କେସିଙ୍ଗା,୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜବାହରଉଚ୍ଚ ବିଦ୍ୟପୀଠ, ବାଲସି (କ)ର ଛାତ୍ର ଚଳିତ ଶିକ୍ଷାବର୍ଷର ବୋର୍ଡ ପରୀକ୍ଷାରେ ଏ-୧ ଗ୍ରେଡ୍ରେ ଉତ୍ତୀର୍ଣ୍ଣ ହୋଇ ଥିବାରୁ…
ବଲାଙ୍ଗୀର,୭।୫(ସୁନିଲ କୁମାର ମହାନ୍ତି): ବ୍ଲକ ଅଫିସ ଭିତରେ ଫାଇଲ ଚିରିଦେଲେ ଚେୟାରମ୍ୟାନ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବୁଧବାର ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ…
କେନ୍ଦ୍ରାପଡ଼ା,୭ା୫ (ଜଗନ୍ନାଥ ଧଳ): ପଶ୍ଚିମବଙ୍ଗ ନିର୍ବାଚନ ଫଳ ପ୍ରକାଶ ପାଇଛି। ସେହି ରାଜ୍ୟରେ ଭାଜପା ସରକାର ଗଠନ କରିବାକୁ ଯାଉଛି। ଏହା ପୂର୍ବରୁ ସେଠାରେ ଅନୁପ୍ରବେଶ କରିଥିବା…
ଉଦଳା,୭।୫(ସନ୍ତୋଷ କୁମାର ବାଚ୍ଛିନୀ): ଏଟିଏମ ଲୁଟିନେଲେ ଦୁର୍ବୃତ୍ତ । ଏକ ନୂଆ ଫଣ୍ଡାରେ ଲୁଟ୍ କରିଛନ୍ତି । ନିଜ ଚେହେରାକୁ ସିସିଟିଭିରୁ ବଞ୍ଚାଇବା ପାଇଁ ସିସିଟିଭିରେ ଲାଲ…
ମହାକାଳପଡ଼ା, ୭ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳର ମତ୍ସ୍ୟଜୀବୀମାନେ ନିଜ ନିଜ ଗୁଜୁରାଣ ମେଣ୍ଟାଇବା ପାଇଁ ମହାନଦୀରୁ ମାଛ ମାରି ଜୀବିକା ନିର୍ବାହ…
ଛତ୍ରପୁର,୭ା୫(ଦିଲ୍ଲୀପ ସାମଲ): ଦିନକୁ ଦିନ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଭାରତୀୟ ଜନତା ପାର୍ଟି ଶକ୍ତିଶାଳୀ ହେବାରେ ଲାଗିଛି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ଜନମଙ୍ଗଳ କାର୍ଯ୍ୟରେ ଅନୁପ୍ରାଣିତ…
ଭୁବନେଶ୍ୱର,୭ା୫(ବନ୍ଦନା ସେଠୀ): ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ୟୁରୋପିଆନ୍ ମଡେଲ ଆକଳନ କରିଛି। ସେହିଭଳି ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…
ଗତ ଫେବୃଆରୀ ୨୮ରୁ ଇରାନ୍ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ…
ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍ଏଫ୍ଏମ୍ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍ସିଡି) ରିଲିଜ୍ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…
ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…