ରାଜ୍ୟ

ବାଗ୍‌ଚୀଙ୍କୁ ଭେଟିଲେ ଆମେରିକା କନ୍‌ସୁଲେଟ

ଭୁବନେଶ୍ବର,୨୬ା୮(ବ୍ୟୁରୋ):ହାଇଦ୍ରାବାଦରେ ଅବସ୍ଥାପିତ ଯୁକ୍ତରାଷ୍ଟ୍ର ଆମେରିକା କନ୍‌ସୁଲେଟ୍‌ର ରାଜନୈତିକ ଓ ଅର୍ଥନୈତିକ ଅଧିକାରୀ ସିନ୍‌ ରୁଥ୍‌ ଗୁରୁବାର ଓଡ଼ିଶା ଦକ୍ଷତା ବିକାଶ କର୍ତ୍ତୃପକ୍ଷଙ୍କ ଅଧ୍ୟକ୍ଷ ସୁବ୍ରତୋ ବାଗ୍‌ଚୀଙ୍କୁ ତାଙ୍କ…

4 years ago

ସୁରକ୍ଷା କର୍ମୀ ନିଲମ୍ବିତ, ଷ୍ଟାଫ୍‌ନର୍ସଙ୍କୁ ତାଗିଦ୍‌

ଢେଙ୍କାନାଳ ଅଫିସ, ୨୬।୮: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଡେଇଁ ୨ ରୋଗୀଙ୍କ ଆତ୍ମହତ୍ୟା ଘଟଣାର ତଦନ୍ତ ଶେଷ ହୋଇଛି। କାର୍ଯ୍ୟାନୁଷ୍ଠାନ ସ୍ବରୂପ ଜଣେ ସୁରକ୍ଷା କର୍ମଚାରୀଙ୍କୁ…

4 years ago

ସନ୍ତୋଷଜନକ ହେଉନି ଶିକ୍ଷାଦାନ

ବଇଣ୍ଡା,୨୬ା୮ (ଡି.ଏନ.ଏ.): ବିଦ୍ୟାଳୟ ଭିତ୍ତିଭୂମିରେ କରାଯାଇଛି ବଡ଼ ପରିବର୍ତ୍ତନ। ସ୍ମାର୍ଟ ହୋଇଛି ଶିକ୍ଷାନୁଷ୍ଠାନ। ହେଲେ ଶିକ୍ଷାଦାନକୁ ନେଇ ସନ୍ତୁଷ୍ଟ ନୁହନ୍ତି ଛାତ୍ରୀଛାତ୍ର କି ଅଭିଭାବକ। କାରଣ ବିଦ୍ୟାଳୟରେ…

4 years ago

ଛାତ୍ରୀଙ୍କୁ ଅସଦାଚରଣ କରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

ବଲାଙ୍ଗୀର ଅଫିସ୍‌/ଦେଓଗଁା,୨୬ା୮(ଡି.ଏନ୍‌.ଏ.): ସ୍କୁଲରେ ପ୍ରଧାନଶିକ୍ଷକ ୫ଜଣ ଛାତ୍ରୀଙ୍କୁ ଦୀର୍ଘଦିନ ଧରି ଅସଦାଚରଣ କରିଆସୁଥିଲେ। ବଲାଙ୍ଗୀର ଜିଲା ଦେଓଗଁା ଥାନା ମୁରସିଂହ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଘଟଣା…

4 years ago

ଜଙ୍ଗଲରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ

କର୍ଲାମୁଣ୍ଡା,୨୬ା୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମ.ରାମପୁର ରାସ୍ତାର ଅଲାତରା ସନ୍ନିକଟ ସୁନାମୁଖୀ ଜଙ୍ଗଲରେ ଜଣେ ଯୁବକର ମୁଣ୍ଡବିହୀନ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଶୁକ୍ରବାର ସକାଳେ ଖବର ପାଇ…

4 years ago

ଖସିଲା କରୋନା ଗ୍ରାଫ୍‌: ଆଜି ରାଜ୍ୟରୁ ୨୬୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୬୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୩୮୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

4 years ago

ସର୍ଭିସ ରୋଡ୍‌ରେ ବେଆଇନ ପାର୍କିଂ

କେନ୍ଦୁଝର,୨୬ା୮ (ସ୍ବ.ପ୍ର.): କେନ୍ଦୁଝର ସହର ନିକଟ ଏନ୍‌ଏଚ୍‌ ୪୯ର ଗଉଡୁଣିବେଡ଼ା-ଧ୍ରୂପଦା ସର୍ଭିସ ରୋଡରେ ବେଆଇନ ଗାଡ଼ି ପାର୍କିଂ ଯୋଗୁ ଏହି ରାସ୍ତା ଉପରେ ଚଳପ୍ରଚଳ କରୁଥିବା ଲୋକଙ୍କୁ…

4 years ago

ଚାଷଜମିରୁ ଛାଡୁନି ବନ୍ୟାପାଣି

ଆରଡ଼ି, ୨୬।୮(ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ୪ ପଞ୍ଚାୟତ ସୁନ୍ଦରପୁର, ଓଳଗ, ଆରଡ଼ି ଓ ନାନ୍ଦପୁରର ୨୦ ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି।…

4 years ago

ଖଟିଆରେ ବୁହାହେଲେ ରୋଗୀ

ବାରିପଦା ଅଫିସ/ କୁଳିଅଣା,୨୬ା୮(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା କୁଳିଅଣା ବ୍ଳକ ମାରାଙ୍ଗତାଣ୍ଡି ପଞ୍ଚାୟତ ଅନ୍ତର୍ଗତ ଜିଆଣି ସାହି(ପଳାଶବଣି) ଗ୍ରାମର ଜଣେ ରୋଗୀଙ୍କୁ ଗ୍ରାମବାସୀ ଖଟିଆରେ ବୋହି ନାଳ ପାରି…

4 years ago

ପଲିଥିନ୍‌ ତଳେ ବିତୁଛି ବୃଦ୍ଧଙ୍କ ଜୀବନ

ମହାକାଳପଡ଼ା,୨୬ା୮(ଡି.ଏନ୍‌.ଏ.): ବିଦ୍ୟାଳୟରେ ଶିକ୍ଷକ ପାଠ ପଢ଼ାଇବା ବେଳେ ପିଲାମାନଙ୍କୁ ୩ ଚୁଲି ଝିଙ୍କାର ଉଦାହରଣ ଦେଇ କୁହନ୍ତି, ପିଲେ ସଂସାରକୁ ତୁମକୁ ଆଣିଥିବା ମା’ ହେଉଛନ୍ତି ପ୍ରଥମ…

4 years ago