ରାଜ୍ୟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ: ଆଜି ଆସିବ ରାୟ

ଭୁବନେଶ୍ୱର/ନୂଆଦିଲ୍ଲୀ,୩।୬: ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗରେ ଶୁକ୍ରବାର ସର୍ବୋଚ୍ଚ ନ୍ୟାୟାଳୟଙ୍କ ରାୟ ଆସିବ। ଗୁରୁବାର ଏହି ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଛନ୍ତି ସୁପ୍ରିମକୋର୍ଟ।…

4 years ago

ଦ୍ୱିତୀୟ ରାଉଣ୍ଡରେ ବି ବିଜେଡି ଆଗରେ

ଝାରସୁଗୁଡ଼ା ଅଫିସ/ସରଣ୍ଡା,୩ା୬(ଡି.ଏନ୍‌.ଏ.): ବ୍ରଜରାଜନଗର ଉପନିର୍ବାଚନର ଦ୍ୱିତୀୟ ରାଉଣ୍ଡର ଗଣତି ଶେଷ ହୋଇଛି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୧୦,୨୪୮ ଭୋଟ୍‌ ପାଇଥିବା ବେଳେ ଭାଜପା ୨୬୨୩,…

4 years ago

ପ୍ରଥମ ରାଉଣ୍ଡ ଗଣନା ଶେଷ, ବିଜେଡି ଆଗୁଆ

ଝାରସୁଗୁଡ଼ା ଅଫିସ,୩ା୬: ବ୍ରଜରାଜନଗର ଉପନିର୍ବାଚନର ପ୍ରଥମ ରାଉଣ୍ଡର ଗଣତି ଶେଷ ହୋଇଛି। ଏହି ରାଉଣ୍ଡରେ ବିଜେଡି ଆଗୁଆ ଥିବା ଜଣାପଡ଼ିଛି। ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି…

4 years ago

ପରିବାର ବିରୋଧ ସତ୍ତ୍ୱେ ପ୍ରେମିକଙ୍କୁ ଛାଡ଼ିପାରିଲେନି

ଭୁବନେଶ୍ୱର,୩।୬(ବ୍ୟୁରୋ): ବେଙ୍ଗାଲୁରୁରେ ରହୁଥିବା ଏକ ପ୍ରେମୀଯୁଗଳ ଗୁରୁବାର ବିମାନ ଯୋଗେ ଭୁବନେଶ୍ୱର ଆସୁଥିଲେ। ତେବେ ଯୁବତୀଙ୍କ ପରିବାର ଲୋକେ ସେମାନଙ୍କ ବିବାହ ପାଇଁ ରାଜି ନ ଥିବାରୁ…

4 years ago

୧୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୩ା୬(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୪୭୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

4 years ago

ଦେଶର ୨୪ତମ ର଼୍ୟାଙ୍କ୍‌ରେ କିଟ୍‌

ଭୁବନେଶ୍ୱର,୩।୬(ବ୍ୟୁରୋ): ଦି ଟାଇମ୍ସ ହାୟର ଏଜୁକେଶନ ପକ୍ଷରୁ ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ ୨୦୨୨ ଫଳାଫଳ ପ୍ରକାଶ ପାଇଛି। ଏଥିରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ଦେଶର ଶ୍ରେଷ୍ଠ ସରକାରୀ…

4 years ago

ଦାଦାବଟି ପାଇଁ ଗଢ଼ିଥିଲେ ଗ୍ୟାଙ୍ଗ

ଭୁବନେଶ୍ୱର,୩।୬(ବ୍ୟୁରୋ): ଦାଦାବଟି ପାଇଁ ଗଢ଼ିଥିଲେ ଗ୍ୟାଙ୍ଗ। ଯିଏ ଦାଦାବଟି ଦେଉ ନ ଥିଲେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରୁଥିଲେ। ଏପରିକି ଖଣ୍ଡା ଭୁଜାଲି ଧରି ଏହାର ଭିଡ଼ିଓ…

4 years ago

କୁମ୍ଭକର୍ଣ୍ଣ ନିଦ୍ରାରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ବିଭାଗ

ଡେରାବିଶ, ୩ା୬(ସ୍ବ.ପ୍ର.): ଦୀର୍ଘ ଦୁଇମାସରୁ ଅଧିକ ସମୟ ଧରି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ଡେରାବିଶରେ ପାନୀୟ ଜଳ ସମସ୍ୟା ଏବେବି ଲାଗି…

4 years ago

ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ୍‌ ବଢ଼ାଇଛି ଅସନ୍ତୋଷ

କେନ୍ଦ୍ରାପଡା ଅଫିସ,୩ା୬: ୨୦୧୯ ପୂର୍ବ ସମସ୍ତ ଗାଡିର ନମ୍ବର ପ୍ଲେଟ ବଦଳିବ। ଆସନ୍ତା ଡିସେମ୍ବର ଶେଷ ସୁଦ୍ଧା ହାଇ ସିକ୍ୟୁରିଟି ନମ୍ବର ପ୍ଲେଟ ଗାଡିରେ ଲଗାଯିବ। ସିକ୍ୟୁରିଟି…

4 years ago

ବ୍ରଜରାଜନଗରରେ ଆରମ୍ଭ ହେଲା ଗଣତି

ଝାରସୁଗୁଡ଼ା ଅଫିସ,୩ା୬: ଝାରସୁଗୁଡ଼ା ବଢ଼େଇମୁଣ୍ଡାସ୍ଥିତ ଇଞ୍ଜିନିୟରିଂ ସ୍କୁଲ ପରିସରରେ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ନିମନ୍ତେ ଭୋଟ ଗଣନା ଶୁକ୍ରବାର ସକାଳ ୮ଟାରେ ଆରମ୍ଭ ହୋଇଛି। ପ୍ରଥମେ ପୋଷ୍ଟାଲ…

4 years ago