ରାଜ୍ୟ

ଓଏମ୍‌ଭିଡି ଏଏସ୍‌ଆଇ ଗିରଫ

କଟକ ଅଫିସ,୨୭।୨: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଝାରସୁଗୁଡ଼ାର ଓଡ଼ିଶା ମୋଟର ଭେଇକିଲ ଡିପାର୍ଟମେଣ୍ଟ(ଓଏମ୍‌ଭିଡି)ର ଏଏସ୍‌ଆଇ ହରେକୃଷ୍ଣ ନାୟକଙ୍କୁ ଭିଜିଲାନ୍ସ ଶନିବାର ଗିରଫ କରି ସ୍ବତନ୍ତ୍ର…

4 years ago

ଗୁପ୍ତ କୋଠରିରେ ପଶିଲା ମହିଳା ପୋଲିସ

ଭୁବନେଶ୍ୱର,୨୭।୨(ବ୍ୟୁରୋ): ବିଭିନ୍ନ ରାଜ୍ୟର ୧୭ରୁ ଅଧିକ ମହିଳାଙ୍କୁ ବିବାହ କରି ଲୁଟିବା ସହ ଚାକିରି ଓ ନାମଲେଖା ଠକେଇ ଅଭିଯୋଗରେ ଗିରଫ ହୋଇଥିବା ନକଲି ଡାକ୍ତର ରମେଶ…

4 years ago

ନବୀନଙ୍କ ମ୍ୟାଜିକ୍‌

ଭୁବନେଶ୍ୱର,୨୭।୨(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦ୍ୱୀ ଜନନେତା। ଶନିବାରଠାରୁ ଆରମ୍ଭ ହୋଇଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଗଣତିରୁ ଏହା ପୁଣିଥରେ ପ୍ରମାଣିତ ହୋଇଛି।…

4 years ago

ବିଜୟଯାତ୍ରାରେ ବିଜେଡି

ଭୁବନେଶ୍ୱର,୨୭।୨(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଭୋଟ ଗଣତି ଶନିବାର କଡ଼ା ସୁରକ୍ଷା ମଧ୍ୟରେ ରାଜ୍ୟର ବ୍ଲକ ମୁଖ୍ୟାଳୟଗୁଡ଼ିକରେ ଆରମ୍ଭ ହୋଇଛି। ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଜୋନ୍‌ଓ୍ବାରି…

4 years ago

ସୋହେଲା, ଅମ୍ବାଭୋନାରେ ବିଜେଡି ବିଜୟୀ

ବରଗଡ଼ ଅଫିସ,୨୬ା୨: ବରଗଡ଼ ଜିଲା ସୋହେଲା(ଜିଲା ପରିଷଦ ଜୋନ-୩୨) ଏବଂ ଅମ୍ବାଭୋନା(ଜିଲା ପରିଷଦ ଜୋନ-୫)ର ଭୋଟ ଗଣତି ସରିଛି। ଉଭୟ ଜୋନରେ ବିଜେଡି ବାଜିମାତ୍‌ କରିଛି ।…

4 years ago

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୯୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୪୯୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୨,୯୨୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ…

4 years ago

ସନ୍ଧ୍ୟା ସାଢ଼େ ୬ଟା ସୁଦ୍ଧା ଜିଲା ପରିଷଦ ନିର୍ବାଚନ ଫଳାଫଳ

କେନ୍ଦୁଝର,୨୬ା୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ୩୭ ଜିଲା ପରିଷଦ ଜୋନ୍‌ ମଧ୍ୟରୁ ୩୬ଟିରେ ନିର୍ବାଚନ ପରେ ଆଜିଠାରୁ ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ଆରମ୍ଭ ହୋଇଛି। କଡ଼ା ସୁରକ୍ଷା…

4 years ago

ଆଗେଇ ଚାଲିଛି ବିଜେଡି: ୨୭୫ ଜୋନ୍‌ରେ ଆଗୁଆ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ଗଣତିର ପ୍ରଥମ ଦିନରେ ୩୧୫ ଜିଲା ପରିଷଦ ଜୋନ୍‌ରେ ଗଣତି ଚାଲିଛି। ଶନିବାର ସନ୍ଧ୍ୟା ୬ଟା ସୁଦ୍ଧା ଆସିଥିବା ରିପୋର୍ଟ ଅନୁଯାୟୀ…

4 years ago

ପଞ୍ଚାୟତ ନିର୍ବାଚନର ପ୍ରଥମ ଫଳାଫଳ: ସୋରଡ଼ାର ୬୩ ନଂ ଜୋନ୍‌ରେ ବାଜି ମାରିଲା ବିଜେଡି

ସୋରଡ଼ା,୨୬ା୨(ଡି.ଏନ୍‌.ଏ.): ପଞ୍ଚାୟତ ନିର୍ବାଚନ ଗଣତିର ପ୍ରଥମ ଦିନରେ ଫଳାଫଳ ଆସିଛି। ଗଞ୍ଜାମ ଜିଲା ସୋରଡ଼ାର ୬୩ ନମ୍ବର ଜୋନ୍‌ର ବିଜେଡି ପ୍ରାର୍ଥୀ ସମରେନ୍ଦ୍ର କୁମାର ସାହୁ ବିଜୟୀ…

4 years ago

ଆରମ୍ଭ ହେଲା ଏଫ୍‌ଆଇଏଚ୍‌ ପ୍ରୋ-ଲିଗ୍‌ ହକି

ଭୁବନେଶ୍ୱର,୨୬।୨: କଳିଙ୍ଗ ଷ୍ଟାଡିୟମରେ ଆରମ୍ଭ ହେଲା ଏଫ୍‌ଆଇଏଚ୍‌ ପ୍ରୋ-ଲିଗ୍‌ ହକି। ଭାରତର ଉଭୟ ପୁରୁଷ ଓ ମହିଳା ଟିମ୍‌ ସ୍ପେନକୁ ଭେଟିଛି। ମହିଳା ମ୍ୟାଚ୍‌ ଶନିବାର ସଂଧ୍ୟା…

4 years ago