ରାଜ୍ୟ

ରାଜଧାନୀରେ ମାତିଲେ ଲୁଟେରା: ଇନ୍ସପେକ୍ଟରଙ୍କଠାରୁ ଝାମ୍ପିନେଲେ ମୋବାଇଲ୍‌

ଭୁବନେଶ୍ୱର,୨ା୭ (ବ୍ୟୁରୋ): ରାଜଧାନୀରେ ଏବେ ଲୁଟେରା ମାତିଛନ୍ତି। ନୟାପଲ୍ଲୀ ଓ ଖାରବେଳନଗର ଥାନା ଅଞ୍ଚଳରୁ ଲଗାତର ଦୁଇଜଣ ମହିଳା ଲୁଟ୍‌ର ଶିକାର ହୋଇଥିବାବେଳେ ବୁଧବାର ଲୁଟେରାଙ୍କ ହାବୁଡ଼ରେ…

4 years ago

ରାଜଧାନୀରେ ଖୋଲିବ ମଲ

ଭୁବନେଶ୍ୱର,୨ା୭ (ବ୍ୟୁରୋ): ରାଜଧାନୀରେ ଆଗକୁ ଖୋଲିପାରେ ଶପିଂ ମଲ ଓ ମଲ୍ଟିପ୍ଲେକ୍ସ। ଏନେଇ ସମ୍ପୃକ୍ତ ମାଲିକଙ୍କ ସହ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କର୍ତ୍ତୃପକ୍ଷ ଆଲୋଚନା କରୁଥିବା…

4 years ago

ସୁନାବେଶରେ ୩ ଠାକୁର

ପୁରୀ ଅଫିସ,୨ା୭: ସରି ଆସୁଛି ଶ୍ରୀଗୁଣ୍ଡିଚା ମହୋତ୍ସବ। ବୁଧବାର ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ରତ୍ନବେଦି ଅଭିମୁଖେ ବାହୁଡ଼ି ଆସିଥିଲେ ମହାପ୍ରଭୁ। ଗୁରୁବାର ସିଂହଦ୍ୱାର ସମ୍ମୁଖରେ ରଥାରୂଢ…

4 years ago

ରକ୍ତ ହେଲା ପର: ପ୍ରତିଶୋଧରୁ ଗୁଳିମାଡ

ଖୋର୍ଦ୍ଧା ଅଫିସ, ୨ା୭:ଖୋର୍ଦ୍ଧା ଜିଲା ବାଣପୁର ଥାନା ଅନ୍ତର୍ଗତ ଝିଣ୍ଟିକାପଲ୍ଲୀ ଗ୍ରାମରେ ଗୁରୁବାର ଗୁଳି ଫୁଟିଛି। ସାନଭାଇ ଗୁଳିମାଡ଼ରେ ବଡଭାଇ ଗୁରତର ଆହତ ହୋଇଛନ୍ତି। ଗୁରୁତର ଜଣକ…

4 years ago

ସଂକ୍ରମଣ ରୋକିବାକୁ କଠୋର ହେଲା ପ୍ରଶାସନ: ଶନି, ରବି ଢେଙ୍କାନାଳ ଶଟଡାଉନ୍‌

ଢେଙ୍କାନାଳ ଅଫିସ, ୨।୭-ଢେଙ୍କାନାଳ ଜିଲାରେ କରୋନା ସଂକ୍ରମଣ ଏଡ଼ାଇବାକୁ ସପ୍ତାହନ୍ତ ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଅତ୍ୟାବଶ୍ୟକ ସେବାକୁ ବାଦ୍‌ ଦେଲେ ଏଣିକି ଶନି ଏବଂ ରବି ଦୁଇଦିନ…

4 years ago

ଓଡ଼ିଶାର ଏକମାତ୍ର ସମ୍‌ ହସ୍ପିଟାଲରେ ହେବ କୋଭିଡ୍‌ ଭ୍ୟାକ୍ସିନ୍‌ ପରୀକ୍ଷଣ

ଭୁବନେଶ୍ୱର, ୨।୭(ବୁରୋ): ଭୁବନେଶ୍ୱର ସମ୍‌ ହସ୍ପିଟାଲରେ କୋଭିଡ-୧୯ ପରୀକ୍ଷଣ ହେବ। ମଣିଷ ଉପରେ ପରୀକ୍ଷଣ ଲାଗି ଆଇସିଏମ୍‌ଆର୍‌ ଦ୍ୱାରା ଦେଶର ୧୩ଟି ହସ୍ପିଟାଲ ମନୋନିତ ହୋଇଛି। ୧୩…

4 years ago

କୁମ୍ଭୀର ମାରି ମାଂସ ଖାଇବା ଘଟଣା: ବନବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ

ମାଲକାନଗିରି,୨ା୭(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ଛତିଶଗଡ ସୀମାନ୍ତ ପଡିଆ ବ୍ଲକ ଅନ୍ତର୍ଗତ କାଲଦାପାଲି ଅଞ୍ଚଳରେ ଏକ କୁମ୍ଭୀରକୁ ସାବେରୀ ନଦୀରୁ ଧରି କେତେକ ଲୋକ ତାକୁ ଗଛରେ ବାନ୍ଧି ମାଂସ…

4 years ago

ଛୁଟିରେ ଘରକୁ ଆସିଥିଲେ: କନେଷ୍ଟବଳଙ୍କୁ ତୀର ମାରି ହତ୍ୟା କଲେ ମାଓବାଦୀ

ମାଲକାନଗିରି,୨ା୭(ସ୍ବ.ପ୍ର.)-ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲାରେ ପୁଣି ମାଓବାଦୀ ମାନେ ସକ୍ରିୟ ହୋଇଛନ୍ତି। ଜଣେ ସହକାରୀ କନଷ୍ଟେବଳଙ୍କୁ ହତ୍ୟା କରିଛନ୍ତି। ତାଙ୍କ ନାମ ସୋମାର ପୋୟାମ।…

4 years ago

ସ୍ବାମୀଙ୍କ ମୃତ୍ୟୁକୁ ସହି ନ ପାରି ଆତ୍ମହତ୍ୟା କଲେ ସ୍ତ୍ରୀ

ଜଗତ୍‌ସିଂହପୁର ଅଫିସ,୨ା୭: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟ ଆଇସୋଲେଶନ୍‌ରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ସ୍ବାମୀଙ୍କ ମୃତ୍ୟୁ ଘଟିବା ପରେ ଏହାକୁ…

4 years ago

ବଦଳିଲା କଟକ ମାଲଗୋଦାମ ଖୋଲିବା ସମୟ

କଟକ ଅଫିସ,୨ା୭: କଟକ ମାଲ ଗୋଦାମ ଖୋଲିବା ଏବଂ ବନ୍ଦ ହେବା ସମୟରେ ପରିବର୍ତ୍ତନ ହୋଇଛି। ଏ ନେଇ କଟକ ବଣିକ ସଂଘ, ମାଲଗୋଦାମ କାର୍ଯ୍ୟାଳୟ ତରଫରୁ…

4 years ago