ରାଜ୍ୟ

ଶିକ୍ଷା ଅଧିକାର ଆଇନ ଉଲ୍ଲଂଘନ ଅଭିଯୋଗ

ଭୁବନେଶ୍ୱର,୨।୩(ବ୍ୟୁରୋ): ଘରୋଇ ସ୍କୁଲରେ ଶିକ୍ଷା ଅଧିକାର ଆଇନ (ଆର୍‌ଟିଇ) ଉଲ୍ଲଂଘନ କରାଯାଉଥିବା ଓଡ଼ିଶା ଅଭିଭାବକ ମହାସଂଘ ଅଭିଯୋଗ କରିଛି। ସଂଘ ପକ୍ଷରୁ କୁହାଯାଇଛି ଯେ, ରାଜ୍ୟ ସରକାରଙ୍କ…

4 years ago

ପୌର ନିର୍ବାଚନ: ଆଜିଠୁ ନାମାଙ୍କନ

ଭୁବନେଶ୍ୱର, ୨।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର କର୍ପୋରେଟର ଓ ମେୟର ପଦବୀ ପାଇଁ ବୁଧବାରଠାରୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେଉଛି। ୨ରୁ ୭ତାରିଖ ଅର୍ଥାତ୍‌…

4 years ago

ରାଜଧାନୀରେ ସ୍ଥାପନ ହେଲା ୪ଇଭି ଚାର୍ଜିଂ ପଏଣ୍ଟ

ଭୁବନେଶ୍ୱର, ୨।୩(ବ୍ୟୁରୋ): ସ୍ମାର୍ଟ ସିଟି ଭୁବନେଶ୍ୱରରେ ବୈଦ୍ୟୁତିକ ଯାନ (ଇଭି) ଚାର୍ଜିଂ ପଏଣ୍ଟ ସ୍ଥାପନ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୭ଟି ଇଭି ଚାର୍ଜିଂ ପଏଣ୍ଟ ସ୍ଥାପନ ହେବାକୁ…

4 years ago

ବିଜେଡି, ଭାଜପାର ପରାଜୟକୁ ନେଇ ଚର୍ଚ୍ଚା

ଗୁଣପୁର,୨ା୩(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ସରିଛି। ଏଥିରେ ଶାସକ ବିଜେଡିକୁ ଗୁଣପୁର ବ୍ଲକରେ ଧରାଶାୟୀ ହେବାକୁ ପଡ଼ିଛି। ସେହିପରି ଭାଜପାର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି।…

4 years ago

ଗୋଟିଏ ପରିବାରରୁ ୪ପ୍ରାର୍ଥୀ, ଜିତିଲେ ୩

ବୌଦ୍ଧ, ୨।୩ (ସ୍ବ.ପ୍ର.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକରେ ଗୋଟିଏ ପରିବାରରୁ ପ୍ରାର୍ଥୀ ହୋଇଥିଲେ ୪ଜଣ। ସେମାନଙ୍କ ମଧ୍ୟରୁ ୩ଜଣ ବିଜୟୀ ହୋଇଥିବାବେଳେ ଜଣେ ପରାଜିତ ହୋଇଛନ୍ତି।…

4 years ago

ଅଧ୍ୟକ୍ଷା ପଦବୀ ପାଇଁ ଲବି

ବରଗଡ଼ ଅଫିସ୍‌,୨।୩: ବରଗଡ଼ ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ସୋମବାର ସରି ଯାଇଛି। ସର୍ବଶେଷ ଫଳାଫଳ ଅନୁସାରେ ଜିଲାରେ ଏଥର ବିଜେଡ଼ି ବାଜିମାତ୍‌ ମାରିଛି।…

4 years ago

ପରିବା ଭିତରେ ଗଞ୍ଜେଇ ଚାଲାଣ

ରାଜଗାଙ୍ଗପୁର, ୨।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ପୋଲିସ ଦ୍ୱାରା ମଙ୍ଗଳବାର ପରିବା ଭିତରେ ଗଞ୍ଜେଇ ଚାଲାଣ ଘଟଣା ଧରାପଡ଼ିଛି। ପୋଲିସ ୫୦ଲକ୍ଷ ଟଙ୍କାର ଗଞ୍ଜେଇ ଜବତ କରିଛି।…

4 years ago

ୟୁକ୍ରେନ୍‌ରୁ ଫେରିଲେ ୫ ଓଡ଼ିଆ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨।୩(ବ୍ୟୁରୋ): ଯୁଦ୍ଧ ବିଭୀଷିକା ମଧ୍ୟରେ ଥିବା ୟୁକ୍ରେନ୍‌ରୁ ମଙ୍ଗଳବାର ୫ଜଣ ଛାତ୍ରୀଛାତ୍ର ଓଡ଼ିଶା ଫେରିଛନ୍ତି। ୟୁକ୍ରେନ୍‌ ସୀମାରେ ଦୀର୍ଘ ସମୟ ଧରି ଫସି ରହିବା ପରେ…

4 years ago

ବିଜେଡି ହାତରେ ସବୁ ଜିଲା ପରିଷଦ

ଭୁବନେଶ୍ୱର,୨ା୩(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଫଳାଫଳର ସମ୍ପୂର୍ଣ୍ଣ ରିପୋର୍ଟ ମଙ୍ଗଳବାର ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟ ତରଫରୁ ପ୍ରକାଶ କରାଯାଇଛି। ବିଜେଡି ଚଳିତ ନିର୍ବାଚନରେ ରେକର୍ଡ ସଂଖ୍ୟାରେ…

4 years ago

ପୌର ଭୋଟ୍‌: ବୁଧବାରଠାରୁ ନାମାଙ୍କନ, ୭ ଯାଏ ଚାଲିବ

ଭୁବନେଶ୍ୱର, ୧ା୩(ବ୍ୟୁରୋ): ରାଜ୍ୟର ୧୦୬ ପୌରପାଳିକା ଓ ୩ ମହାନଗର ନିଗମ ନିର୍ବାଚନ ଲାଗି ସ୍ଥାନୀୟ ନିର୍ବାଚନ ଅଧିକାରୀମାନେ ସୋମବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରିଥିଲେ।…

4 years ago