ରାଜ୍ୟ

ତ୍ରୁଟି ସୁଧାରିଲେ ସରକାର

ଭୁବନେଶ୍ୱର,୨ା୬(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପିଲାଙ୍କୁ ଗୁଣବତ୍ତାର ଶିକ୍ଷା ପ୍ରଦାନ କରିବା ନାଁରେ ଅନେକ ତ୍ରୁଟି କରାଯାଉଛି। ତୃତୀୟ ଶ୍ରେଣୀର ଓଡ଼ିଆ ଭାଷା ପଠନ…

4 years ago

ନବୀନଙ୍କ ରାଜନୈତିକ କ୍ୟାରିୟର, ଗଞ୍ଜାମରୁ ଆରମ୍ଭ….

ବ୍ରହ୍ମପୁର ଅଫିସ,୨ା୬: ଗଞ୍ଜାମ ଜିଲାରୁ ନବୀନ ପଟ୍ଟନାୟକ ରାଜନୀତି ଆରମ୍ଭ କରିବାର ୨୫ ବର୍ଷ ବିତିଛି। ଏହି ସମୟ ମଧ୍ୟରେ ସେ ୩ ଲୋକ ସଭା ଓ…

4 years ago

ସ୍କୁଲ ରୂପାନ୍ତର ପିଲାଙ୍କ ସ୍ବପ୍ନରେ ଡେଣା ଯୋଡ଼ିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲର ରୂପାନ୍ତର ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ…

4 years ago

ରଥଯାତ୍ରା ପାଇଁ ଗଡ଼ିବ ୧୩୭ ଅତିରିକ୍ତ ଟ୍ରେନ୍‌

ପୁରୀ ଅଫିସ,୧ା୬: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ଯାତ୍ରୀଙ୍କ ସୁବିଧା ପାଇଁ ପୁରୀକୁ ୧୩୭ଟି ଅତିରିକ୍ତ ଟ୍ରେନ୍‌ ଚଳାଚଳ କରିବ। ଚଳାଚଳ କରୁଥିବା ମୋଟ୍‌ ୧୫୦ଟି ଅଧିକ କୋଚ୍‌…

4 years ago

ମା’ ସମଲେଶ୍ୱରୀଙ୍କ ସାଧାରଣ ଦର୍ଶନ ସମୟରେ ପରିବର୍ତ୍ତନ

ସମ୍ବଲପୁର,୧।୬(ବ୍ୟୁରୋ): ମା’ ସମଲେଶ୍ୱରୀଙ୍କ ମନ୍ଦିରରେ ସାଧାରଣ ଦର୍ଶନ ସମୟରେ ପରିବର୍ତ୍ତନ କରାଯାଇଛି। ପୂଜକମାନଙ୍କ ସହମତିରେ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଗୁରୁବାରଠାରୁ ଏହି…

4 years ago

ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲରେ ୧୩ ନୂଆ ପ୍ରଫେସର ପଦବୀକୁ ମଞ୍ଜୁରୀ

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟର ପ୍ରମୁଖ କ୍ୟାନ୍‌ସର ହସ୍ପିଟାଲ କଟକସ୍ଥିତ ଆଚାର୍ଯ୍ୟ ହରିହର ପୋଷ୍ଟ ଗ୍ରାଜୁଏଟ କ୍ୟାନସର ଇନଷ୍ଟିଚ୍ୟୁଟ (ଏଏଚ୍‌ପିଜିଆଇସି)ରେ ଆଉ ୧୩ଟି ନୂଆ ପ୍ରଫେସର ଓ ଆସୋସିଏଟ ପ୍ରଫେସର…

4 years ago

୧୧ କେଭି ତାର ଲାଗି ଜଣେ ବାଳକ, ୨ ଗୃହପାଳିତ; ୨ ବନ୍ୟପ୍ରାଣୀ ମୃତ

କେନ୍ଦୁଝର,୧ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ ନୟାକୋଟ ଗ୍ରାମରେ ୧୧ କେଭି ବିଦ୍ୟୁତ୍‌ ତାର ଲାଗି ଜଣେ ବାଳକଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇଟି ବଳଦ…

4 years ago

ତହସିଲଦାରଙ୍କ ଉପସ୍ଥିତିରେ ବିବାହ କଲେ ପ୍ରେମୀଯୁଗଳ

କୋକସରା,୧ା୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ତହସିଲ କାର୍ଯ୍ୟାଳୟରେ ବୁଧବାର ପ୍ରେମୀଯୁଗଳଙ୍କ ବିବାହ ହୋଇଛି। ବିବାହ ବନ୍ଧନରେ ବାନ୍ଧି ହୋଇଥିବା ପ୍ରେମୀଯୁଗଳ ହେଲେ ଧନସରା ଗ୍ରାମର ଖଗେଶ୍ୱର ସତନାମୀଙ୍କ…

4 years ago

ଗଛରେ ପିଟିହେଲା ବାଇକ୍‌, ୨ ଜଣଙ୍କ ଜୀବନ ଗଲା

ଦାରିଙ୍ଗବାଡ଼ି,୧ା୬(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ ନଂ. ଜାତୀୟ ରାଜପଥ ସୁଲୁମାହା ଘାଟି ନିକଟରେ ଏକ ଗଛରେ ବାଇକ୍‌ ପିଟି ହେବାରୁ ୨ ଜଣଙ୍କ ଜୀବନ…

4 years ago

ରାଜ୍ୟରୁ ସୁସ୍ଥ ହେଲେ ୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧ା୬(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୯,୨୦୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ…

4 years ago