ରାଜ୍ୟ

କରୋନାରୁ ସୁସ୍ଥ ହେଲେ ରାଜ୍ୟର ପ୍ରଥମ ପ୍ଲାଜମା ନେଇଥିବା ମହିଳା

କଟକ ଅଫିସ,୨୪।୭: ପ୍ଲାଜମା ଦେଲା ନୂଆ ଜୀବନ। ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ତଥା ପ୍ରଥମ ପ୍ଲାଜମା ନେଇଥିବା ୪୮ ବର୍ଷୀୟ ମହିଳା ସୁସ୍ଥ ହୋଇଛନ୍ତି।…

4 years ago

ରାଜ୍ୟରେ ଆଉ ୬ ମୁଣ୍ଡ ନେଲା କରୋନା: ଖାଲି ଗଞ୍ଜାମରୁ ୩

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୬ଜଣଙ୍କ ମୁଣ୍ଡ ନେଇଛି କରୋନା। ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରେ ୩ଜଣ ଗଞ୍ଜାମ ଜିଲାର ଥିବା ବେଳେ…

4 years ago

CORONAVIRUS UPDATE: ଆଜି ୨୨,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୧,୫୯୪ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୪ା୭(ବ୍ୟୁରୋ) : ଶୁକ୍ରବାର ୨୮ଟି ଜିଲାରୁ ସର୍ବାଧିକ ୧,୫୯୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୨୨,୬୯୩କୁ ବୃଦ୍ଧି ପାଇଥିବା…

4 years ago

ରଥ ସଂରକ୍ଷଣ ନେଇ କେହି ଆଲୋଚନା କରିନାହାନ୍ତି: ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ,୨୪ା୭: ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଗୁରୁବାର ଶ୍ରୀମନ୍ଦିର ଦଇତାପତି ସେବକମାନେ ସାକ୍ଷାତ କରିଛନ୍ତି। ଅପରାହ୍ନରେ ଦଇତାପତି ସେବକମାନେ ମଠକୁ ଯାଇ ଶଙ୍କରାଚାର୍ଯ୍ୟଙ୍କୁ…

4 years ago

ଗ୍ରାମସଭା ବିନା ବେଦାନ୍ତକୁ ଜମି ପ୍ରଦାନ ମାମଲା: ତଦନ୍ତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ଅଫିସ,୨୪ା୭: କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମ ନିକଟ ସରକାରୀ ଜମିରେ ବେଦାନ୍ତ କମ୍ପାନୀ କୋଠା ନିର୍ମାଣ କରୁଛି। ବିନା ଗ୍ରାମସଭାରେ ବେଦାନ୍ତକୁ…

4 years ago

ରେଳ ବିଭାଗର ମହିଳା ଯୋଦ୍ଧା

ଭୁବନେଶ୍ୱର,୨୪ା୭(ବ୍ୟୁରୋ): କରୋନା ମହାମାରୀ ସମୟରେ ଲୋକଙ୍କୁ ଅତ୍ୟାବଶ୍ୟକ ସାମଗ୍ରୀ, ମେଡିସିନ ଯୋଗାଇବା ସହ ପ୍ରବାସୀ ଶ୍ରମିକଙ୍କୁ ଘରେ ପହଞ୍ଚାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛି ରେଳ ମନ୍ତ୍ରଣାଳୟ।…

4 years ago

ଆଦିତ୍ୟ ମୃତ୍ୟୁ ମାମଲାରୁ ରହସ୍ୟ ହଟୁନି: ସୁଇସାଇଡ୍‌ ନୋଟ୍‌ ଲେଖିଥିଲେ ଆଦିତ୍ୟ

ଭୁବନେଶ୍ୱର,୨୪।୭ (ବ୍ୟୁରୋ): ସାମାଜିକ କର୍ମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣାକୁ ଇତିମଧ୍ୟରେ ୧୭ଦିନ ବିତିଥିଲେ ମଧ୍ୟ ଏଯାଏ ରହସ୍ୟ ହଟୁନି। ଲିଙ୍ଗରାଜ ରେଳ ଷ୍ଟେଶନ ନିକଟ ରେଳଧାରଣାରୁ…

4 years ago

ଏସ୍‌ଓପି ଜାରି: ପ୍ଲାଜ୍‌ମା ଦାନ କରିବେ ପୋଲିସ କର୍ମଚାରୀ

କଟକ ଅଫିସ,୨୪।୭: କରୋନାରୁ ସୁସ୍ଥ ହୋଇଥିବା ପୋଲିସ କର୍ମଚାରୀମାନେ ନିଜର ପ୍ଲାଜ୍‌ମା ଦାନ କରିବେ। ଏ ନେଇ ରାଜ୍ୟ ପୋଲିସ ବିଭାଗ ପକ୍ଷରୁ ଗୁରୁବାର ଷ୍ଟାଣ୍ଡାର୍ଡ ଅପରେଟିଂ…

4 years ago

ୟୁଜି, ପିଜି ପରୀକ୍ଷା ବାଧ୍ୟତାମୂଳକ ପ୍ରସଙ୍ଗ: ୟୁଜିସି ଗାଇଡ୍‌ଲାଇନ୍‌ର ପୁନର୍ବିଚାର କରାଯାଉ

ଭୁବନେଶ୍ୱର,୨୪ା୭(ବ୍ୟୁରୋ): ରାଜ୍ୟରେ ସ୍ନାତକ(ୟୁଜି) ଏବଂ ସ୍ନାତକୋତ୍ତର(ପିଜି) ଶେଷବର୍ଷ ସେମିଷ୍ଟର ପରୀକ୍ଷାକୁ ୟୁଜିସି ବାଧ୍ୟତାମୂଳକ କରିଛି। ଏନେଇ ଜୁଲାଇ ୬ରେ ଜାରି ପରିବର୍ତ୍ତିତ ଗାଇଡ୍‌ଲାଇନ୍‌ର ପୁନର୍ବିଚାର କରିବାକୁ ରାଜ୍ୟ…

4 years ago

୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪।୭(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ରହିଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନୂଆପଡ଼ା ଓ କନ୍ଧମାଳ ଜିଲାର…

4 years ago