ରାଜ୍ୟ

ମେ’୨୭ରେ ସ୍ଥଗିତ ଥିବା ସ୍ଥାନରେ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ପଞ୍ଚାୟତ ନିର୍ବାଚନରେ ପା୍ରର୍ଥୀଙ୍କ ମୃତ୍ୟୁ ଯୋଗୁ ସ୍ଥଗିତ ଥିବା ନିର୍ବାଚନ ମେ’୨୭ରେ ହେବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

4 years ago

ଝଡବର୍ଷା ନେଇ ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଉତ୍ତରପୂର୍ବ ମଧ୍ୟବର୍ତ୍ତୀ ଓ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର କିଛି ଜିଲାରେ ମଧ୍ୟମ ଧରଣର…

4 years ago

ଜଳ ଛତ୍ରରେ ଦୁର୍ବୃତ୍ତ ମିସାଇଲେ ବିଷ: ପାଣି ପିଇ ୩ ଗୁରୁତର

ମାଲକାନଗିରି,୨୧।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଏମ୍ପିଭି ୪୯ ଗ୍ରାମରେ ଜଳ ଛତ୍ରରେ ଗୁରୁବାର ଦୁର୍ବୃତ୍ତ ବିଷ ମିସାଇଦେଇଛନ୍ତି । ବିଷ ପାଣି ପିଇ ୩ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ,…

4 years ago

କଟକ ଚଣ୍ଡି ମନ୍ଦିର ପରିଦର୍ଶନ କଲେ ୫-ଟି ସଚିବ

କଟକ ଅଫିସ,୨୧।୪: କଟକରେ ୫-ଟି ସଚିବ ଭି.କେ ପାଣ୍ଡିଆନ। ଗୁରୁବାର ସେ କଟକ ଚଣ୍ଡୀ ମନ୍ଦିରରେ ମା’ଙ୍କୁ ଦର୍ଶନ କରିବା ସହ ମନ୍ଦିରର ଉନ୍ନୟନମୂଳକ କାମ ନେଇ…

4 years ago

ଏମ୍‌ପି ପଦରୁ ଇସ୍ତଫା ଦେଲେ ସୁବାସ ସିଂ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ପଦରୁ ଇସ୍ତଫା ଦେଇଛନ୍ତି ସୁବାସ ସିଂ । କଟକ ମେୟର ହେବା ପରେ ସେ ଏମ୍‌ପି ପଦରୁ ଇସ୍ତଫା ଦେଇଛନ୍ତି। ଏନେଇ…

4 years ago

ଚିକିତ୍ସିତ ହେଉଥିବା ହାତୀଛୁଆର ମୃତ୍ୟୁ

ଢେଙ୍କାନାଳ ଅଫିସ,୨୧ା୪: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ଆଳୁସିଂ ଗ୍ରାମରେ ଗୁରୁବାର ସକାଳେ ବର୍ଷକର ଏକ ମାଈ ହାତୀଛୁଆର ମୃତ୍ୟୁ ଘଟିଛି। ହାତୀଛୁଆଟି ୨୦ ଦିନ ତଳେ…

4 years ago

ବଢ଼ିଲା ଓମ୍‌ଫେଡ୍‌ ଦର

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଗୁରୁବାରଠାରୁ ବଢ଼ିଛି ଓମ୍‌ଫେଡ୍‌ କ୍ଷୀର ଦର । ଲିଟର ପିଛା ଓମ୍‌ଫେଡ୍‌ କ୍ଷୀର ୨ ଟଙ୍କା ବୃଦ୍ଧି ପାଇଛି । ଏହାଦ୍ୱାରା ୫ଶହ ମିଲିଲିଟର କ୍ଷୀରର…

4 years ago

ମା’କୁ କୁରାଢ଼ିରେ ହାଣିଲା ପୁଅ

ବାରିପଦା ଅଫିସ,୨୧ା୪: ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଚକୁଳିଆ ଗ୍ରାମରେ ଜନ୍ମ କଲା ମା’ଙ୍କୁ କୁରାଢ଼ିରେ ହାଣିଛି ପୁଅ। ଅଭିଯୁକ୍ତ ପୁଅ ହେଲେ ଲୋସ ହେମ୍ବ୍ରମ। ମୃତକ…

4 years ago

ମେ’ ୧୫ରୁ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା: ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ଲାଗି ପ୍ରସ୍ତାବ

ଛତ୍ରପୁର,୨୧ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆସନ୍ତା ମେ’ ୧୫ରୁ ଆରମ୍ଭ ହୋଇ ୨୦ ତାରିଖରେ ଅନୁଷ୍ଠିତ ହେବ।…

4 years ago

୧୪ ଘଣ୍ଟା ବିତିଲା: ହଟି ନାହିଁ ରାସ୍ତା ଅବରୋଧ, ମୃତଦେହ ରଖି ରାସ୍ତାରେ ଆନ୍ଦୋଳନକାରୀ

ବରଗଡ଼ ଅଫିସ,୨୧ା୪:ବରଗଡ଼ ସହରର ଭଟଲି ଛକ ନିକଟରେ ବୁଧବାର ରାତି ପ୍ରାୟ ୯ଟାରେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଟ୍ରକ ଚାପାରେ ଜଣେ ବାଇକ୍‌ ଆରୋହୀ ତଥା…

4 years ago