ରାଜ୍ୟ

ଧାନ-ପାନ-ମୀନ ପ୍ରକଳ୍ପର ରୂପାୟନରେ ହେବ ସହାୟକ

ବାଲେଶ୍ୱର ଅଫିସ,୧୮ା୩ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ (ଏଫ୍‌ଏମ୍‌ୟୁ) ଓ ଇଣ୍ଡିଆନ୍‌ କାଉନ୍‌ସିଲ୍‌ ଅଫ୍‌ ଏଗ୍ରିକଲଚର ରିସର୍ଚ୍ଚ (ଆଇସିଏଆର୍‌) ଓ ସେଣ୍ଟ୍ରାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଫ୍ରେସ୍‌ୱାଟର ଆକ୍ୱାକଲଚର (ସିଆଇଏଫ୍‌ଏ)…

4 years ago

ପରୀକ୍ଷାରୁ ବଞ୍ଚତ୍ତ ଛାତ୍ରୀଛାତ୍ରଙ୍କ ଧାରଣା

ଯୋଡ଼ା,୧୮ା୩(ଡି.ଏନ.ଏ.) କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବଡ଼କାଳିମାଟି ପଞ୍ଚାୟତର ଦୁବୁନା ଠାରେ ଥିବା ଆସେର୍ର୍ଲର୍‌ ମିତ୍ତଲ ନିପନ ଷ୍ଟିଲ କମ୍ପାନୀ ଖଣିରୁ ଟ୍ରକ ଯୋଗେ ଖଣିଜ ପଦାର୍ଥ…

4 years ago

‘ସହରବାସୀଙ୍କ ସମସ୍ୟାକୁ ପ୍ରାଧାନ୍ୟ ଦିଆଯିବ’

କେନ୍ଦୁଝର,୧୮ା୩ (ସ୍ବ.ପ୍ର.) କେନ୍ଦୁଝରଗଡ ପାୈରପରିଷଦ ନିର୍ବାଚନ ପରିପ୍ରେକ୍ଷୀରେ ପୌରାଞ୍ଚଳର ସାମୂହିକ ବିକାଶ ପାଇଁ ଭାଜପା ପକ୍ଷରୁ ବିଂଶସୂତ୍ରୀ ଘୋଷଣାନାମା ଗୁରୁବାର ଜାରି କରାଯାଇଛି। ଜିଲା ଭାଜପା କାର୍ଯ୍ୟାଳୟରେ…

4 years ago

ଆନ୍ଧ୍ର ସହ ରହିବାକୁ ୩ ସରପଞ୍ଚ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ, ୨୧ରେ ଶୁଣାଣି

ପଟ୍ଟାଙ୍ଗୀ,୧୮ା୩(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ତଥା ଆନ୍ଧ୍ର ସୀମାନ୍ତ କୋଟିଆ ପଞ୍ଚାୟତକୁ ନେଇ ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ମଧ୍ୟରେ କୌଣସି ସମାଧାନର ବାଟ ଏଯାଏ…

4 years ago

ସମ୍ମାନ ରଖିବାକୁ ସମରସଜ୍ଜା

ଢେଙ୍କାନାଳ ଅଫିସ, ୧୮ା୩-ପାଖେଇ ଆସୁଛି ପୌର ନିର୍ବାଚନ। କମ୍ପୁଛି ପ୍ରଚାର ମଇଦାନ। ପ୍ରତିପକ୍ଷଙ୍କୁ ପରାସ୍ତ କରିବାକୁ ପ୍ରମୁଖ ରାଜନୈତିକ ଦଳ ରଣନୀତି ପ୍ରସ୍ତୁତି ଚଳାଇଥିବାବେଳେ ସରଗରମ ହୋଇଉଠିଛି…

4 years ago

ଗଛରେ ପିଟିହେଲା କାର୍‌: ଚାଲିଗଲା ୨ ସାଙ୍ଗଙ୍କ ଜୀବନ

ନବରଙ୍ଗପୁର,୧୮।୩(ବି.ପ୍ର.): ନବରଙ୍ଗପୁର ଜିଲା କୁର୍ଲୁ ଘାଟିରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ଏକ ଗଛରେ ପିଟି…

4 years ago

ଡ୍ରେନ୍‌ ସମସ୍ୟାର ସମାଧାନ ନାହିଁ

ଅନୁଗୋଳ ଅଫିସ,୧୮ା୩- ଅନେକଥର ପୌର ନିର୍ବାଚନ ହେଲାଣି। କେତେ କାଉନସିଲରଙ୍କ କାର୍ଯ୍ୟକାଳ ସରିଲାଣି। ହେଲେ ଅନୁଗୋଳ ପୌର ପରିଷଦର ୧୯ନଂ. ଓ୍ବାର୍ଡ ଏବେ ବି ଅବହେଳିତ ଅବସ୍ଥାରେ…

4 years ago

ଦୋଳରେ ଦୁଲୁକାଇବ ଦୁଲ୍‌ଦୁଲ

ଖମାର,୧୮ା୩(ଡି.ଏନ.ଏ.) ୨ବର୍ଷ ହେଲା କୋଭିଡ୍‌ କାରଣରୁ ଦୋଳ ଓ ହୋଲି ପର୍ବ ଫିକା ପଡ଼ିଯାଇଥିଲା। ହେଲେ ଏବେ ସ୍ଥିତି ନିୟନ୍ତ୍ରଣରେ ଥିବାରୁ ଚଳିତବର୍ଷ ଧୁମ୍‌ଧାମରେ ଦୋଳ ଉତ୍ସବ…

4 years ago

ଖସୁଛି କରୋନା ଗ୍ରାଫ୍‌, ଆଜି ୭୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୭୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୦୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

4 years ago

ଇଭିଏମ୍‌ରେ ଲାଗୁଛି ପ୍ରାର୍ଥୀଙ୍କ ନାମ, ଦଳ, ଚିହ୍ନ

ଭୁବନେଶ୍ୱର,୧୮।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନିର୍ବାଚନ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଗୁରୁବାରଠାରୁ କମଶନିଂ ଆରମ୍ଭ ହୋଇଛି। ଖୋର୍ଦ୍ଧାରୁ ଇଭିଏମ୍‌ ଆସିବା…

4 years ago