ରାଜ୍ୟ

ଆଜି ରାଜ୍ୟରେ ୬୬୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର,୨୬।୭: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଥମୁନି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୬୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ…

4 years ago

ଫ୍ଲାଗ୍‌ କୋଡ୍‌ ସଂଶୋଧନ ସୁଦୂରପ୍ରସାରୀ : ନବୀନ

ଭୁବନେଶ୍ୱର,୨୬।୭: ଭାରତୀୟ ଗଣତନ୍ତ୍ରର ସର୍ବୋଚ୍ଚ ପ୍ରତୀକ ତ୍ରିରଙ୍ଗାକୁ ଉତ୍ତୋଳନ କରିବାର ଅଧିକାର ନିକଟରେ ଜନସାଧାରଣଙ୍କୁ ପ୍ରଦାନ କରାଯାଇଛି। ଭାରତ ସରକାରଙ୍କ ଦ୍ୱାରା ଫ୍ଲାଗ୍‌ କୋଡ୍‌ ଅଫ୍‌ ଇଣ୍ଡିଆର…

4 years ago

ଆଜି କଂଗ୍ରେସର ଶାନ୍ତିପୂର୍ଣ୍ଣ ସତ୍ୟାଗ୍ରହ

ଭୁବନେଶ୍ବର, ୨୬ା୭(ବ୍ୟୁରୋ): ନ୍ୟାଶନାଲ୍‌ ହେରାଲ୍ଡ ମାମଲାରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ନେତା ରାହୁଲ ଗାନ୍ଧୀଙ୍କୁ ଇଡି ପକ୍ଷରୁ ଏକାଧିକ ଥର ଜେରା କରାଯାଇସାରିଛି। ଦଳୀୟ…

4 years ago

ବଢୁଛି ସାର କଳାବଜାର,ଚିନ୍ତାରେ ଚାଷୀ

ଯାଜପୁର ରୋଡ,୨୬ା୭(ଡି.ଏନ.ଏ.):ବିଳମ୍ବିତ ମୌସୁମୀ ପ୍ରବାହ ଯୋଗୁ ଚଳିତ ଖରିଫ ଚାଷକୁ ପ୍ରଭାବିତ କରିଥିଲେ ମଧ୍ୟ ଯାଜପୁର ଜିଲାର ଚାଷୀ ଧାନ ଚାଷରୁ ଆଶା ହରାଇ ନାହାନ୍ତି ।…

4 years ago

ଠିଆ ହୋଇପାରୁନି କୋରେଇ ଭବନ

ଯାଜପୁର ଅଫିସ,୨୬ା୭:ରାଜନୈତିକ ଓ ପ୍ରଶାସନିକ ଉଦାସୀନତାର ଅନ୍ୟ ଏକ ଉଦାହରଣ ଯାଜପୁର ଜିଲା କୋରେଇ ବ୍ଲକରେ ଦେଖିବାକୁ ମିଳିଛି। ଜିଲାର ଅନ୍ୟ ନିର୍ବାଚନ ମଣ୍ଡଳୀ ନାମରେ ଭବନମାନ…

4 years ago

ରାଜ୍ୟରେ କୋଭିଡ୍‌ ଯୋଗୁ ୯୧୨୮ ମୃତ୍ୟୁ

ଭୁବନେଶ୍ୱର,୨୬/୭(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ଯୋଗୁ ୯୧୨୮ ଜଣଙ୍କର ମୃତ୍ୟୁ ହୋଇଥିବା ସରକାରୀ ଭାବେ କୁହାଯାଇଛି। ଖୋର୍ଦ୍ଧାରେ ସର୍ବାଧିକ ୧୭୫୧ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ କଟକ ୯୦୭,…

4 years ago

୧୭,୭୩,୨୪୪ ପରିବାରକୁ ପାଇପ୍‌ ଯୋଗେ ପାନୀୟଜଳ

ଭୁବନେଶ୍ୱର,୨୬ା୭(ବ୍ୟୁରୋ):ଚଳିତବର୍ଷ ୧୭,୭୩,୨୪୪ ଗ୍ରାମୀଣ ପରିବାରଙ୍କୁ ପାଇପ୍‌ ଯୋଗେ ପାନୀୟଜଳ ଯୋଗାଇ ଦିଆଯିବ। ଏପର୍ଯ୍ୟନ୍ତ ରାଜ୍ୟର ୪୩, ୮୬, ୭୫୯ ପରିବାରକୁ ଟ୍ୟାପ୍‌ ଯୋଗେ ପିଇବା ପାଣି ଯୋଗାଇ…

4 years ago

୧୦୦ କୋଟି ଟଙ୍କା କିଏ ଦେବ

ଭୁବନେଶ୍ୱର,୨୬।୭(ବ୍ୟୁରୋ):ରାଜ୍ୟ ସରକାର ଘରୋଇ କମ୍ପାନୀକୁ ୧୨୦ କୋଟି ଗଣିବେ। କମ୍ପାନୀର ବକେୟା ୨୦ କୋଟି ସହ ୨୦୦୪ରୁ ଆଜି ଯାଏ ୧୦୦ କୋଟି ଟଙ୍କା ପଇଠ କରିବେ।…

4 years ago

ହାତୀ ଶିକାର: ୮ରେ ହାଇକୋର୍ଟରେ ହାଜର ହେବେ ପିସିସିଏଫ୍‌

ଭୁବନେଶ୍ବର, ୨୬ା୭(ବ୍ୟୁରୋ):ରାଜ୍ୟରେ ହାତୀ ଶୀକାର ଏବଂ ବନ ବିଭାଗ ଦ୍‌ାରା ହାତୀ ମୃତ୍ୟକୁ ଲୁଚାଇବା ଘଟଣାରେ ସୋମବାର ହାଇକୋର୍ଟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଆବେଦନକାରୀ ଗୀତା ରାଉତଙ୍କ…

4 years ago

ଆରଆଇଙ୍କୁ ଗୋଡ଼ାଇ ପିଟିଲେ ପଥର ମାଫିଆ

ନୀଳଗିରି,୨୫ା୭(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ତହସିଲ ଅଧୀନ ବାଘମରା ଗାଁରେ ସୋମବାର ସଜନାଗଡ଼ ଆର୍‌ଆଇ ସନ୍ତୋଷ କୁମାର ବେହେରାଙ୍କୁ ପଥର ମାଫିଆମାନେ ଗୋଡ଼ାଇ ଗୋଡ଼ାଇ ମାଡ଼ ମାରିଛନ୍ତି।…

4 years ago