ରାଜ୍ୟ

ପଶ୍ଚିମରେ ତାତି, ଉପକୂଳରେ ଗୁଳୁଗୁଳି: ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର, ୬।୬(ବ୍ୟୁରୋ): ପ୍ରଚଣ୍ଡ ରୌଦ୍ରତାପରେ ଜଳୁଛି ପଶ୍ଚିମ ଓଡ଼ିଶା। ଏପଟେ ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାର ସ୍ଥିତି ବିଗାଡୁଛି ଗୁଳୁଗୁଳି। ଫଳରେ ସାଧାରଣ ଜୀବନଯାତ୍ରା ଗୁରୁତର ପ୍ରଭାବିତ…

4 years ago

ନୂଆ ମନ୍ତ୍ରୀଙ୍କୁ ୬-ଟି ମନ୍ତ୍ର ଦେଲେ ନବୀନ

ଭୁବନେଶ୍ୱର,୬।୬(ବ୍ୟୁରୋ): ଶପଥ ଗ୍ରହଣ କରିଥିବା ନୂଆ ମନ୍ତ୍ରୀମାନେ ୫-ଟି ବଦଳରେ ୬-ଟି ରେ କାମ କରିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଭଳି ଗୁରୁମନ୍ତ୍ର ଦେଇଛନ୍ତି। ପୂର୍ବର ଟ୍ରାନ୍ସପରେନ୍ସି,…

4 years ago

ରୀତା, ବାସନ୍ତିଙ୍କୁ ପ୍ରଥମ ମନ୍ତ୍ରୀ ସୁଯୋଗ

ଭୁବନେଶ୍ୱର,୫ା୬(ବ୍ୟୁରୋ): ବିଜେଡି ସରକାରଙ୍କ ୫ମ ପାଳିର ଦ୍ୱିତୀୟ ମନ୍ତ୍ରିମଣ୍ଡଳରେ ମୋଟ ୨୧ ମନ୍ତ୍ରୀଙ୍କ ମଧ୍ୟରୁ ୫ ମହିଳାଙ୍କୁ ସ୍ଥାନ ଦିଆଯାଇଛି। ସେମାନଙ୍କ ମଧ୍ୟରେ ୩ ଜଣଙ୍କୁ କ୍ୟାବିନେଟ୍‌…

4 years ago

ମହୋଦଧିରେ ଶ୍ରୀଶ୍ରୀ ଦାଦାଙ୍କ ଅସ୍ଥି ବିସର୍ଜନ

ପୁରୀ ଅଫିସ,୫ା୬:  ମହୋଦଧିରେ ରବିବାର ‘ସତ୍‌ସଙ୍ଗ’ର ପୂର୍ବତନ ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦା(ଅଶୋକ ଚକ୍ରବର୍ତ୍ତୀ)ଙ୍କ ଅସ୍ଥି ବିସର୍ଜନ ତାଙ୍କର କନିଷ୍ଠପୁତ୍ର ଅନିନ୍ଦ୍ୟଦ୍ୟୁତି ଚକ୍ରବର୍ତ୍ତୀ (ପୂଜ୍ୟପାଦ ବିଙ୍କିଦା)ଙ୍କ ଦ୍ବାରା…

4 years ago

ଭୁଜାଲି ଦେଖାଇ ୧୦ ଲକ୍ଷ ଟଙ୍କା ସହ ୧୦ ଭରି ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

ବୌଦ୍ଧ,୫ା୬(ସ୍ବ.ପ୍ର.): ବୌଦ୍ଧ ଜିଲା ପୁରୁଣାକଟକ ଥାନା ଅଞ୍ଚଳରେ ଚୋରି ଡକାୟତି ଘଟଣା ଥମିବାର ନା ନେଉନାହିଁୟ। ଶନିବାର ରାତିରେ ଘରେ ପଶି ବୋମା, ଖଣ୍ଡା ଓ ଭୁଜାଲି…

4 years ago

ପୂର୍ବତନ ବାଚସ୍ପତିଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୬(ବ୍ୟୁରୋ): ପୂର୍ବତନ ବାଚସ୍ପତି ତଥା ବିଜେଡିର ବରିଷ୍ଠ ନେତା ସୂର୍ଯ୍ୟନାରାୟଣ ପାତ୍ର ସ୍ବାସ୍ଥ୍ୟଗତ କାରଣରୁ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏହା ଜାଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର…

4 years ago

ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ଭୁବନେଶ୍ୱର,୫ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ନୂଆ ମନ୍ତ୍ରିମଣ୍ଡଳ ଗଠନ କରିଛନ୍ତି। ଏଥିରେ ୧୩ ଜଣ କ୍ୟାବିନେଟ୍‌ ଓ ୮ ଜଣ ରାଷ୍ଟ୍ରମନ୍ତ୍ରୀ (ସ୍ବାଧୀନ ଦାୟିତ୍ୱ) ରହିଛନ୍ତି।…

4 years ago

ନବୀନଙ୍କ ମାଷ୍ଟରଷ୍ଟ୍ରୋକ୍‌: ବିବାଦୀୟ ବିଦା

ଭୁବନେଶ୍ୱର,୫।୬(ବ୍ୟୁରୋ): ନବୀନ ଗଢ଼ିଛନ୍ତି ନୂଆ ଟିମ୍‌। ସରକାରର ପଞ୍ଚମ ପାଳିରେ ମାଷ୍ଟରଷ୍ଟୋକ ଖେଳି ମନ୍ତ୍ରିମଣ୍ଡଳର ସମସ୍ତ ମନ୍ତ୍ରୀଙ୍କୁ ବଦଳାଇଛନ୍ତି ନବୀନ । ରବିବାର ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳରେ…

4 years ago

ଶପଥ ନେଲେ ନବୀନଙ୍କ ନୂଆ ଟିମ୍‌

ଭୁବନେଶ୍ୱର,୫।୬(ବ୍ୟୁରୋ): ଶପଥ ନେଲେ ନବୀନଙ୍କ ନୂଆ ଟିମ୍‌। ରବିବାର ଲୋକ ସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ଆୟୋଜିତ ଭବ୍ୟ ଶପଥ ଗ୍ରହଣ ସମାରୋହରେ ରାଜ୍ୟପାଳ ଗଣେଶୀ ଲାଲ…

4 years ago

ଏଣିକି ସାମ୍ସରେ ଦାଖଲ ହେବନି ୟୁଜି, ପିଜି ନାମଲେଖା ଫି

ଭୁବନେଶ୍ୱର,୫।୬(ବ୍ୟୁରୋ): ସ୍ନାତକ (ୟୁଜି) ଓ ସ୍ନାତକୋତ୍ତର (ପିଜି) ନାମଲେଖାରେ ସାମ୍ସରେ ଏଣିକି ଆଉ ନାମଲେଖା ଫି ଦାଖଲ ହେବନି । ଯେଉଁ କଲେଜରେ ଛାତ୍ରଛାତ୍ରୀଙ୍କ ଚୟନ ହେବ…

4 years ago