ଭୁବନେଶ୍ୱର,୧୧ା୯(ରବିନାରାୟଣ ଜେନା):ବାଲେଶ୍ୱର ଜଙ୍ଗଲ ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଓରାଙ୍ଗ୍ଉଟାନ ଶାବକଙ୍କୁ ନେଇ ସବୁ ପ୍ରକାର ତଦନ୍ତ ପ୍ରକ୍ରିୟା ଜାରି ରହିଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଉପନିର୍ଦ୍ଦେଶକ…
ଭୁବନେଶ୍ୱର, ୧୧ା୯:ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଫଳରେ ଗୁରୁବାର ଅଧିକାଂଶ ଜିଲାରେ ବର୍ଷା ହୋଇଥିବାବେଳେ କଟକ ଜିଲା ବାଙ୍କୀଠାରେ ସର୍ବାଧିକ ୧୦୪ ମି.ମି. ବର୍ଷ…
ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫…
ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…
କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…
ଭୁବନେଶ୍ୱର,୧୦।୯(ରବିନାରାୟଣ ଜେନା): ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ଠାରୁ ଦୀର୍ଘ ୩୫ ବର୍ଷ ତଳେ ପ୍ଲଟେଡ୍ ସ୍କିମରେ ନେଇଥିବା ୨୦୦ରୁ ଊର୍ଦ୍ଧ୍ୱ ହିତାଧିକାରୀଙ୍କୁ ଏବେ ଆଶ୍ୱସ୍ତି ମିଳିଛି। ରାଜସ୍ବ ପର୍ଷଦ…
ଭୁବନେଶ୍ୱର,୧୦ା୯(ବନ୍ଦନା ସେଠୀ) - ଭୁବନେଶ୍ୱରରୁ ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକ୍କୁ ସିଧାସଳଖ ବିମାନ ସେବା ପୁଣି ଆରମ୍ଭ ହେବ। ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ ବ୍ୟାଙ୍କକ୍…
ଜି.ଉଦୟଗିରି,୧୦ା୯(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଓ ଟିକାବାଲି ବ୍ଲକ୍ ସୀମାନ୍ତରେ ଜଣେ ଯୁବକଙ୍କୁ ଦନ୍ତାହାଦୀ ଦଳି ଦେଇଛି। ସେ ହେଲେ ପିକରଡ଼ି ପଞ୍ଚାୟତ କାମ୍ବାନାଯୁ…
ଭୁବନେଶ୍ୱର, ୧୦ା୯(ବନ୍ଦନା ସେଠୀ) - ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଗୁରୁବାର ସକାଳ ୫ଟା ୩୦ରେ ଲଘୁଚାପର ରୂପ ନେଇଛି। ଏହା ଅପରାହ୍ନ ୨ଟା ୩୦ ସୁଦ୍ଧା ଉତ୍ତର…
ଭବାନୀପାଟଣା,୧୦ା୯(ଉତ୍ତମ କୁମାର ଦାଶ): ଉତ୍ତର ବଙ୍ଗୋପସାଗର ସଂଲଗ୍ନ ବାଂଲାଦେଶ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ରାଜ୍ୟରେ ବିଭିନ୍ନ ଜିଲାରେ…