର ହୋଇଥିଲା। ଗ୍ରାମର ଏକ ପୋଖରୀର ଖନନ…