ଯାଜପୁର ଅଫିସ,୨୮।୩: ଯାଜପୁର ଜିଲା ପ୍ରସିଦ୍ଧ ବାରୁଣୀ ସ୍ନାନ ଉପରେ ୧୪୪ ଧାରା ଲାଗୁ କରାଯାଇଛି। ଆସନ୍ତା ୩୦ ତାରିଖ ବାରୁଣୀ ବୁଡ଼ ସ୍ନାନ ଯୋଗ ଥିବା…
ଭୁବନେଶ୍ୱର,୨୮।୩(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ହତ୍ୟା ମାମଲାରେ ଗିରଫ ୮ଜଣଙ୍କୁ ୧୦ ଦିନିଆ ରିମାଣ୍ଡରେ ନେବା ପାଇଁ କ୍ରାଇମବ୍ରାଞ୍ଚ କୋର୍ଟରେ ଆବେଦନ କରିଛି। ତଦନ୍ତ ଓ କ୍ରାଇମସିନ୍ ରିକ୍ରିଏଶନ…
ଭୁବନେଶ୍ୱର,୨୮।୩(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ହତ୍ୟାମାମଲାରେ ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତ ସୋମବାର କୋର୍ଟରେ ହାଜର ହୋଇଛନ୍ତି। ତାଙ୍କୁ କ୍ରାଇମବ୍ରାଞ୍ଚ ଚାନ୍ଦବାଲି ଜେଏମ୍ଏଫସି କୋର୍ଟରେ ହାଜର…
ଭୁବନେଶ୍ୱର, ୨୮।୩(ବ୍ୟୁରୋ): ବଢି ଚାଲିଛି ତାତି। ସୋମବାର ୭ଟି ସହରରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ ହୋଇଛି। ତେବେ ବଲାଙ୍ଗୀରରେ ସର୍ବାଧିକ ୪୧ ଡିଗ୍ରୀ ସେଲସିୟସ…
ଭୁବନେଶ୍ୱର, ୨୮।୩(ବ୍ୟୁରୋ): ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ରାଜ୍ୟର କର୍ମଚାରୀଙ୍କୁ ସପ୍ତମ ବେତନ କମିଶନ୍ ଶେଷ ୨୦ ପ୍ରତିଶତ ବକେୟା ଦିଆଯିବ। ଏ ନେଇ ସୋମବାର…
ଖୋର୍ଦ୍ଧା ଅଫିସ,୨୮।୩: ବାଣପୁର ବ୍ଲକ ସମ୍ମୁଖରେ ଲୋକ ଏବଂ ପୋଲିସଙ୍କ ଉପରେ ଗାଡ଼ି ମଡାଇବା ଅଭିଯୋଗରେ ଚିଲିକା ବିଧାୟକ ଗିରଫ ହୋଇ ଜେଲରେ ଅଛନ୍ତି । ଏହି…
କଟକ ଅଫିସ, ୨୮।୩(ବ୍ୟୁରୋ): କଟକ ମହାନଗର ନିଗମର ସ୍ବାଧୀନ କର୍ପୋରେଟର ସୋମବାର ବିଜେଡିରେ ଯୋଗଦେଇଛନ୍ତି। ସିଏମ୍ସି ୩୧ ନମ୍ବର ୱାର୍ଡର ସ୍ବାଧୀନ କର୍ପୋରେଟର ପ୍ରାର୍ଥୀ ପଦ୍ମିନୀ ସାହୁ…
ମାଲକାନଗିରି,୨୮।୩(ଡି,ଏନ୍.ଏ.): ଯେତେ ଖୋଳିଲେ ସେତେ ବାହାରୁଛି ମାଲକାନଗିରି ଜିଲା ଅଧୀକ୍ଷଣ ଯନ୍ତ୍ରୀ ଆଶିଷ୍ କୁମାର ଦାସଙ୍କ ସମ୍ପତ୍ତି। ଆଜି ଚତୁର୍ଥ ଦିନରେ ଆଶିଷଙ୍କ ମାଲକାନଗିରି ଓ କଟକ…
କଟକ ଅଫିସ,୨୮।୩ : ଏଣିକି ଆଉ କାଠଯୋଡି ନଦୀ ଭିତରକୁ ଯିବନି କଟକ ସହରର ନର୍ଦ୍ଦମା ପାଣି । ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।…
ବାରିପଦା ଅଫିସ, ୨୮।୩: ଶିମିଳିପାଳ ଅଭୟାରଣ୍ୟରେ ନିଆଁ । ଚଳିତ ବର୍ଷ ଶିମିଳିପାଳ ଅଭୟାରଣ୍ୟର ଗୁରୁଗୁଡ଼ିଆ ଏବଂ ତାଳବନ୍ଧ ରେଞ୍ଜର ଚାରିଟି ଜାଗାରେ ନିଆଁ ଲାଗିଛି। ତେବେ…