ରାଜ୍ୟ

ରାଜ୍ୟରେ କମିବ ମଦ ଦର: ସ୍ପେଶାଲ କୋଭିଡ୍‌ ଫି’ ୫୦ରୁ ୧୫%କୁ ହ୍ରାସ

ଭୁବନେଶ୍ୱର,୯ା୭(ବ୍ୟୁରୋ)-ରାଜ୍ୟରେ ମଦ ଦର କମିବ। ରାଜ୍ୟ ସରକାର ସ୍ପେଶାଲ କୋଭିଡ୍‌ ଫି’ ୫୦ ପ୍ରତିଶତରୁ ୧୫ ପ୍ରତିଶତକୁ ଖସାଇ ଦେଇଛନ୍ତି। ବିଭିନ୍ନ ବ୍ରାଣ୍ଡ୍‌ର(ଏଫ୍‌ଏମ୍‌ଏଫ୍‌ଏଲ୍‌, ଆଇଏମ୍‌ଏଫ୍‌ଏଲ୍‌, ବିୟର, ଓ୍ବାଇନ,…

4 years ago

ସମ୍ବଲପୁର ଜିଲା ୨ ଦିନ ଶଟ୍‌ଡାଉନ

ସମ୍ବଲପୁର,୯।୭(ବ୍ୟୁରୋ)-କରୋନା ସଂକ୍ରମଣକୁ ଦୃଷ୍ଟିରେ ସମ୍ବଲପୁର ଜିଲାକୁ ୨ ଦିନ ଶଟ୍‌ଡାଉନ ଘୋଷଣା କରାଯାଇଛି। ଆସନ୍ତା ୧୧ ଓ ୧୨ ତାରିଖ ୨ ଦିନ ଶଟ୍‌ଡାଉନ ହେବ। ଶଟଡାଉନ…

4 years ago

ବାପାଙ୍କୁ ହତ୍ୟାକରି ଚତୁର୍ଥୀ ପୂର୍ବରୁ ଜେଲଗଲେ ପୁଅ

କେନ୍ଦୁଝର/ଝୁମ୍ପୁରା,୯ା୭ (ସ୍ବ.ପ୍ର.): ବିବାହ ସରିଲା। ଚତୁର୍ଥୀ ପାଇଁ ଘର ଦୁଆରେ ସାଜସଜ୍ଜା ଚାଲିଥିଲା। କିଛି ଘଣ୍ଟା ପରେ ହୋଇଥାନ୍ତା ଚତୁର୍ଥୀ। ମାତ୍ର ବାପାଙ୍କୁ ହତ୍ୟାକରି ଜେଲ ଗଲେ…

4 years ago

ରାଜ୍ୟରେ ଦିନକରେ ଆରୋଗ୍ୟ ଲାଭକଲେ ରେକର୍ଡ ସଂଖ୍ୟକ: ସୁସ୍ଥ ହେଲେ ୪୦୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୯।୭(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୪୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୧୦୦ ଜଣ ରହିଛନ୍ତି। ସେହିପରି ଗଜପତି…

4 years ago

କରୋନା କବଳରେ ଡାକ୍ତର, ନର୍ସ, ରୋଗୀ: ବନ୍ଦ ହେଲା ଏମ୍‌କେସିଜି ଓପିଡି

ବ୍ରହ୍ମପୁର ଅଫିସ,୯ା୭: ବ୍ରହ୍ମପୁରରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲର ଡାକ୍ତର, ନର୍ସ, କର୍ମଚାରୀ ଓ ରୋଗୀ କରୋନାରେ ସଂକ୍ରମିତ ହେବା ପରେ ଗଞ୍ଜାମ ଜିଲା ପ୍ରଶାସନ…

4 years ago

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଫୋନ, ମେସେଜ ମାମଲା: ବନ୍ଧା ହେଲେ ଆୟୁଷ ନିର୍ଦ୍ଦେଶକ

ଭୁବନେଶ୍ୱର,୯।୭(ବ୍ୟୁରୋ)-ମହିଳା କର୍ମଚାରୀଙ୍କୁ ବାରମ୍ବାର ଅଶ୍ଳୀଳ ଭିଡ଼ିଓ ଓ ମେସେଜ ପଠାଇବା ସହ ଚାକିରି ନେଇଯିବାକୁ ଧମକ ଦେବା ଜଣେ ଓଏଏସ୍‌ ଅଫିସରଙ୍କୁ ମହଙ୍ଗା ପଡିଛି। ମହିଳା ଥାନା…

4 years ago

କଟକରେ ବଢ଼ୁଛି କରୋନା କାୟା: ଚିହ୍ନଟ ହେଲେ ନୂଆ ୧୧ ଆକ୍ରାନ୍ତ

କଟକ ଅଫିସ,୯।୭: କଟକ ସହରରେ ଶୁକ୍ରବାର ୧୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ କେସ୍‌, ୪ ହୋମ୍‌ କ୍ୱାରାଣ୍ଟାଇନ୍‌,…

4 years ago

ଥମୁନି ସଂକ୍ରମଣ: ପୁଣି ଭୁବନେଶ୍ୱରରେ ଚିହ୍ନଟ ହେଲେ ୩୨ ଆକ୍ରାନ୍ତ; ଅଛି ୧୮ ଲୋକାଲ କେସ୍‌

ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜଧାନୀରେ ଗୁରୁବାର ୩୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୪ କ୍ୱାରାଣ୍ଟାଇନ୍‌ ମାମଲା ରହିଥିବା ବେଳେ ୧୮ ଲୋକାଲ କେସ୍‌ ରହିଛି।…

4 years ago

କାଲିଠୁ ଭୁବନେଶ୍ୱର ଏମ୍‌ସ୍‌ ଓପିଡି ବନ୍ଦ

ଭୁବନେଶ୍ୱର,୯।୭(ବ୍ୟୁରୋ): ଶୁକ୍ରବାରଠାରୁ ଭୁବନେଶ୍ୱର ଏମ୍‌ସ ଓପିଡି ବନ୍ଦ ରହିବ ବୋଲି ଭୁବନେଶ୍ୱର ଏମ୍‌ସ ନିର୍ଦ୍ଦେଶିକା ବି.ଗୀତାଞ୍ଜଳି ସୂଚନା ଦେଇଛନ୍ତି। କର୍ମଚାରୀଙ୍କ ଅଭାବ ଦେଖାଦେବା ଯୋଗୁ ଓପିଡ଼ି ବନ୍ଦ…

4 years ago

ଆଣ୍ଡ୍ରଏଡ୍‌ ଫୋନ୍‌ରେ ପରୀକ୍ଷା ଦେବେ ଡିପ୍ଲୋମା ଛାତ୍ରୀଛାତ୍ର

ଭୁବନେଶ୍ୱର,୯।୭(ବ୍ୟୁରୋ): ଆଣ୍ଡ୍ରଏଡ ଫୋନ୍‌ରେ ପରୀକ୍ଷା ଦେଇପାରିବେ ଡିପ୍ଲୋମା ଛାତ୍ରୀଛାତ୍ର। ଲାପ୍‌ଟପ୍‌ କିମ୍ବା ଡେସ୍କଟପ୍‌ ନ ଥିବା ପିଲା ସ୍ମାର୍ଟ ଫୋନ୍‌ରେ ପରୀକ୍ଷା ଦେବେ। ଘରେ ରହି ପିଲା…

4 years ago